ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ଭରସା ହେଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା : ସୁନ୍ଦରଗଡ଼ର ହିତାଧିକାରୀଙ୍କ ମୁହଁରେ…
ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ବାର୍ଟ ବଣ୍ଟନ କରିସାରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କ ୧୦ ଲକ୍ଷ ଟଙ୍କାର ମିଳିବ ଚିକିତ୍ସା ସୁବିଧା । ଯାହାକୁ ନେଇ ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀଙ୍କ ମୁହଁରେ ଫୁଟିଛି…