Latest Odisha News

BREAKING NEWS

Browsing Tag

Bike Accident

ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୩ ଯୁବକଙ୍କ ମୃତ୍ୟୁ

ଝାରସୁଗୁଡ଼ା: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ର ସନ୍ୟାସିପାଲି ଛକରେ ଟ୍ରକ୍ ଓ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ମୃତ୍ୟୁ…

ବୋଲେରୋ ଧକ୍କାରେ ବାଇକ୍‌ ଆରୋହୀ ମୃତ

ସମ୍ବଲପୁର : ବୋଲେରୋ ଧକ୍କାରେ ବାଇକ୍‌ ଆାରୋହୀ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି  ସମ୍ବଲପୁର ଜିଲ୍ଲା ଧନୁପାଲି ମହାବୀରପଡ଼ା ନିକଟରେ । ମୃତକ ଭତରା ଅଞ୍ଚଳର ରଞ୍ଜିତ ବୋଲି ଜଣାପଡ଼ିଛି । ତେବେ ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ମୃତକ ରଞ୍ଜିତ ବାଇକରେ ଘରକୁ ଫେରୁଥିଲେ ।…

ପିକଅପ୍ ଭ୍ୟାନ୍ ଧକ୍କାରେ ବାପ, ଝିଅ ମୃତ

କଟକ: ଦୁର୍ଘଟଣାରେ ଚାଲିଗଲା ବାପ, ଝିଅଙ୍କ ଜୀବନ । ଗୁରୁବାର କଟକ-ଚାନ୍ଦବାଲି ରାସ୍ତାରେ ପିକଅପ୍ ଭ୍ୟାନ୍ ସହ ବାଇକ୍ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ସତ୍ୟଭମାପୁରର ବାପ, ଝିଅ ଅନୁଭବ ସାମଲ ଓ ଅଞ୍ଜଳି ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ଭୋର୍ ପ୍ରାୟ ୩ଟା ସମୟରେ…

ଟ୍ରକ୍-ବାଇକ୍ ଧକ୍କା, ୨ ଯୁବକ ମୃତ

ଅନୁଗୁଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ ୬୩ର ମାଳିବ୍ରାହ୍ମଣୀ ନିକଟରେ ଦୁର୍ଘଟଣା ହୋଇଛି । ଟ୍ରକକୁ ବାଇକ୍ ଧକ୍କା ଦେବା ଫଳରେ କୋଶଳା ଗାଁର ୨ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ କୋଶଳା ଗାଁର…

ବାଇକକୁ ପିଟିଲା ଟ୍ରକ୍, ୪ ଜଣଙ୍କ ମୃତ୍ୟୁ

ନୂଆପଡ଼ା: ୩୫୩ ନମ୍ବର ଜାତୀୟ ରାଜପଥରେ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଉଦ୍ୟାନବନ୍ଧ କ୍ରୀଷ୍ଣା ଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଓଡି ୦୨ ଡି ୩୭୬୯ ନମ୍ବର ବିଶିଷ୍ଟ ନୀଳ ରଙ୍ଗର ବାଇକରେ ୫ ଜଣ ଯାଉଥିବା ବେଳେ ଏକ ଟ୍ରକ୍ ସହ ଧକ୍କା…

ମାଲକାନଗିରିରେ ସଡକ ଦୁର୍ଘଟଣା, କାର ଧକ୍କାରେ ବାଇକ ଚାଳକ ମୃତ

ମାଲକାନଗିରି: ବାଇକ ଚାଳକଙ୍କୁ ଧକ୍କା ଦେଲା କାର୍ । ଘଟଣାସ୍ଥଳରେ ବାଇକ୍ ଚାଳକ ରିଙ୍କୁ ସିଙ୍ଗାଡିଙ୍କର ମୃତ୍ୟୁ ଘଟିଛି । ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ଟଙ୍ଗଗୁଡା ଗାଁରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଘଟାଇଥିବା କାରକୁ ଅଟକ ରଖିବା ସହ ଲୋକେ ୩୨୬…

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍, ୨ ମୃତ ଓ ୨ ଗୁରୁତର

ବରଗଡ଼: ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ବିୟୋଗ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଜିଲ୍ଲା ପର୍ଥଲା ଛକ ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଆହତମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି…

ଗଛରେ ପିଟିହେଲା ବାଇକ୍, ୩ ଜଣଙ୍କର ମୃତ୍ୟୁ

ଭବାନୀପାଟଣା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ବାଇକ୍ ପିଟିହେଲା । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମୂର୍ଲାପଦର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ଭିତରେ ଅଛନ୍ତି ମରିଆବନ୍ଧଲି ଗାଁର ଦୁଇ ଭାଇ…

କେନ୍ଦୁଝରରେ ମୋଟର ସାଇକେଲ ଦୁର୍ଘଟଣା, ୨ ମୃତ

କେନ୍ଦୁଝର : କେନ୍ଦୁଝର ସଦର ଥାନା ବନାଯୋଡ଼ି ନିକଟରେ ମୋଟର ସାଇକେଲ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ୍ ବ୍ୟାରିକେଡ୍ ପିଟିହେବାରୁ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଜଣେ ବଡ଼ବିଲ ଥାନା ଝଡ଼ାଗାଁର ଅକ୍ଷୟ ନାଏକ ହୋଇଥିବା ବେଳେ, ଅନ୍ୟ ଜଣେ ଯୁବକଙ୍କର ପରିଚୟ…

ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ, ୩ ଗୁରୁତର

ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…