Latest Odisha News
Browsing Tag

Bikram Arukha

ନବୀନ ନିବାସରୁ ଗଲା ଫୋନ୍, ମନ୍ତ୍ରୀ ହେବେ ଆରୁଖଙ୍କ ସହ ସୁଦାମ ଓ ସାରଦା

ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରିମଣ୍ଡଳରେ କେଉଁ ୩ ଜଣ ସାମିଲ୍ ହେବେ ? ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । ନବୀନ ନିବାସରୁ ୩ ଜଣଙ୍କୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ ପାଇଁ ଫୋନ୍ ଯାଇଛି । ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପାଇଁ…

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସେ କହିଛନ୍ତି । ଆରୁଖ ଆହୁରି କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି ।…

ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ଆରୁଖଙ୍କ ନାଁ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ ।…

ନାମାଙ୍କନ ପତ୍ର ଦାଖଲ କଲେ ବିକ୍ରମ ଆରୁଖ, ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ । ସେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ଆସନ୍ତା ୧୩ ତାରିଖରେ ନିର୍ବାଚିତ ହେବେ ନୂଆ ବାଚସ୍ପତି । ଶ୍ରୀ ଆରୁଖ ଏବେ ଭଞ୍ଜନଗର ନିର୍ବାଚନ ମଣ୍ଡଳିରୁ ବିଧାୟକ ଅଛନ୍ତି ।…