ବାଚସ୍ପତିଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ମନ୍ତ୍ରୀ
ଭୁବନେଶ୍ୱର: ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ୨ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନବୀନଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି ।
ଏଥିସହ ପଢ଼ନ୍ତୁ: ବାଚସ୍ପତି ପଦରୁ…