Latest Odisha News
Browsing Tag

Bikram keshari arukha

ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ । ଓଡ଼ିଶା ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସେ କହିଛନ୍ତି । ଆରୁଖ ଆହୁରି କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି ।…

ଡ୍ରାଇଭର ଆନ୍ଦୋଳନ ନେଇ ବାଚସ୍ପତିଙ୍କ ରୁଲିଂ, କାଲି ଗୃହରେ ଉତ୍ତର ରଖିବେ ପରିବହନ ମନ୍ତ୍ରୀ

ଭୁବନେଶ୍ବର: ଡ୍ରାଇଭର ସଂଘର ରାଜ୍ୟବ୍ୟାପୀ ଧର୍ମଘଟ ନେଇ ବିଧାନସଭାରେ ଆଜି ସରଗରମ ପରିସ୍ଥିତିଦେଖିବାକୁ ମିଳିଥିଲା  ।  ଏହା ପରେ ଡ୍ରାଇଭର ଆନ୍ଦୋଳନ ନେଇ ଆଜି ରୁଲିଂ ଦେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଆନ୍ଦୋଳନରତ ଡ୍ରାଇଭରଙ୍କ ସହ ଆଲୋଚନା କରି ଆସନ୍ତାକାଲି ଗୃହରେ ବିବୃତି…

ଆରମ୍ଭ ହେଲା ବିଧାନସଭା ବାଚସ୍ପତି ଚୟନ ପ୍ରକ୍ରିୟା

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ନୂଆ ବାଚସ୍ପତିଙ୍କ ନିର୍ବାଚନ ହେବା ନେଇ ଶୁକ୍ରବାର ଦିନ ବିଧାନସଭା କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଶୁକ୍ରବାର ଦିନ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ରାଜ୍ୟ ବିଧାନସଭାର ନୂଆ…