Latest Odisha News

BREAKING NEWS

Browsing Tag

Billionaire

ମାର୍କ ଜୁକରବର୍ଗଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ଦୁନିଆର ଅରବପତି ତାଲିକାରେ ଉପରକୁ ଉଠିଛନ୍ତି ମୁକେଶ ଅମ୍ବାନୀ । ଅନ୍ୟପଟେ ଭାରତର ଅନ୍ୟତମ ଅରବପତି ଗୌତମ ଆଦାନୀ ପୁଣି ତାଲିକାରେ ତଳକୁ ଖସିଛନ୍ତି । ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କୁ ସମ୍ପତ୍ତି ମାମଲାରେ ପଛରେ ପକାଇ ଉପରକୁ ଉଠିଛନ୍ତି ମୁକେଶ ଅମ୍ବାନୀ । ଅମ୍ବାନୀ ୧୩ରୁ ୧୨ତମ…

ଭାରତର ୧ ପ୍ରତିଶତ ଧନୀଙ୍କ ପାଖରେ ଦେଶର ୪୦ ପ୍ରତିଶତରୁ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ: ଭାରତରେ ବଢ଼ୁଛି ଧନୀଙ୍କ ସଂଖ୍ୟା । ଅକ୍ସଫାମର ରିପୋର୍ଟ ଅନୁସାରେ, ଦେଶରେ ୨୦୨୦ ମସିହାରେ ୧୦୨ ଜଣ ବିଲିଅନାରୀ ଥିଲେ । ୨୦୨୨ରେ ବିଲିଅନାରୀ ଅର୍ଥାତ୍ ଅରବପତିଙ୍କ ସଂଖ୍ୟା ୧୬୬କୁ ବୃଦ୍ଧି ପାଇଛି । ସୋମବାର ଅକ୍ସଫାମ ଇଣ୍ଟରନାସନାଲ ପକ୍ଷରୁ ୱାର୍ଲ୍ଡ ଇକୋନୋମିକ ଫୋରମ୍ ଆନୁଆଲ୍…

ରିଲିଆନ୍ସ ଜିଓ ବୋର୍ଡରୁ ମୁକେଶ ଅମ୍ବାନୀଙ୍କ ଇସ୍ତଫା, ଜାଣନ୍ତୁ କାରଣ…

ମୁମ୍ବାଇ: ଇସ୍ତଫା ଦେଲେ ମୁକେଶ ଅମ୍ବାନୀ । ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍, ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି ମୁକେଶ ଅମ୍ବାନୀ । ଏବେ ବୋର୍ଡର ଅଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଭାବେ ମୁକେଶ ଅମ୍ବାନୀଙ୍କ ପୁଅ ଆକାଶ ଅମ୍ବାନୀଙ୍କୁ…