କାହିଁକି ଯୁବରାଜଙ୍କ ବାୟୋପିକ ନିର୍ମାଣ କରିବାକୁ ମନା କରିଥିଲେ କରନ୍ ଜୋହର ?
ମୁମ୍ବାଇ: ବଲିଉଡରେ ବାୟୋପିକ ଫିଲ୍ମର ଟିକେ ହଟ୍କେ ଟ୍ରେଣ୍ଡ ରହିଛି । ବୋଧ ହୁଏ ସେଥିପାଇଁ ଏମ୍.ଏସ୍ ଧୋନୀ ଓ ଦଙ୍ଗଲ୍ ଭଳି ଫିଲ୍ମ ସୁପରହିଟ୍ ହୋଇଥିଲା । ନିକଟରେ ଲଭ୍ ରଂଜନ ବି ସୌରଭ ଗାଙ୍ଗୁଲୀଙ୍କ ଉପରେ ଏକ ବାୟୋପିକ ନିର୍ମାଣ କରିବାକୁ ଘୋଷଣା କରିଥିଲେ । ହେଲେ ଅନେକ ହୁଏ ତ ଜାଣିନଥିବେ…