Latest Odisha News

BREAKING NEWS

Browsing Tag

Bipin Rawat

ଆଜି ଦିଲ୍ଲୀରେ ପହଞ୍ଚିବ ସିଡ଼ିଏସ୍ ଜେନେରାଲ ବିପିନ ରାୱତଙ୍କ ପାର୍ଥିବ ଶରୀର, ଶୁକ୍ରବାର ଅନ୍ତିମ ସଂସ୍କାର

ଦିଲ୍ଲୀ: ଆଜି ଦିଲ୍ଲୀ ଆସି ପହଞ୍ଚିବ ସିଡ଼ିଏସ୍ ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀଙ୍କ ପାର୍ଥିବ ଶରୀର । ସନ୍ଧ୍ୟାରେ ପ୍ରତିରକ୍ଷା ବିଭାଗର ଏକ ବିମାନରେ ଅଣାଯିବ । ବିମାନବନ୍ଦରରୁ ପାର୍ଥିବ ଶରୀରକୁ ତାଙ୍କ ବାସଭବନକୁ ନିଆଯିବ । ଆସନ୍ତାକାଲି ହେବ ଜେନେରାଲ ବିପିନ ରାୱତଙ୍କ ଅନ୍ତିମ…

[ଭିଡ଼ିଓ ]ବିଦାୟ ବୀର ବିପିନ୍

ଦିଲ୍ଲୀ: ମଝି ଆକାଶରେ ଜଳିଗଲା ହେଲିକପ୍ଟର । ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ତାମିଲନାଡୁର କନ୍ନୁର ଅଞ୍ଚଳରେ ବାୟୁସେନାର ଏମଆଇ-ସେଭେନଟିନ୍-ଭି-ଫାଇବ୍ ହେଲିକପ୍ଟର ହଠାତ୍ ଆକାଶରୁ ଖସିପଡିଲା । ଏକ ଗଛରେ ପିଟି ହୋଇ ନିଆଁ ପିଣ୍ଡୁଳାରେ…

ସୀମାରେ ଚୀନ ଯବାନଙ୍କଠୁ ଆହୁରି ଶକ୍ତିଶାଳୀ ଭାରତୀୟ ଯବାନ : ବିପିନ ରାଓ୍ବତ

ନୂଆଦିଲ୍ଲୀ : ସୀମାରେ ଚୀନ ଯବାନଙ୍କ ଠାରୁ ଆହୁରି ଶକ୍ତିଶାଳୀ ଭାରତୀୟ ଯବାନ । ଗତବର୍ଷ ଗଲଓ୍ବାନ ଘାଟିରେ ହୋଇଥିବା ସଂଘର୍ଷରୁ ଏହା ପ୍ରମାଣିତ ହୋଇଛି । ଭାରତୀୟ ସେନା ସହ ଚୀନ ସେନା ମୁହାଁମୁହିଁ ହେବା ପରେ ବେଜିଂ ସେନାକୁ ଆହୁରି ପ୍ରଶିକ୍ଷଣ ନେବାର ଆବଶ୍ୟକତା ରହିଛି । ଏଭଳି କହିଛନ୍ତି…

ସଂସଦୀୟ ପ୍ୟାନେଲ ସମ୍ମୁଖରେ ହାଜିର ହେଲେ ସିଡ଼ିଏସ୍ ଜେନେରାଲ ବିପିନ ରାୱତ

ନୂଆଦିଲ୍ଲୀ: ଲଦାଖରେ ଏଲଏସି ଭାରତ ଏବଂ ଚୀନ୍ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଛି । ଏହା ମଧ୍ୟରେ ଶୁକ୍ରବାର ଦିନ ପ୍ରତିରକ୍ଷା ମୁଖ୍ୟ ବିପିନ୍ ରାୱତ  ପ୍ରତିରକ୍ଷା ସଂସଦରେ ହାଜର ହୋଇଛନ୍ତି । ଏହି ବୈଠକର ଅଫିସିଆଲ୍ ଏଜେଣ୍ଡା 'ପ୍ରତିରକ୍ଷା ବାହିନୀକୁ ବିଶେଷ କରି ସୀମାନ୍ତବର୍ତ୍ତୀ…

LAC ଟେନସନ୍ ଭିତରେ ଲେହରେ ଅଚାନକ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଏଲଏସିରେ ଭାରତ-ଚୀନ ମଧ୍ୟରେ ଅଶାନ୍ତି ଲାଗି ରହିଥିବା ବେଳେ ଅଚାନକ ଜମ୍ମୁ କଶ୍ମୀରର ଲେହରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳୁ ସକାଳୁ ନିମୁର ଫରଓ୍ୱାଡ ପୋଷ୍ଟରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ସେଠାରେ ସେନାର ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା…

ଆଜି ସେନା ମୁଖ୍ୟ ବିପିନ ରାୱତଙ୍କ ଶ୍ରୀନଗର ଗସ୍ତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଶୁକ୍ରବାର ଦିନ ଶ୍ରୀନଗର ଅଭିମୁଖେ ଗସ୍ତ କରିବେ ସେନା ମୁଖ୍ୟ ଜେନେରାଲ୍ ବିପିନ ରାୱତ । ପ୍ରାପ୍ତ ସୂଚନାନୁଯାୟୀ ବର୍ତ୍ତମାନ ସମୟରେ ଜମ୍ମୁ-କାଶ୍ମୀରର ସ୍ଥିତି ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିବା ଲାଗି ବିପିନ ରାୱତ…