Latest Odisha News

BREAKING NEWS

Browsing Tag

Birendra Lakra

ଇନଫୋସିଟି ଥାନାରେ ହାଜର ହେଲେ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଖେଳାଳି ବୀରେନ୍ଦ୍ର ଲାକ୍ରା ଥାନାରେ ହାଜର ହୋଇଛନ୍ତି । ଆନନ୍ଦ ଟପ୍ପୋ ହତ୍ୟା ମାମଲାରେ ବୀରେନ୍ଦ୍ର ଲାକ୍ରା ଆଜି ଭୁବନେଶ୍ୱର ଇନଫୋସିଟି ଥାନାରେ ହାଜର ହୋଇଛନ୍ତି । ହାଜର ପରେ ବୀରେନ୍ଦ୍ର ଲାକ୍ରାଙ୍କୁ ଏଡିସିପି, ଏସିପି, ଆଇଓଙ୍କ ଉପସ୍ଥିତିରେ…

‘ମୋ ପୁଅ ହତ୍ୟାକାରୀକୁ ଦଣ୍ଡ ମିଳୁ, ଡିସିପି ସଠିକ ତଦନ୍ତ କରି ମୋତେ ନ୍ୟାୟ ଦିଅନ୍ତୁ’

କଟକ: ମୋ ପୁଅ ହତ୍ୟାକାରୀକୁ ଦଣ୍ଡ ମିଳୁ । ଡିସିପି ସଠିକ ତଦନ୍ତ କରି ମୋତେ ନ୍ୟାୟ ଦିଅନ୍ତୁ । ଏହା କହିଛନ୍ତି ମୃତ ଆନନ୍ଦ ଟପ୍ପୋଙ୍କ ବାପା ବନ୍ଧନା ଟପ୍ପୋ । ଓଡ଼ିଶା ପୋଲିସର ତଦନ୍ତ ଶୀଥିଳ ଓ ଦିଗହରା  ବୋଲି କହି ଗତକାଲି ହାଇକୋର୍ଟ ଆନନ୍ଦ ଟପ୍ପୋ ହତ୍ୟା ମାମଲାର ତଦନ୍ତ ଭାର ଭୁବନେଶ୍ୱର…

ଅଭିଯୋଗ ଫର୍ଦ୍ଦରୁ IIC ହଟାଇଥିଲେ ବୀରେନ୍ଦ୍ର ଲାକ୍ରାଙ୍କ ନାଁ, ଟ୍ରେନିଂରେ ଯିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ: ଭୁବନେଶ୍ୱର ଆୟୁଷ ରେଡିୟମ୍ ଫ୍ଲାଟରେ ଆନନ୍ଦ ଟପ୍ପୋ ମୃତ୍ୟୁ ଘଟଣାରେ ହାଇକୋର୍ଟ ଇନଫୋସିଟି ଥାନା ଅଧିକାରୀଙ୍କୁ ଭର୍ତ୍ସନା କରିଛନ୍ତି । ତଦନ୍ତରେ ଅନିୟମିତତା ପାଇଁ ଇନଫୋସିଟି ଥାନା ଅଧିକାରୀ ସମିତା ମିଶ୍ରଙ୍କୁ ଭର୍ତ୍ସନା କରିଛନ୍ତି ହାଇକୋର୍ଟ । ଆଇଆଇସି ସମିତା ମିଶ୍ରଙ୍କୁ ବର୍ଷକ…

ଅଲିମ୍ପିକ୍ସ ଫେରନ୍ତା ୪ ଓଡ଼ିଆ ହକି ଖେଳାଳିଙ୍କୁ ଆଜି ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଫେରିଛନ୍ତି ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଓ ମହିଳା ହକି ଟିମରେ ଭାଗ ନେଇଥିବା ୪ ଓଡ଼ିଆ ଖେଳାଳି । ପୁରୁଷ ହକି ଦଳର ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଓ ଡିଫେଣ୍ଡର ଅମିତ ରୋହିଦାସ ଏବଂ ମହିଳା ଟିମର ଉପଅଧିନାୟିକା ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ । ସେମାନଙ୍କୁ…

ହକିରେ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କ ନୂଆ ମାଇଲଷ୍ଟୋନ୍

ଭୁବନେଶ୍ୱର: ହକିରେ ନୂଆ ମାଇଲଷ୍ଟୋନ୍ ପାର କରିଛନ୍ତି ଦୁଇ ଓଡ଼ିଆ ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ । ଟିମ୍ ଇଣ୍ଡିଆ ପାଇଁ ବୀରନ୍ଦ୍ର ଲାକ୍ରା ୨୦୦ ମ୍ୟାଚ୍ ଓ ଅମିତ ରୋହିଦାସ ୧୦୦ ମ୍ୟାଚ୍ ଖେଳିବାର ଗୌରବ ଅର୍ଜନ କରିଛନ୍ତି । ଦୁହେଁ ଏବେ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଟିମରେ…

ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିଶ କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିଶ କରିଛନ୍ତି ଓଡ଼ିଶା ସରକାର । କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟକୁ ନାଁ ପଠାଇଛନ୍ତି । ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ନାଁକୁ ଅର୍ଜୁନ ପୁରସ୍କାର ପାଇଁ ସୁପାରିଶ କରାଯାଇଛି । ବୀରେନ୍ଦ୍ର ଲାକ୍ରା ଟୋକିଓ ଅଲିମ୍ପିକ୍ସ ପାଇଁ…

ହକି ଟିମ୍‌ରେ ବୀରେନ୍ଦ୍ରଙ୍କ ଦବଦବା

ଭୁବନେଶ୍ୱର:  ହକି ଟିମ୍‌ରେ ଓଡ଼ିଆଙ୍କ ଦବଦବା । ଟୋକିଓ ଅଲିମ୍ପିକ୍ସରେ ସାମିଲ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା । ୧୬ ଜଣିଆ ପୁରୁଷ ହକି ଟିମ୍‌ର ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ ବୀରେନ୍ଦ୍ର । କିଛି ଦିନ ବ୍ୟବଧାନରେ ଚିକିତତ୍ସିତ ହେବା ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ସେ । ପିଲା ବେଳରୁ ଖେଳ…

ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଟିମ୍: ଓଡ଼ିଶାରୁ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା

ନୂଆଦିଲ୍ଲୀ: ଦୁଇ ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଅଲିମ୍ପିକ୍ସ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଆଜି ଭାରତୀୟ ପୁରୁଷ ହକି ଦଳ ଘୋଷଣା ହୋଇଛି । ୧୫ ଜଣିଆ ଟିମରେ ଅଛନ୍ତି ଦୁଇ ଓଡ଼ିଆ । ଗତକାଲି ମହିଳା ଦଳରେ ଓଡ଼ିଆ ଖେଳାଳି ଦୀପଗ୍ରେସ ଏକ୍କା ସାମିଲ ହୋଇଥିଲେ ।…