Latest Odisha News

BREAKING NEWS

Browsing Tag

Birth Anniversary

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ଉତ୍ସବ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟଗୁରୁ ନିତ୍ୟାନନ୍ଦ ଦାସ, ସୁକାନ୍ତ କୁମାର କୁଣ୍ଡୁ, ପ୍ରୀତିପ୍ରଜ୍ଞା ନାୟକ, ସୌମ୍ୟା ଶୁଭଦର୍ଶିନୀ,…

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ ପାଳନ କରୁଛି ବିଜେପି

ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୮ତମ ଜନ୍ମଜୟନ୍ତୀ । ବିଜେପି ପକ୍ଷରୁ ଦିନଟିକୁ ଖୁବ୍ ଧୂମଧାମରେ ପାଳନ କରାଯାଉଛି । ବାଜପେୟୀଙ୍କ ସ୍ମୃତିରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପିର…

ଇନ୍ଦିରା ଗାନ୍ଧୀଙ୍କ ୧୦୫ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ

ନୂଆଦିଲ୍ଲୀ: ଆଜି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୫ତମ ଜୟନ୍ତୀ । ସାରା ଦେଶରେ ତାଙ୍କ ଜନ୍ମ ଦିବସକୁ ପାଳନ କରାଯାଉଛି । ତାଙ୍କ ପୁତ୍ରବଧୂ ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ  ଓ ବହୁ ରାଜନେତା ତଥା ବିଶିଷ୍ଟ ବ୍ୟକ୍ତି ତାଙ୍କ ସ୍ମାରକୀ 'ଶକ୍ତି ସ୍ଥଳ'କୁ…

ଅନଲାଇନ ମାଧ୍ୟମରେ ବ୍ୟାସକବି ଫକୀରମୋହନ ସେନାପତିଙ୍କର ଜୟନ୍ତୀ ପାଳିତ

ଭୁବନେଶ୍ବର : ଫକୀର ମୋହନ ଫାଉଣ୍ଡେସନ ନୂଆଦିଲ୍ଲୀ ଓଡ଼ିଶା ଶାଖା ତରଫରୁ ଆଭାସୀ ମାଧ୍ୟମରେ ବ୍ୟାସକବି ଫକୀରମୋହନ ସେନାପତିଙ୍କର ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଅତିଥି ଭାବେ କାନାଡାରୁ ଯୋଗଦେଇଥିବା ସୁନନ୍ଦା ମିଶ୍ର ପଣ୍ଡା ଓ ତନ୍ମୟ ପଣ୍ଡାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି…

ବିନୋଦ ରାଉତରାୟଙ୍କର ରାଜ୍ୟସ୍ତରୀୟ ଜନ୍ମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ , ରାଜ୍ୟ ସଂସ୍କୃତି ଭବନ ପ୍ରେକ୍ଷାଳୟରେ, ବିଶିଷ୍ଟ ସାହିତ୍ୟିକ ତଥା ଚିତ୍ରଶିଳ୍ପୀ ବିନୋଦ ରାଉତରାୟଙ୍କ ରାଜ୍ୟସ୍ତରୀୟ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ୱର୍ଗତଃ…

ଐତିହାସିକ କେଦାରନାଥ ମହାପାତ୍ରଙ୍କ ୧୧୦ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଐତିହାସିକ କେଦାରନାଥ ମହାପାତ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହ କେଦାରନାଥ ଗବେଷଣା ପ୍ରତିଷ୍ଠାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶାନ୍ତନୁ କୁମାର ରଥଙ୍କୁ କୃଷ୍ଣଚନ୍ଦ୍ର ମିଶ୍ର ସଂସ୍କୃତି ସମ୍ମାନ , ନମିତା ଦାଶଙ୍କୁ ଯତୀନ୍ଦ୍ର କୁମାର ଉପନ୍ୟାସ ସମ୍ମାନ , ଡ.ତାପସ…

ଅତିବଡୀ ଜଗନ୍ନାଥ ଦାସଙ୍କ ୫୩୦ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଭୁବନେଶ୍ୱର ପକ୍ଷରୁ ଭଞ୍ଜକଳା ମଣ୍ଡପଠାରେ ଅତିବଡୀ ଜଗନ୍ନାଥ ଦାସଙ୍କ ୫୩୦ତମ ଜୟନ୍ତୀ ପାଳିତ ହୋଇଯାଇଛି । ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ , ରମେଶ ଚନ୍ଦ୍ର ପାତାଳସିଂ , ଭଞ୍ଜକଳା ମଣ୍ଡପରେ…

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ‘ ଅତିବଡୀ ଜଗନ୍ନାଥ ଦାସ ‘ଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକଡେମୀ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେଓଡ଼ିଆ ଭାଗବତକାର ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଉପଲକ୍ଷେ ପ୍ରାତଃ ସମୟରେ ସଂସ୍କୃତି ଭବନ ପରିସରରେ…

ଆଜି ପାଳନ ହେବ ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ଓଡ଼ିଶା ସାହିତ୍ୟ ଏକଡେମୀ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ,  ଆଜି ଓଡ଼ିଆ ଭାଗବତକାର ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର…

ଆଜି ପାଳନ ହେବ ସିକନ୍ଦର ଆଲମଙ୍କ ୮୨ତମ ଜୟନ୍ତୀ

ଭୁବନେଶ୍ୱର : ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଶିଷ୍ଟ ସଙ୍ଗୀତଜ୍ଞ ସିକନ୍ଦର ଆଲମଙ୍କ ୮୨ତମ ଜୟନ୍ତୀ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ ପାଳନ କରାଯିବ ବୋଲି ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ କୋଭିଡ କଟକଣା ପାଳନ  ପୂର୍ବକ…