Latest Odisha News
Browsing Tag

Bishnu Das

ଅନ୍ତିମ ଯାତ୍ରାରେ ବିଷ୍ଣୁ ଦାସ, ବିଧାନସଭା ଓ ବିଜେଡି କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଚିର ନିଦ୍ରାରେ ତିର୍ତ୍ତୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସ । ଆଜି ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହେବ । ତାପୂର୍ବରୁ ତାଙ୍କ ମର ଶରୀରକୁ ଆଜି ସକାଳେ ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା । ସେଠାରେ ଦଳର ବହୁ ତୁଙ୍ଗ ନେତା ତାଙ୍କୁ ଶେଷ ଦର୍ଶନ କରିଥିଲେ ।…

ବିଧାୟକ ବିଷ୍ଣୁ ଦାସ ଗୁରୁତର

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁଇ ଦିନ ତଳେ ତାଙ୍କୁ ବ୍ରେନ ଷ୍ଟ୍ରୋକ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ଅଣାଯାଇଥିଲା ।…