Latest Odisha News

BREAKING NEWS

Browsing Tag

Bishnu Sethi

ମନ୍ତ୍ରୀଙ୍କ ପରେ ହଟିଲେ ଉଚ୍ଚଶିକ୍ଷା ବିଭାଗର ସଚିବ, ବିଭାଗରେ ହୋଇଛି କି ବଡ଼ କେଳେଙ୍କାରୀ ?

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପରେ ହଟିଲେ ସଚିବ । ଅପରାହ୍ଣରେ ମନ୍ତ୍ରୀ, ସନ୍ଧ୍ୟାରେ ଉଚ୍ଚଶିକ୍ଷା ସଚିବଙ୍କୁ ପଦରୁ ଅବ୍ୟାହତି ଦେଇଛନ୍ତି । ରୋହିତ ପୂଜାରୀଙ୍କ ଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ ପଦ କାଢ଼ି ନିଆଯିବାର କିଛି ଘଣ୍ଟା ମଧ୍ୟରେ ବିଭାଗୀୟ ସଚିବ ବିଷ୍ଣୁପଦ ସେଠୀଙ୍କୁ ସରକାର ବଦଳି…

ଉପନିର୍ବାଚନ ପାଇଁ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ବାପା ବିଷ୍ଣୁଙ୍କ ଭଳି ଧାମନଗର ନିର୍ବାଚନ ମଣ୍ଡଳୀରେ ପୁଅ ସୂର୍ଯ୍ୟବଂଶୀଙ୍କ ଭଲ ଲୋକ ସମ୍ପର୍କ ଥିବା କୁହାଯାଉଛି ।…

କ’ଣ କହୁଛି ଧାମନଗର ବିଧାନସଭା ନିର୍ବାଚନ ଇତିହାସ ? କାହା ପଲ୍ଲା କେତେ ଭାରି ?

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି । ବିଜେପି ପୁଣି ଥରେ ଆସନ ଅକ୍ତିଆର କରିବ ବୋଲି ଦାବି କରିଥିବା ବେଳେ ବିଜେଡି କହିଛି ଏକତରଫା ବିଜୟ ହେବ । ହେଲେ ୨ ହଜାର ମସିହାରୁ ଆଜି ଯାଏ ୨୨ ବର୍ଷ ଭିତରେ ଧାମନଗରବାସୀ କୌଣସି ଗୋଟିଏ ଦଳ କି ପ୍ରାର୍ଥୀ ଉପରେ ଭରସା କରି…