ମୃତ ରୁଚିକାଙ୍କ ମାଆଙ୍କୁ ଜୋରଜବରଦସ୍ତ ଉଠାଇନେଲା ପୋଲିସ
ଭୁବନେଶ୍ୱର : ମୃତ ରୁଚିକାଙ୍କ ମାଆଙ୍କୁ ଉଠାଇନେଲା ପୋଲିସ । ନ୍ୟାୟ ଦାବିରେ ଧାରଣା ଦେଇଥିବା ବେଳେ ପୋଲିସ ତାଙ୍କୁ ଉଠାଇନେଇଛି । ଅନ୍ୟ ସଙ୍ଗଠନର ସଦସ୍ୟଙ୍କୁ ପୋଲିସ ଉଠାଇ ନେଇଛି । କେବଳ ସେତିକି ନୁହେଁ ଧାରଣାସ୍ଥଳରେ ଥିବା ଟେଣ୍ଟକୁ ମଧ୍ୟ ପୋଲିସ ଭାଙ୍ଗି ଦେଇଛି । ଏ ନେଇ ରୁଚିକାଙ୍କ ମାଆ…