ପ୍ରାର୍ଥିପତ୍ର ଦାଖଲ ନେଇ ବିଧାନସଭାରେ ପହଞ୍ଚିଲେ ବିଜେଡି ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ । ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ୪ ରାଜ୍ୟସଭା ପ୍ରାର୍ଥୀ । ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ୩ଟି ଆସନରେ…