Latest Odisha News

BREAKING NEWS

Browsing Tag

Bjd leader

ନେତା ଅସନ୍ତୋଷ, ବିଜେଡ଼ିରେ ଫାଟ

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରାଜ୍ୟର ସବୁଠାରୁ ଶକ୍ତିଶାଳୀ ଦଳ ଭାବେ ଗଣାଯାଉଥିବା ବିଜୁ ଜନତା ଦଳ ବା ବିଜେଡ଼ିରେ ଅନେକ ଜିଲ୍ଲାରେ ଏବେ ଫାଟ। ଜଳ ଜଳ ହୋଇ ପଦାକୁ ଏହା ଦେଖାଗଲାଣି। ଦଳରେ ଥିବା ନେତା ଓ କର୍ମୀଙ୍କ ହାବଭାବକୁ ଦେଖିଲେ ଏହା ସ୍ପଷ୍ଟ ଭାବେ ବାରି ହୋଇପଡ଼େ। ପୂର୍ବତନ ମନ୍ତ୍ରୀ…

ବିଜେଡି ନେତାଙ୍କୁ ଗୁଳିମାଡ଼ ଘଟଣା, ମାଷ୍ଟରମାଇଣ୍ଡ ସହ ଗ୍ୟାଙ୍ଗକୁ ଧରିଲା ପୋଲିସ

କାମାକ୍ଷାନଗର: ରଜରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳରେ ବିଜେଡି ନେତାଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ଗୁଳିମାଡ଼ କରିଥିବା ଗ୍ୟାଙ୍ଗ ସହ ଢେଙ୍କାନାଳ ପୋଲିସ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି । ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ହେଉଛି ସୁବାଷ ଖୁଣ୍ଟିଆ । ସୁବାଷର ୩…

ବିଜେଡି ଜନସମ୍ପର୍କ ପଦଯାତ୍ରାରେ ସଞ୍ଜୟ ଦାସବର୍ମାଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ୱର: ୨୨ ବର୍ଷ ଧରି ଓଡ଼ିଶାକୁ ବିଜେଡି ଶାସନ କରୁଛି । ହେଲେ ଦଳର ନେତା ମଞ୍ଚରେ ଖୋଲାଖୋଲି କହୁଛନ୍ତି କିଛି ବାହାର ଶକ୍ତି ଓଡ଼ିଶାର ଖଣିଜ ସମ୍ପଦ, ରତ୍ନ ଭଣ୍ଡାର ଲୁଟିବାକୁ ଚାହୁଁଛନ୍ତି । ବିଜେଡି ଜନସମ୍ପର୍କ ପଦଯାତ୍ରାରେ ଦଳର ସାଧାରଣ ସମ୍ପାଦକ ସଞ୍ଜୟ ଦାସ ବର୍ମା ଏଭଳି ବିସ୍ଫୋରକ…

ଆସିଲା ମୃତ ଧର୍ମେନ୍ଦ୍ର ସାହୁଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଜାଣନ୍ତୁ ମୃତ୍ୟୁର କାରଣ

ଭୁବନେଶ୍ୱର: କେମିତି ହୋଇଥିଲା ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ୧୧ ନମ୍ବର ଜୋନ୍ ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ । ଏବେ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ଯେଉଁଥିରେ ଶ୍ୱାସରୁଦ୍ଧ ହୋଇ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା…

କୋଭିଡ ନିୟମ ଭାଙ୍ଗିଥିବା ଅଭିଯୋଗରେ ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଏତଲା

ଭୁବନେଶ୍ୱର: ଭୁବନେଶ୍ୱର:ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଏତଲା । କୋଭିଡ ଗାଇଡଲାଇନ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କ ନାଁରେ ଇନ୍ଦ୍ରମଣି ରଣସିଂ ନାମକ ଜଣେ ବ୍ୟକ୍ତି ବେଗୁନିଆ ଥାନାରେ ଅଭିଯୋଗ କରିଛନ୍ତି । ସୂଚନା ଅନୁଯାୟୀ, ଅରୂପ ପଟ୍ଟନାୟକ ଗଡମାଣିତ୍ରୀ ଗାଁକୁ ଯାଇଥିବା…

ବିଜେଡି ନେତା ସୁବାସ ଚୌହ୍ୱାନ ଗୁରୁତର, ଭୁବନେଶ୍ୱରରେ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ୱାନଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘରେ ଥିବା ବେଳେ ସେ ଅସୁସ୍ଥ ହୋଇପଡିଥିଲେ ତାଙ୍କୁ ପରିବାର ପକ୍ଷରୁ ତୁରନ୍ତ ହସ୍ପିଟାଲ ଅଣାଯାଇଥିବା…

ଆତ୍ମାହୁତି କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ୱର: ଗତ ୬ ଦିନ ତଳେ ଆତ୍ମାହୁତି ଉଦ୍ୟମ କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କର ଚିକିତ୍ସାଧିନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଗୁରୁବାର ଦିନ ଦେହାନ୍ତ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ, ମିନାକ୍ଷୀଙ୍କୁ ୩ଦିନ ଧରି ଭେଣ୍ଟିଲେଟରରେ ରଖାଯାଇଥିଲା । ଏପରିକି ଗତ ବୁଧବାର…