Latest Odisha News

BREAKING NEWS

Browsing Tag

BJD Leading

୮୫୩ଟି ଜୋନରୁ ବିଜେଡି ୫୫୦ଟି ଜୋନରେ ଆଗୁଆ

ଭୁବନେଶ୍ୱର : ଦ୍ୱିତୀୟ ଦିନର କାଉଣ୍ଟିଂ ଜାରି  । ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ, ରାଜ୍ୟର ମୋଟ୍ ୮୫୧ ଜିଲ୍ଲା ପରିଷଦ ଜୋନ୍ ମଧ୍ୟରୁ ଦ୍ୱିତୀୟ ଦିନରେ ୩୦୬ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଭୋଟ୍ ଗଣତି । ତେବେ ସନ୍ଧ୍ୟା ୬ଟା ୨୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ୮୫୩ଟି…

ଭୋଟ ବାକ୍ସରୁ ଖୋଲୁଛି ପ୍ରାର୍ଥୀଙ୍କ ଭବିଷ୍ୟତ: ଢେର୍ ଆଗରେ ବିଜେଡି

ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି । ବର୍ତ୍ତମାନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ସମସ୍ତ ରାଜନୈତିକ ଦଳଠାରୁ ଆଗରେ ରହିଛି ବିଜୁ ଜନତା ଦଳ । ଆଜି ୩୧୫ ଜୋନରେ ଭୋଟ ଗଣତି ହେଉଛି । ତେବେ  ୨୪୬ ଜିଲ୍ଲା ପରିଷଦ ଜୋନର…

ଦ୍ୱିତୀୟ ରାଉଣ୍ଡ ଗଣତି: ତିର୍ତ୍ତୋଲରେ ୩୩୧୦ ଭୋଟରେ ଆଗୁଆ ବିଜେଡି

ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ଭୋଟ ଗଣତିରେ ଆଗରେ ରହିଛି ବିଜେଡି । ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୩୧୦ ଖଣ୍ଡ ଭୋଟରେ ପ୍ରତିଦ୍ୱନ୍ଦୀଙ୍କଠାରୁ ଆଗରେ ରହିଛନ୍ତି । ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୭ ହଜାର ୮୬୭ଟି ଭୋଟ୍…

ବାଲେଶ୍ୱର ଓ ତିର୍ତ୍ତୋଲରେ ଆଗରେ ବିଜେଡି, ସରିଲା ପୋଷ୍ଟାଲ ବାଲାଟ ଗଣତି

ଭୁବନେଶ୍ୱର: ଖୋଲିଛି ଇଭିଏମ୍ ପେଡ଼ି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡ ପୋଷ୍ଟାଲ ବାଲାଟ ଗଣତିରେ ବାଲେଶ୍ୱରରେ ଆଗରେ ବିଜେଡି ରହିଛି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ୬୧୫ ଖଣ୍ଡ ଭୋଟରେ ଆଗରେ ରହିଛନ୍ତି । ସ୍ୱରୂପ ଦାସଙ୍କୁ ୩…