Latest Odisha News

BREAKING NEWS

Browsing Tag

bjd leads

ପୌର ନିର୍ବାଚନରେ ବି ବିଜେଡି ଆଗରେ: ଦ୍ବିତୀୟ ସ୍ଥାନରେ ବିଜେପି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପୌର ନିର୍ବାଚନର ମତ ଗଣନା। ଏହାର ପ୍ରାରମ୍ଭିକ ଟ୍ରେଣ୍ଡରୁ ଜଣାପଡ଼ୁଛି ଯେ ଗତ ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବି ବିଜେଡି ଆଗରେ ରହିବ । ତାଜା ତଥ୍ୟ ଅନୁଯାୟୀ, ୮୦ଟି ଭିତରୁ ବିଜେଡି ୫୩ ଟି, ବିଜେପି ୧୯ଟି, କଂଗ୍ରେସ ୩ଟି  ଓ ୫ଟି ସ୍ଥାନରେ…