Latest Odisha News
Browsing Tag

BJD Odisha

୩୦ ଲକ୍ଷରେ ପହଞ୍ଚିଲା ନବୀନଙ୍କ ଟ୍ୱିଟର୍ ଫଲୋୟର୍ସ ସଂଖ୍ୟା

ଭୁବନେଶ୍ଵର: ଧିରେ ଧିରେ ବଢୁଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା । ନିକଟରେ ଏବିପି ନ୍ୟୁଜ୍ ପକ୍ଷରୁ କରାଯାଇଥିବା ସର୍ଭେରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ଏକ ନମ୍ବରରେ ଥିଲେ । ଆଉ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ୱିଟରରେ ଫଲୋୟର୍ସ ସଂଖ୍ୟା ୩୦ ଲକ୍ଷରେ…

ବିଜେଡି ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତିକରଣ ଆହ୍ୱାନ ଦେଲେ ନବୀନ, ଜାତୀୟ ଦଳଙ୍କୁ ଟାର୍ଗେଟ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସରେ ମହିଳା । ମହିଳା ସଶକ୍ତିକରଣକୁ ତାଙ୍କ ସରକାର ସବୁବେଳେ ଗୁରୁତ୍ୱ ଦେଇ ଆସିଛି । ଆଜି ବିଜେଡିର ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତିକରଣ ପ୍ରସଙ୍ଗ ଉଠାଇ ଜାତୀୟ ଦଳକୁ ଟାର୍ଗେଟ କରିଛନ୍ତି ଦଳ ସଭାପତି ନବୀନ…

ବିଜେଡି ପ୍ରତିଷ୍ଠା ଦିବସରେ ଶ୍ରେଷ୍ଠ ଓଡ଼ିଶା ଗଠନ ଆହ୍ୱାନ ଦେଲେ ସୁପ୍ରିମୋ

ଭୁବନେଶ୍ୱର: ଆଜି ବିଜେଡି ପାଳୁଛି ୨୪ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଦଳୀୟ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଆହ୍ୱାନ ଦେଇଛନ୍ତି ନବୀନ । ସେ ଲେଖିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା, ଆଶୀର୍ବାଦ ଓ…

୨୪ ବର୍ଷରେ ବିଜେଡି, ଦଳ ପାଳୁଛି ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳ ପାଳୁଛି ୨୪ତମ ପ୍ରତିଷ୍ଠା ଦିବସ । କୋଭିଡ କଟକଣା ଭିତରେ ପ୍ରତିଷ୍ଠା ଦିବସ ପାଳନ କରୁଛି ବିଜେଡି । ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ କୋଭିଡ୍ କଟକଣା ଭିତରେ ଆୟୋଜିତ ହେବ ସମାବେଶ । ଦଳୀୟ କାର୍ଯ୍ୟାଳୟରେ ସାଧାରଣ ସଭାରେ ଭିଡିଓ କନଫରେନ୍ସିଂ ଜରିଆରେ…

ଚାଷୀଙ୍କ ଭାରତ ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ? ନିଷ୍ପତ୍ତି ନେବେ ନବୀନ

ଭୁବନେଶ୍ୱର: ନୂଆ କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦେଇଛି । ବନ୍ଦକୁ ବିଜେଡି ସମର୍ଥନ କରିବ କି ନାହିଁ ତାଉପରେ ଏବେ ସମସ୍ତଙ୍କର ନଜର ରହିଛି । ବିଜେପି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଭାରତ ବନ୍ଦକୁ ଦଳ ସମର୍ଥନ ଦେବ କି ନାହିଁ ନିଷ୍ପତ୍ତି…