Latest Odisha News

BREAKING NEWS

Browsing Tag

BJD Protest

ଚାଉଳ କାଟକୁ ନେଇ ତାତିଲା ବିଜେଡି; ରାଜରାସ୍ତାରେ ଗର୍ଜିଲା

ଭୁବନେଶ୍ୱର: ରାଜରାସ୍ତାରେ ଗର୍ଜୁଛି ବିଜେଡି ।  କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜୁଛି । ଆଜି ରାଜଭବନ ସମ୍ମୁଖରେ ଧାରଣା ଦେବା ସହ ରାଜ୍ୟବ୍ୟାପୀ ତିନି ଦିନିଆ ପ୍ରତିବାଦ କରିବା ପାଇଁ ଘୋଷଣା କରିଛି ଦଳ । କେନ୍ଦ୍ରର ଧାନ କିଣା ନୀତି ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ…

ବିଧାନସଭା ଗାନ୍ଧି ମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ

ଭୁବନେଶ୍ବର: ବିରୋଧୀଙ୍କ ହୋହାଲ୍ଲା ଭିତରେ ଅପରାହ୍ଣ ୪ଟା ଯାଏଁ ବିଧାନସଭା ମୁଲତବୀ । ବିରୋଧୀଙ୍କ ଏପରି ଆଚରଣକୁ ନେଇ ଶାସକ ଦଳର କ୍ଷୋଭ । ବିରୋଧୀ ମୁଖ୍ୟ ପ୍ରସଙ୍ଗକୁ ଏଡାଇ ଦେଇ ବିଧାନସଭା ଚାଲିବାକୁ ଦେଉନଥିବା ଓ ଦରଦାମ ବୃଦ୍ଧି ପ୍ରତିବାଦରେ ବିଧାନସଭା ପରିସରରେ ଥିବା ଗାନ୍ଧିମୂର୍ତ୍ତି…

ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ବିଜେଡ଼ିର ବିକ୍ଷୋଭ

ଭୁବନେଶ୍ୱର: ରାଜରାସ୍ତାରେ ବିଜେଡ଼ିର ଗର୍ଜନ । ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ବିଜେଡ଼ିର ବିକ୍ଷୋଭ ଆରମ୍ଭ ହୋଇଯାଇଛି । ରାଜରାସ୍ତାରେ ବିଜେଡି ଯୁବ ଛାତ୍ର ଓ ମହିଳା ସଙ୍ଗଠନର ନାରା । ଦରଦାମ୍ ସବୁ ନିୟନ୍ତ୍ରଣ ନହେବା ଯାଏ ବିଜେଡିର ଆନ୍ଦୋଳନ ଜାରି ରହିବ । ଅଚ୍ଛେ ଦିନର ସ୍ୱପ୍ନ ଦେଖାଇ…

ଶ୍ରୀଜଗନ୍ନାଥ ସଂସ୍କୃତିକୁ ଅସମ୍ମାନ ପ୍ରତିବାଦରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥଙ୍କ ନାଁ କୁ ବିଜେପି ପକ୍ଷରୁ ଭୁଲ ଲେଖାଯିବାକୁ ବିରୋଧ କରିଛି ବିଜେଡି । ଏନେଇ ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ବିଜୁ ଜନତା ଦଳ ପକ୍ଷରୁ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଙ୍କ କୁଶ ପୁତ୍ତଳିକା ଦାହ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି…

ରାସ୍ତା ଉପରେ ଚୂଲି ଜାଳି ମହିଳାଙ୍କ ପ୍ରତିବାଦ

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ୁଛି ଦରଦାମ । ତୈଳଦର, ଗ୍ୟାସ୍ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରବୃଦ୍ଧି ଜନତାଙ୍କୁ ଭାରି ବାଧୁଛି । କେନ୍ଦ୍ର ସରକାରଙ୍କ ଭୁଲ୍ ଆର୍ଥିକ ପରିଚାଳନା ନୀତି ଯୋଗୁଁ ବଢ଼ି ଚାଲିଛି ଦରଦାମ । ଏହାର ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି । ଆଜି ବିଜେଡି ପକ୍ଷରୁ…

ଲେଖାଶ୍ରୀଙ୍କ ବିବାଦୀୟ ମନ୍ତବ୍ୟ ପ୍ରତିବାଦରେ ପୁରୀରେ ବିଜେଡି ପକ୍ଷରୁ ବିକ୍ଷୋଭ

ପୁରୀ: ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀରେ ଜାରି ରହିଛି ବିରୋଧ । ଆଜି ପୁରୀ ଜିଲ୍ଲା ଓ ନଗର ବିଜୁ ଜନତା ଦଳ ପକ୍ଷରୁ ଟାଉନ ଥାନା ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ଲେଖାଶ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ଦଳୀୟ ନେତା ଓ କର୍ମୀ ମେଡିକାଲ…