Latest Odisha News

BREAKING NEWS

Browsing Tag

Bjd

‘ବର୍ଷାଦିନ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ନମିଳିଲେ ରାଜ୍ୟ ରାଜରାସ୍ତାରେ ନିଆଁ ଜଳିବ’:…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓଡ଼ିଶାରେ ସମ୍ପୂର୍ଣ୍ଣ ଅଚଳ ଅବସ୍ଥାରେ ଅଛି । କଂଗ୍ରେସ ଶାସନ ଅମଳରେ ଓଡ଼ିଶାକୁ ଯେତେ ପକ୍କା ଘର ଆସିଛି, ମୋଦି ସରକାର ଅମଳରେ ୨୦୧୪ ରୁ ୨୦୨୨ ମସିହା ଭିତରେ ବିଗତ ୮ବର୍ଷରେ ତାଠାରୁ ତିନିଗୁଣା ପକ୍କା ଘର ଓଡ଼ିଶାକୁ ମିଳିଛି । ଯଦି ରାଜ୍ୟ ସରକାର ଠିକ୍…

ପିଏମ୍ ଆବାସ ଓ ସମ୍ବଲପୁର ହିଂସା ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ଗର୍ଜିଲେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ବିଭିନ୍ନ ପ୍ରସଙ୍ଗରେ ବିଜେଡି ସରକାରଙ୍କୁ ଘେରିଛନ୍ତି । ଖାସ କରି ପିଏମ୍ ଆବାସ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ଗିରିରାଜ। କହିଛନ୍ତି, ୟୁପିଏ ସରକାର ସମୟରେ ମାତ୍ର ୧୦…

ମନି ଲଣ୍ଡରିଂ ମାମଲା, ପୂର୍ବତନ ବିଜେଡି ବିଧାୟକଙ୍କ ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ୍

ଭୁବନେଶ୍ୱର: ପୂର୍ବତନ ବିଜେଡି ବିଧାୟକ ଅନାମ ନାଏକଙ୍କ ବିରୋଧରେ ଇଡି ଶନିବାର ଚାର୍ଜସିଟ୍ ଦାଖଲ କରିଛି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି । ଅନାମଙ୍କ ସହ ଅନ୍ୟମାନଙ୍କୁ ଦଣ୍ଡବିଧାନ ପ୍ରସ୍ତାବ ଦେଇ ଇଡି ୧.୫୨ କୋଟିର ସମ୍ପତ୍ତି ଜବତ…

ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ଦେବଗଡ଼ ବିଜେପି ସଭାପତି ମୀନକେତନ

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲା ବିଜେପି ସଭାପତି ମୀନକେତନ ପ୍ରଧାନ ବିଜେପି ଛାଡ଼ି ବିଜେଡିରେ ମିଶିଛନ୍ତି । ମୀନକେତନ ବିଜେଡିରେ ମିଶିବା ପରେ ବିଜେପି ଦେବଗଡ଼ ଜିଲ୍ଲା ସଭାପତି ଭାବେ ଅରୁଣ କୁମାର ସାହୁଙ୍କୁ ଦାୟିତ୍ୱ ଦେଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ…

ଅର୍ଚ୍ଚନା, ନବଙ୍କ ପରେ ନକଲି ସାର୍ଟିଫିକେଟ, ବିରୋଧୀ ଗର୍ଜୁଛନ୍ତି ପୁଣି ଭୁଲିଯାଉଛନ୍ତି !

ଭୁବନେଶ୍ୱର: ଶାସକ ଦଳକୁ ବିରୋଧର ଫଳ କଣ ମିଳେ? ଯେଉଁ ପ୍ରସଙ୍ଗକୁ ନେଇ ବିରୋଧ ହୁଏ ତାର ଫଳାଫଳ ଓ ଲାଭ କଣ ମିଳେ? ବିରୋଧୀଙ୍କ ବିରୋଧ ପରେ ଶାସକ ଦଳକୁ କେତେ କ୍ଷତି ପହଞ୍ଚେ? ପ୍ରମୁଖ ସମ୍ବେଦନଶୀଳ ପ୍ରସଙ୍ଗରେ ଏତେ ହୋହାଲ୍ଲା ଓ ବିରୋଧ କରାଯାଉଥିବା ବେଳେ କିଛି ଦିନ ପରେ ସମ୍ପୃକ୍ତ ପ୍ରସଙ୍ଗକୁ…

ବିଜେଡିର ପ୍ରଚାର ଜମିଲାଣି ବିରୋଧୀ ପାଗ ଭିଡୁଛନ୍ତି !

ଭୁବନେଶ୍ୱର: ରାତି ପାହିଲେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ସେପଟେ ଏହା ପୂର୍ବରୁ ବିଧିବଦ୍ଧ ଭାବେ ଜମିଲାଣି ବିଜେଡିର ପ୍ରଚାର। ରାଜ୍ୟ ରାଜନୀତିରେ ସିରିୟସ ପାର୍ଟି କୁହାଯାଉଥିବା ଶାସକ ବିଜେଡି କୌଣସି ସୁଯୋଗକୁ ଛାଡିବାକୁ ଚାହୁଁନି। ତେଣୁ ଅନ୍ୟ…

ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ, ନାଁରେ ନାହିଁ ଗୋଟିଏ ବି ଅପରାଧିକ ମାମଲା

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ତୃତୀୟ ସର୍ବାଧିକ ଧନୀ ସିଏମ୍ । ଦେଶର ମୁଖ୍ୟମନ୍ତ୍ରୀମାନଙ୍କ ସମ୍ପତ୍ତି ଓ ଅପରାଧିକ ମାମଲା ଆଦି ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରସ୍ତୁତ ADR ( ଆସୋସିଏସନ ଫର୍‌ ଡେମୋକ୍ରାଟିକ ରିଫର୍ମ୍‌ସ ) ରିପୋର୍ଟରୁ ଏହା ଜଣାପଡ଼ିଛି । ନବୀନଙ୍କ…

ସବୁବେଳେ କୁହନ୍ତି, ସବୁବେଳେ ହାରନ୍ତି !

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ କଣ ହେବ ରାଜନୈତିକ ଚିତ୍ର। ଦିନକ ପରେ ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ବିଜେଡି ବହୁ ଆଗରୁ ପ୍ରାର୍ଥୀ ଘୋଷଣା ସହ ପର୍ଯ୍ୟବେକ୍ଷକ ଘୋଷଣା କରି ବ୍ଲକ, ପଂଚାୟତ ଓ ତୃଣମୂଳ ସ୍ତରରେ ପ୍ରମୁଖ ନେତାଙ୍କୁ ଦାୟିତ୍ୱ ଦେଇ…

‘ରାଜ୍ୟ ବିଜେପି’ ସତରେ ଲଢ଼ିବ ନା ଖାଲି ଲଢେଇ କଥା କହିବ?

ଭୁବନେଶ୍ୱର: ଓଡିଶାକୁ ନେଇ ବିଜେପିର ସ୍ୱତନ୍ତ୍ର ପ୍ଲାନ କଣ ? ରାଜ୍ୟ ବିଜେପିର ନୂଆ ମଙ୍ଗୁଆଳ ଦାୟିତ୍ୱ ନେଇ ମନମୋହନ ସାମଲ ଦିଲ୍ଲୀ ଗସ୍ତ କରି ପ୍ରଧାନମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତାଙ୍କୁ ଭେଟି ଓଡିଶା ଫେରିବା ପରେ ଏଭଳି ଚର୍ଚ୍ଚା ଜୋର ଧରିଛି। ରାଜ୍ୟରେ ୫୧ ପ୍ରତିଶତରୁ ଅଧିକ ଭୋଟ ପାଇଁ…

କେବଳ କଥା କହି କଣ ବିଜେଡିଠୁ ଜିତିବେ?

ଭୁବନେଶ୍ୱର: ପ୍ରାୟ ସବୁ ନିର୍ବାଚନ ଜିତୁଛନ୍ତି। ସଦ୍ୟ ସମାପ୍ତ ଅତାବିରା ହିନ୍ଦୋଳ ଏନଏସି ନିର୍ବାଚନରେ ଏକ ପାଖିଆ ବିଜୟ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା। ଆଗୁଆ ପର୍ଯ୍ୟବେକ୍ଷକ ଘୋଷଣା। ଆଉ ଏବେ ବ୍ଲକୱାରୀ ନେତାଙ୍କୁ ଦାୟିତ୍ୱ ବଣ୍ଟନ। ତାହା ପୁଣି ବରିଷ୍ଠ…