Latest Odisha News

BREAKING NEWS

Browsing Tag

Bjd

ଆଜିଠୁ ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆଉ କିଛି ସମୟ ପରେ ଆରମ୍ଭ ହେବ  ବିଧାନସଭାର ମୌସୁମୀ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୪ ପର୍ଯ୍ୟନ୍ତ ବସିବାକୁ ଥିବା ଏହି ଅଧିବେଶନରେ ୨୪ଟି କାର୍ଯ୍ୟଦିବସ ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।…

ଏକଦା ନବୀନଙ୍କ ପସନ୍ଦ ବ୍ୟକ୍ତିଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ବିରୋଧୀ ବଦଳାଇଦେବେ କି ସମୀକରଣ ?

ଭୁବନେଶ୍ୱର: ଏନସିପି ସୁପ୍ରିମୋ ଶରଦ ପାଓ୍ୱାର ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ମନା କରି ଦେଇଛନ୍ତି। ମମତାଙ୍କ ଦ୍ୱାରା ଡକାଯାଇଥିବା ବୈଠକରେ ଶରଦ ପ୍ରାର୍ଥୀ ହେବାକୁ ଇଚ୍ଛା ରଖିନାହାନ୍ତି ବୋଲି କହିବା ପରେ ଏବେ କିଏ ହେବେ ରାଷ୍ଟ୍ରପତି ପ୍ରାର୍ଥୀ ସେ ନେଇ ଚର୍ଚ୍ଚା ଜୋର…

ରାଷ୍ଟ୍ରପତି ନିର୍ବାଚନ: ନବୀନଙ୍କ ସହ କଥା ହେଲେ ରାଜନାଥ ସିଂହ

ନୂଆଦିଲ୍ଲୀ: ରାଷ୍ଟ୍ରପତି ପ୍ରାର୍ଥୀ ହେବା ନେଇ ଦିଲ୍ଲୀରେ ବିରୋଧୀ ଏକାଠି  ହେବା ପରେ ପରେ ଏନଡିଏ ଆରମ୍ଭ କରିଦେଇଛି ନିଜ ରଣନୀତି । ଏନଡିଏର ଅଂଶୀଦାର ନଥିବା ଦଳର ସୁପ୍ରିମୋଙ୍କୁ ଫୋନ୍ କରି ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ କରିବାକୁ ପ୍ରୟାସ ଆରମ୍ଭ କରିଛି ବିଜେପି । ଖବର ସରବରାହ…

ବିରୋଧୀ ବୈଠକରେ ମିଳିତ ପ୍ରାର୍ଥୀ; ଏନଡିଏକୁ ସମର୍ଥନ ଦେଇପାରେ ବିଜେଡି

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ଜାତୀୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି । ସେପଟେ ଏନଡିଏ ବିରୋଧୀ ଗୋଷ୍ଠୀଙ୍କୁ କନଷ୍ଟିଚ୍ୟୁସନ କ୍ଲବରେ ଏକାଠି କରିଛନ୍ତି ମମତା । ଏଥିରେ ପ୍ରାୟ ୧୭ଟି ଦଳ ଯୋଗ ଦେଇଥିଲେ । ସମାଜବାଦୀ ପାର୍ଟିର ଅଖିଳେଶ ଯାଦବ, ଏନସିପିର ଶରଦ…

ରାଷ୍ଟ୍ରପତି ନିର୍ବାଚନ: ଭାଇ ପାଇଁ ଉଉଣୀଙ୍କୁ ନିରାଶ କରିବେ ନବୀନ?

ଭୁବନେଶ୍ୱର: ଆଜି ଅପରାହ୍ନରେ ଦିଲ୍ଲୀର କନଷ୍ଟିଚ୍ୟୁସନ କ୍ଲବରେ ବିରୋଧୀ ବୈଠକ କରିବେ। ଏହି ବୈଠକରେ ଏକାଠି ହୋଇ ରାଷ୍ଟ୍ରପତି ପ୍ରାର୍ଥୀ ଦେବା ନେଇ ଆଲୋଚନା ହେବ । ଗତ ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଣ ଏନଡିଏ ଦଳର ସୁପ୍ରିମୋ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଏ…

ପାସ୍ ବ୍ୟବସ୍ଥା ଫେଲ୍, ଚାରିଆଡୁ ଅସନ୍ତୋଷ

ଭୁବନେଶ୍ବର: ବାରବାଟୀ ମ୍ୟାଚର ଫଳାଫଳରେ ପ୍ରଶଂସକ ନିରାଶ ହୋଇଛନ୍ତି ସତ । ତେବେ ଖେଳରେ ତ ହାର ଜିତ ରହିଛି । ଆଜି ନହେଲେ କାଲି ପୁଣି ଜିତିବ ଟିମ ଇଣ୍ଡିଆ । କିନ୍ତୁ ଏଠି ଅନ୍ୟ ଏକ କାରଣକୁ ନେଇ ସବୁଠି ଚର୍ଚା ହେଉଛି । ତାହା ହେଉଛି ମ୍ୟାଚ ଦେଖିବା ପାଇଁ ପାସ ବ୍ୟବସ୍ଥା । ଏଠାରେ…

[ଦେଖନ୍ତୁ ଭିଡିଓ] ନବୀନଙ୍କ ବିଦେଶ ଗସ୍ତକୁ ନେଇ ବିଜେପି, ବିଜେଡି ମୁହାଁମୁହିଁ

ଭୁବନେଶ୍ୱର: ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ୍ ଯିବେ, ପୋପଙ୍କୁ ଭେଟିବେ । ଯାହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ତେବେ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରେ ଯିବେ ଜଣାପଡ଼ିନାହିଁ । କୁହାଯାଉଛି ମୁଖ୍ୟମନ୍ତ୍ରୀ ୧୦ ଦିନ ପାଇଁ ବିଦେଶ…

ସମବାୟ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ: ବିଜେପି

ଭୁବନେଶ୍ୱର : ଚଳିତ ସମବାୟ ନିର୍ବାଚନରେ ପ୍ରାଥମିକ ସ୍ତରରେ ହେଉଥିବା ଲ୍ୟାମ୍ପ୍ସ ଓ ପ୍ୟାକ୍ସ ନିର୍ବାଚନରେ ଶାସକ ବିଜେଡି ସରକାରୀ କର୍ମଚାରୀଙ୍କ ସହାୟତାରେ ନିର୍ବାଚନକୁ ସଂପୂର୍ଣ୍ଣ ଭାବେ ପ୍ରଭାବିତ କରିବା ସହିତ ଚାଷୀମାନଙ୍କୁ ଧୋକା ଦେଉଛି । ଅନେକ ପ୍ରାଥମିକ ସମବାୟ ସମିତିରେ ଶାସକ ଦଳକୁ…

ଗଞ୍ଜାମ ବିଜେଡ଼ିରେ ବଢୁଛି ଶ୍ରୀକାନ୍ତଙ୍କ ଗୁରୁତ୍ୱ

ବ୍ରହ୍ମପୁର: ନୂତନ ମନ୍ତ୍ରୀମଣ୍ଡଳ ଗଠନ ପରେ ଯେଉଁ ନାଁକୁ ନେଇ ଗଞ୍ଜାମ ରାଜନୀତିରେ ପ୍ରବଳ ଚର୍ଚ୍ଚା ଚାଲିଛି, ସେଇ ନାଁଟି ହେଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ । ରବିବାର ଶ୍ରୀକାନ୍ତ ଶ୍ରମ, ନିଯୁକ୍ତି ଓ ବୀମା ବିଭାଗର ରାଷ୍ଟ୍ରମନ୍ତ୍ରୀ(ସ୍ୱତନ୍ତ୍ର ଦାୟିତ୍ୱ) ଭାବେ ଶପଥ ଗ୍ରହଣ…

ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ

ଭୁବନେଶ୍ୱର: ରବିବାର ସକାଳେ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହୋଇଥିବା ବେଳେ ସରକାରୀ ଦଳର ମୁଖ୍ୟ ସଚେତକ ଓ ଉପ-ମୁଖ୍ୟ ସଚେତକ ପଦ ମଧ୍ୟ ପରିବର୍ତ୍ତନ କରାଯାଇଛି । ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକଙ୍କ ସ୍ଥାନ ନେଇଛନ୍ତି । ସେପଟେ…