Latest Odisha News

BREAKING NEWS

Browsing Tag

Bjd

ଉପନିର୍ବାଚନ: କମ୍ପୁଛି ପ୍ରଚାର ମଇଦାନ

ବାଲେଶ୍ୱର: ବାଲେଶ୍ୱର-ତିର୍ତ୍ତୋଲ ବ୍ୟାଟେଲ ଗ୍ରାଉଣ୍ଡରେ ଚାଲିଛି ମହା ମୁକାବିଲ । ଉପନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ କମ୍ପୁଛି ପ୍ରଚାର ମଇଦାନ  । ବିଶେଷ କରି ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ କଡା ଟକର ଦେଖିବା ପାଇଁ ମିଳୁଛି । ଭୋଟରଙ୍କ ମନ ଜିଣିବାକୁ ତିନି…

‘ଅର୍ଥ ଲୋଭ ଦେଖାଇ ଭୋଟରଙ୍କୁ ପ୍ରଲୋଭିତ କରୁଛି ଶାସକ ଦଳ’

ଭୁବନେଶ୍ୱର: ପୁଣି ଥରେ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ବିଜେପି। ରାଜ୍ୟ ସରକାରଙ୍କ ଏକାଧିକ ମନ୍ତ୍ରୀ ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରୁଥିବା ଅଭିଯୋଗ ହୋଇଛି। ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ୱେସ୍କୋ ଜରିଆରେ ବିଦ୍ୟୁତ୍ ସଂଯୋଗ କରାଉଛନ୍ତି। ପର୍ଯ୍ୟଟନ ମନ୍ତ୍ରୀ…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ: ବିଜେଡିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ବାଲେଶ୍ୱର ସଦର ଆସନ ପାଇଁ ବିଜେଡି ନୂଆ ମୁହଁକୁ ମୌକା ଦେଇଛି । ସମସ୍ତଙ୍କୁ ଚକିତ କରି ଏଥର ଟିକେଟ ହାସଲ କରିଛନ୍ତି ସ୍ୱରୂପ କୁମାର ଦାସ । ସେପଟେ ତିର୍ତ୍ତୋଲ ପାଇଁ ଦଳ ପକ୍ଷରୁ ବିଜୟ ଶଙ୍କର…

ଉପନିର୍ବାଚନ ପୂର୍ବରୁ ମିଶ୍ରଣ ପର୍ବ, ବିଜେଡିରେ ମିଶିଲେ ରମାକାନ୍ତ ଭୋଇ

ଜଗତସିଂପୁର: ତିର୍ତ୍ତୋଲ ଓ ବାଲେଶ୍ୱର ଉପନିର୍ବାଚନ ପାଇଁ ବ୍ୟୁହ ରଚନା କରୁଛି ବିଜେଡି । ରଣନୀତି ପ୍ରସ୍ତୁତି ଭିତରେ ଚାଲିଛି ମିଶ୍ରଣ ପର୍ବ । ଆଜି ବିଜେଡିରେ ଯୋଗ ଦେଇଛନ୍ତି ବିଜେପି ଛାଡିଥିବା ରମାକାନ୍ତ ଭୋଇ । ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର, ଦେବାଶିଷ ସାମନ୍ତରାୟ ଓ ସାଂସଦ…

ଆଜିଠୁ ବିଜେଡିର ଜନସଚେତନତା ଅଭିଯାନ, ଏସବୁ କାମ କରିବେ କର୍ମକର୍ତ୍ତା

ଭୁବନେଶ୍ୱର: ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠୁ ଆରମ୍ଭ ହେଉଛି ବିଜେଡିର ରାଜ୍ୟବ୍ୟାପୀ ଜନ ସଚେତନତା ଅଭିଯାନ । କୋଭିଡ ନେଇ ଲୋକଙ୍କୁ ସଚେତନତା କରିବା ଲକ୍ଷ୍ୟରେ ନଭେମ୍ବର ୨ ତାରିଖ ପର୍ୟ୍ୟନ୍ତ ଏହି ଅଭିଯାନ ଚାଲିବ । କାର୍ଯ୍ୟକ୍ରମରୁ ରାଜ୍ୟବ୍ୟାପୀ ତ୍ୱରାନ୍ୱିତ କରିବା ପାଇଁ ଦଳୀୟ ସାଂସଦ,…

ପୁନର୍ଗଠିତ ହେଲା ବିଜେଡ଼ି ଛାତ୍ର ଶାଖା

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଅବିନାଶ ଠାକୁର, ପ୍ରଶାନ୍ତ ପଣ୍ଡା ଏବଂ ରାଜେଶ ରାଜ ସ୍ୱାଇଁଙ୍କୁ ଏହାର ଛାତ୍ର ସଂଗଠନର କାର୍ଯ୍ୟକାରୀ ସଭାପତି ଭାବରେ ନିଯୁକ୍ତ କରିଛନ୍ତି। ଇପ୍ସିତା ସାହୁଙ୍କୁ ବିଜୁ ଛାତ୍ର ଜନତା ଦଳର ନୂତନ ମହାସଚିବ…

କୃଷି ବିଲ୍‌କୁ ନେଇ ବିଜେଡିକୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ୱର: ରାଜ୍ୟସଭାରେ ପାରିତ ହୋଇଛି କୃଷି ବିଲ୍ । ତେବେ ଏହି ବିଲ୍‌କୁ ବିଜେଡି ବିରୋଧ କରିଛି । ତେବେ ବିଜେଡି କାହିଁକି କୃଷି ବିଲ୍‌କୁ ବିରୋଧ କଲା ତାକୁ ନେଇ ଟାର୍ଗେଟ କରିଛନ୍ତି ବିଜେପି ସାଂସଦ ସୁରେଶ ପୂଜାରୀ । ବିଜେଡିକୁ କଟାକ୍ଷ କରି ସୁରେଶ କହିଛନ୍ତି, କହିଁ ପେ ନିଗାହେଁ, କହିପେ…

ରାଜ୍ୟସଭା ଉପାଧ୍ୟକ୍ଷ ଆସନରେ ଓଡ଼ିଆ ସାଂସଦ

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ଆସନନରେ ଓଡ଼ିଆ ସାଂସଦ । ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ତୁଲାଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । ମହାମାରୀ ରୋଗ ସଂଶୋଧନ ବିଲ୍‌-୨୦୨୦ର ଆଲୋଚନା ବେଳେ ସସ୍ମିତ ପାତ୍ର ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବା ସହ ଗୃହକାର୍ଯ୍ୟ…

ବିଜେଡି ନେତାଙ୍କ ଘରେ ସିବିଆଇ ରେଡ୍‌, ଆରମ୍ଭ ହେଲା ରାଜନୀତି

ଭୁବନେଶ୍ୱର: ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍ ପ୍ରସଙ୍ଗରେ ଏବେ ରାଜନୀତି ଜୋର୍ ଧରିଛି । ସବୁ ରାଜନୈତି ଦଳଙ୍କ ମଧ୍ୟରେ ଆରମ୍ଭ ହୋଇଛି ତୁ ତୁ ମେଁ ମେଁ । କିଏ କାହାକୁ ଆଙ୍ଗୁଠି ଉଠାଉଛି ତ ଆଉ କିଏ କାହା ଉପରେ ଦୋଷ ଲଦୁଛି । ଏହି ପ୍ରସଙ୍ଗରେ ଆଜି କଂଗ୍ରେସ ନେତା ତାରା ପ୍ରସାଦ…

କୋଭିଡ ପରିଚାଳନାରେ ରାଜ୍ୟ ସରକାର ଫେଲ୍‌: ତାରା

ଭୁବନେଶ୍ୱର: କୋଭିଡ କେୟାର ସେଂଟର ଏବଂ ଟିଏମ୍‌ସି ବନ୍ଦ କରିବା ପ୍ରସଙ୍ଗରେ ସରକାରଙ୍କ ଉପରେ ଗର୍ଜିଲେ ବିରୋଧୀ । କଟକ, ଭୁବନେଶ୍ୱରକୁ ନଆଣିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ତାରା ପ୍ରସାଦବାହିନୀ ପତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ…