Latest Odisha News

BREAKING NEWS

Browsing Tag

Bjd

ବିଜେପୁର ଉପ ନିର୍ବାଚନ: ବିଜେଡି ପକ୍ଷରୁ ପ୍ରଚାର କରିବେ ନାମୀଦାମୀ ତାରକା

ଭୁବନେଶ୍ୱର: ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ଉପନିର୍ବାଚନ ଲାଗି ଗୁରୁବାର ଦିନ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ତାରକା ଖଚିତ ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି । ଏହି ଉପ ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଏକପ୍ରକାର ସରଗରମ ହୋଇପଡିଥିବା ବେଳେ ବିଜେଡି ପକ୍ଷରୁ…

କେବଳ ୩୨ ହଜାର କାଳିଆ ହିତାଧିକାରୀ ଅଯୋଗ୍ୟ: ବିଜେଡି

ଭୁବନେଶ୍ୱର: କାଳିଆ (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା) ଯୋଜନା ଅନ୍ତର୍ଗତ କେବଳ ୩୨ ହଜାର ହିତାଧିକାରୀ ଅଯୋଗ୍ୟ ବୋଲି ବୁଧବାର ଦିନ ଶାସକ ଦଳ ବିଜେଡି ପକ୍ଷରୁ ସୂଚନା ମିଳିଛି । ଏହି ଯୋଜନାରେ ପ୍ରାୟ ୩.୪୧ ଲକ୍ଷ ଅଯୋଗ୍ୟ ହିତାଧିକାରୀ ରହିଥିବା ନେଇ ଗତକାଲି କୃଷି ମନ୍ତ୍ରୀ…

ଆରମ୍ଭ ହେଲା ବିଜେଡିର ‘ସଭ୍ୟ ସଂଗ୍ରହ ଅଭିଯାନ’, ପ୍ରତିଘରେ ପହଞ୍ଚିବାକୁ ସଂକଳ୍ପ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଦଳ ଲାଗି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବିଜେପି ମୁଖ୍ୟାଳୟରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସେ ଆଜି ୨୪ ଜଣଙ୍କୁ ପାର୍ଟିର ପ୍ରାଥମିକ ସଦସ୍ୟ ଭାବେ ଏବଂ ନିଜକୁ…

ପୁରୀ ବଡଦାଣ୍ଡ ଉଚ୍ଛେଦ ପ୍ରସଙ୍ଗ: ସରକାରଙ୍କୁ ସମାଲୋଚନା କଲେ ପୂର୍ବତନ ବିଜେଡି ସାଂସଦ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସର ଉଚ୍ଛେଦ ପ୍ରସଙ୍ଗକୁ ନେଇ ଓଡିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ତଥାଗତ ଶତପଥୀ। ଏହି ଉଚ୍ଛେଦ ପ୍ରକ୍ରିୟା ବେଆଇନ ହୋଇନପାରେ କିନ୍ତୁ ଏହାପ୍ରକାର ବେପରୁଆ ଓ ଅଶିଷ୍ଟତା । ଶହଶହ ବର୍ଷର ପୁରୁଣା…

ବିଜେଡି ନେତାଙ୍କୁ ନୂଆ ନିଯୁକ୍ତି, ଜାଣନ୍ତୁ କିଏ ରହିଲେ କେଉଁ ପଦବୀରେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ବିଜେଡି ନେତାମାନଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରଦାନ କରିଛନ୍ତି । ଚଳିତ ୨୦୧୯ ନିର୍ବାଚନରେ କୌଣସି କାରଣବଶତଃ ଟିକେଟ୍ ପାଇପାରିନଥିବା କିଛି ନେତାଙ୍କୁ ଥଇଥାନ କରିଛନ୍ତି ବିଜେଡି ସୁପ୍ରିମୋ । ଏଥିରେ ଓଡିଶା ଦକ୍ଷତା…

ଓଡ଼ିଶାର ଏହି ମନ୍ତ୍ରୀ କିପରି ସମସ୍ତଙ୍କ ହୃଦୟ ଜିଣିଗଲେ, ଜାଣନ୍ତୁ…

ଟିଟିଲାଗଡ଼: ‘କଥା କମ୍ କାମ ବେଶି’ ଏହି ଉକ୍ତିଟିକୁ କରି ଦେଖାଛନ୍ତି ଓଡ଼ିଶା ସରକାରଙ୍କ ଜଣେ ମହିଳା ମନ୍ତ୍ରୀ । ସେ ଆଉ କେହି ନୁହଁନ୍ତି, ଖୋଦ୍ ନବୀନଙ୍କ ମନ୍ତ୍ରୀମଣ୍ଡଳର ମହିଳା ଓ ଶିଶୁ ବିକାଶ ତଥା ମିଶନ୍ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ । ମନ୍ତ୍ରୀ ଶ୍ରୀମତୀ ସାହୁ ଏକ ବିଦ୍ୟାଳୟର ଜଣେ…

ଲାଭଦାୟକ ଅଫିସର ସଂସଦୀୟ କମିଟି ସଦସ୍ୟ ଭାବେ ନିର୍ବାଚିତ ହେଲେ ଓଡିଶା ସାଂସଦ

ନୂଆଦିଲ୍ଲୀ: ଲାଭଦାୟକ ଅଫିସର ସଂସଦୀୟ କମିଟି ସଦସ୍ୟ ଭାବେ ବିଜେଡିର ସସ୍ମିତ ପାତ୍ରଙ୍କ ସମେତ ଅନ୍ୟ ୪ ଜଣ ରାଜ୍ୟସଭା ସାଂସଦ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଅନ୍ୟ ୪ ଜଣ ମନ୍ତ୍ରୀଙ୍କ ମଧ୍ୟରେ ମହେଶ ପୋଦାର (ବିଜେପି), କେ. କେଶବ ରାଓ…

ରାଜ୍ୟସଭାରେ ତିନି ତଲାକ୍ ବିଲକୁ ବିଜେଡି ଦେବ ସମର୍ଥନ

ନୂଆଦିଲ୍ଲୀ: ଲୋକସଭାରେ ତିନି ତଲାକ୍ ବିଲକୁ ମଞ୍ଜୁରୀ ମିଳିବା ପରେ ମଙ୍ଗଳବାର ଦିନ ଏହା ରାଜ୍ୟସଭାରେ ଆଗତ ହେବାନେଇ ସମ୍ଭାବନା ରହିଛି । ଗୃହରେ କେନ୍ଦ୍ରସରକାର ଆଜି ଏହି ବିଧେୟକ ଆଣିବାକୁ ଯାଉଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହି ବିଲକୁ ବିଜେଡି ସମର୍ଥନ ଦେଇପାରେ । ଏନେଇ ଦଳର…

ସସ୍ମିତ ପାତ୍ରଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି ଦଳର ଆଉ ଜଣେ ସଦସ୍ୟ ଅମର ପଟ୍ଟନାୟକଙ୍କୁ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ସାଧାରଣ ସମ୍ପାଦକ ଭାବେ…

ପାଟକୁରା ନିର୍ବାଚନ ଫଳାଫଳକୁ ନେଇ ସମୀକ୍ଷା କଲେ ନବୀନ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ବୁଧବାର ଦିନ ପ୍ରକାଶ ପାଇଥିବା ପାଟକୁରା ନିର୍ବାଚନୀ ଫଳାଫଳକୁ ନେଇ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ଏହି ବୈଠକରେ ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରଣବ…