Latest Odisha News

BREAKING NEWS

Browsing Tag

Bjd

ଛେଣ୍ଡିପଦାରେ ପୁଣିଥରେ ସୁଶାନ୍ତ !

ଭୁବନେଶ୍ୱର: ସମ୍ବଲପୁର ସଂସଦୀୟ କ୍ଷେତ୍ରରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲଢ଼ିବା ନେଇ ଚର୍ଚ୍ଚା ହେଉଛି। ଏଭଳି ସ୍ଥିତିରେ ସମ୍ପୃକ୍ତ ସଂସଦୀୟ କ୍ଷେତ୍ର ଅଧୀନରେ ଥିବା ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏମିତି ଏକ ନିର୍ବାଚନ ମଣ୍ଡଳୀ ହେଉଛି ଅନୁଗୁଳ…

ବିଜେଡି ବିରୋଧରେ ପଶ୍ଚିମ ଓଡିଶା କାର୍ଡ, ଏକାଠି ହେଲେ ବିଜେପି, କଂଗ୍ରେସ!

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାର ରାଜନୈତିକ ବାତାବରଣ ସରଗରମ ହେଉଛି। ଠିକ ଏଭଳି ସମୟରେ ବିରୋଧୀ ପଶ୍ଚିମ ଓଡିଶାକୁ ନେଇ ଏକ ବଡ଼ କାର୍ଡ ଖେଳିଥିବା ଆଲୋଚନା ହେଉଛି। ନୂଆଖାଇକୁ ପଶ୍ଚିମ ଓଡିଶାର ଗଣପର୍ବ କୁହାଯାଏ। ଏପରିକି ଛୋଟଠୁ ବଡ଼ ସମସ୍ତେ ଏହି ପର୍ବକୁ ବହୁ ଅଧିକ…

ପଟାଙ୍ଗୀ ରାଜନୀତିର ଖେଳ ବିଗାଡିବ କୋଟିଆ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରାକ ନିର୍ବାଚନ ବାତାବରଣ ତିଆରି ହୋଇସାରିଥିବାବେଳେ ବିଭିନ୍ନ ନିର୍ବାଚନ ମଣ୍ଡଳୀକୁ ନେଇ ଆଲୋଚନା ଜୋର ଧରିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀ ଉପରେ ଏବେ ବିଭିନ୍ନ ରାଜନୈତିକ ଦଳର ନଜର ରହିଛି। ସେଥିମଧ୍ୟରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ…

ପାଣ୍ଡିଆନଙ୍କୁ ନିରଞ୍ଜନଙ୍କ କ୍ଲିନଚିଟ ! କହିଲେ ତାଙ୍କର କିଛି ଦୋଷ ନାହିଁ

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ଭିତରେ ଚାଲିଥିବା ବିବାଦକୁ ଭିନ୍ନ ମୋଡ଼ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ। ଫାଇଭ ଟି ସଚିବ ଭି କେ ପାଣ୍ଡିଆନଙ୍କର କିଛି ଭୁଲ ନାହିଁ ବୋଲି ସ୍ପଷ୍ଟ ଭାବରେ କହିଛନ୍ତି ନିରଞ୍ଜନ। ସାହୁ କହିଛି, ପାକେଲା…

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି !

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ ଦେବା ରାଜନୈତିକ ସ୍ଥିତିକୁ ଜଟିଳ କରିଛି। ଏଭଳି ସ୍ଥିତିରେ…

କାହାର ହେବ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର!

ଭୁବନେଶ୍ୱର: ଆସନ୍ନ ନିର୍ବାଚନକୁ ଆଖି ଆଗରେ ରଖି ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଆଶାୟୀ ପ୍ରାର୍ଥୀ ମାନେ ତତ୍ପର ହୋଇଉଠିଲେଣି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ମଧ୍ୟ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଭିନ୍ନ ଭିନ୍ନ ଅଙ୍କାକଷା ଆରମ୍ଭ କରିଛନ୍ତି। କିନ୍ତୁ ଏସବୁ ଭିତରେ ରାଜ୍ୟର ଏମିତି କିଛି…

ଏଥର ବାଙ୍କୀରେ ପୁଣିଥରେ ଦେବୀ!

ଭୁବନେଶ୍ୱର: ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ମଣ୍ଡଳୀରେ ରାଜନୈତିକ କାର୍ଯ୍ୟକ୍ରମକୁ ଜୋରଦାର କଲେଣି। ବିଭିନ୍ନ ଦଳର ବହୁ ଆଶାୟୀ ଥିଲେ ମଧ୍ୟ ପ୍ରମୁଖ ପ୍ରାର୍ଥୀମାନେ ଟିକେଟ ପାଇବା ସମ୍ଭାବନା ଅଧିକ। ସେଥିପାଇଁ ସେମାନେ ବିଭିନ୍ନ ମାଧ୍ୟମରେ ମାହୋଲ ତିଆରି…

ବିଦ୍ୟାଳୟରେ ବିଧାୟକଙ୍କ ଜନ୍ମଦିନ ପାଳନ, ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଯାଜପୁର: ବିଜେଡି ନେତା ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜନ୍ମଦିନ ବିଦ୍ୟାଳୟରେ ପାଳନକୁ ନେଇ ବିବାଦ ତେଜୁଛି । ଆଉ ବିବାଦ ଭିତରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିଛନ୍ତି । ଅଗଷ୍ଟ ୯ରେ ଧର୍ମଶାଳାରେ ଜିଲ୍ଲା…

ଆସନ୍ତାକାଲି ଓଡ଼ିଶା ଆସିପାରନ୍ତି ଅମିତ ଶାହ ! ଗସ୍ତକୁ ନେଇ ଚାଲିଛି ରାଜନୈତିକ ଅଙ୍କକଷା

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିପାରନ୍ତି ଅମିଶ ଶାହ  ।  ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଯଦିଓ ଏ ନେଇ ସରକାରୀ ସ୍ତରରେ ବିସ୍ତୃତ ଭାବେ କୁହାଯାଇ ନାହିଁ ତେବେ ଗଣମାଧ୍ୟମ ସୂତ୍ରରୁ ଜଣାପଡିଛି । ଏପରିକି ଅମିତ ଶାହ…

ବିଜେଡିର ‘ମାଆଙ୍କୁ ସମ୍ମାନ’ ନାରାକୁ ମିଛ କହି ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର: ଦିଲ୍ଲୀ ଅଧ୍ୟାଦେଶକୁ ସମର୍ଥନ ଓ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବା ନେଇ ନିଷ୍ପତ୍ତି ନେବା ପରେ ବର୍ଷିଛି କଂଗ୍ରେସ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାରକୁ ସମାଲୋଚନା କରିଛନ୍ତି ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ…