Latest Odisha News

BREAKING NEWS

Browsing Tag

Bjd

ଆଜି ସୁନ୍ଦରଗଡରେ ନବୀନ, ଜୋର ଧରିଲା ୨ୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ସମାପ୍ତ ହୋଇଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି । ଦଳୀୟ ସୁତ୍ରରୁ ମିଳିଥିବା ସୂଚନାନୁଯାୟୀ ମୁଖ୍ୟମନ୍ତ୍ରୀ…

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ: ବିଜେପି ବିରୋଧରେ ବିଜେଡିର ମାମଲା ରୁଜୁ

ଭୁବନେଶ୍ୱର : ବିଜେପିର ୨୦୧୯ ଘୋଷଣା ପତ୍ରରେ ଓଡିଶାର ସାଢେ ୪ କୋଟି ଜନତାଙ୍କୁ ପ୍ରତାରଣା କରାଯାଇଥିବା ନେଇ ଶାସକ ଦଳ ବିଜେଡି ବିଜେପି ବିରୋଧରେ ଅଭିଯୋଗ କରିଛି । ୨୦୧୪ ମସିହାରେ ଭାରତୀୟ ଜନତା ପାର୍ଟି ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବା ଲାଗି ପ୍ରତୁଶ୍ରୁତି ଦେଇଥିଲେ । ମାତ୍ର…

ବାରିପଦା ବିଧାନସଭା ଆସନରୁ ବିଜେଡି ଟିକେଟରେ ଲଢିବେ ସରୋଜିନୀ ହେମ୍ବ୍ରମ୍

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାରିପଦା ବିଧାନସଭା ଆସନ ଲାଗି ଦଳର ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମଙ୍କ ନାମ ରବିବାର ଦିନ ଘୋଷଣା କରିଛନ୍ତି । ପୂର୍ବତନ ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝିଙ୍କ ଝିଅ ହେଉଛନ୍ତି ସରୋଜିନୀ । ଏହି ଆସନରୁ ପୂର୍ବରୁ…

ନବୀନଙ୍କ ଦ୍ୱାରା ଦଳର ୩ ନୂଆ ସାଧାରଣ ସମ୍ପାଦକ ନିଯୁକ୍ତ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଦଳର ୩ ଜଣଙ୍କୁ ନୂଆ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେଇଛନ୍ତି। ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି । ବିଜୟ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ରବି ମଲ୍ଲିକ

ଭୁବନେଶ୍ୱର : ବିଜେଡିର ବରିଷ୍ଠ ନେତା ତଥା କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ଶୁକ୍ରବାର ଦିନ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏପରିକି ସେ ଜିଲ୍ଲା ଯୋଜନା ବୋର୍ଡ଼ର ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି l ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପି୍ରମୋ ତଥା…

ବିଜେପିରେ ଯୋଗଦେଲେ ପୂର୍ବତନ ବିଜେଡି ନେତା ପ୍ରବୀଣ ଭଞ୍ଜଦେଓ ଓ ସୁବାସ ନାୟକ

ଭବାନୀପାଟଣା : କଳାହାଣ୍ଡିର ୨ ପୂର୍ବତନ ବିଜେଡି ନେତା ତଥା ମୋରଡା ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଏବଂ ସୁବାସ ଚନ୍ଦ୍ର ନାୟକ ମଙ୍ଗଳବାର ଦିନ ବିଜେପିରେ ଯୋଗ ଦେଇଛନ୍ତି । ଭବାନୀପାଟଣା ଠାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ଗେରୁଆ…

ଦଳରୁ ଇସ୍ତଫା ଦେଲେ ବିଜେଡି ଦେବଗଡ ଜିଲ୍ଲା ସଭାପତି ସୁଧୀର କପରଦାର

ଦେବଗଡ : ଦେବଗଡ ଜିଲ୍ଲା ସଭାପତି ସୁଧୀର କପରଦାର ମଙ୍ଗଳବାର ଦିନ ଶାସକ ଦଳ ବିଜେଡିରୁ ଦୀର୍ଘ ୧୨ ବର୍ଷର ସମ୍ପର୍କ ଭାଙ୍ଗି ଦଳରୁ ଇସ୍ତଫା ଦେଇଛନ୍ତି । ସେ ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି । ଆହୁରି ମଧ୍ୟ ଦେବଗଡରେ ଟିକେଟ୍ ବଣ୍ଟନକୁ ନେଇ ଅସନ୍ତୋଷ…

ବିଜେପିରେ ଯୋଗଦେଲେ ମୋରଡା ବିଧାୟକ ପ୍ରବୀଣ ଭଞ୍ଜଦେଓ

ଭବାନୀପାଟଣା : ଶାସକ ଦଳ ବିଜେଡିରୁ ଇସ୍ତଫା ଦେବାର ଗୋଟିଏ ଦିନ ପରେ ମୋରଡା ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ମଙ୍ଗଳବାର ଦିନ ବିଜେପିରେ ବିଧିବିଦ୍ଧ ଭାବେ ଯୋଗ ଦେଇଛନ୍ତି । ସେ ଭବାନୀପାଟଣା ଠାରେ ଆୟୋଜିତ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ମନ୍ତ୍ରୀ…

ବିଜେଡ଼ିରୁ ଇସ୍ତଫା ଦେଲେ ୮ ଥର ସାଂସଦ ରହିଥିବା ଅର୍ଜୁନ ସେଠୀ

ଭୁବନେଶ୍ୱର : ଟିକେଟ ବଣ୍ଟନରେ ଅସନ୍ତୋଷ ପ୍ରକାଶ କରି ବିଜେଡିର ବରିଷ୍ଠ ନେତା ତଥା ଭଦ୍ରକ ସାଂସଦ ଅର୍ଜୁନ ଚରଣ ସେଠୀ ଶନିବାର ଦିନ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ…

ଉଠା ଜଳସେଚନ ନିଗମ ପଦରୁ ଇସ୍ତଫା ଦେଲେ ରଘୁନାଥ ମହାନ୍ତି

ଭୁବନେଶ୍ୱର : ବିଜେଡିର ବରିଷ୍ଠ ନେତା ତଥା ପାର୍ଟି ଉପାଧ୍ୟକ୍ଷ ରଘୁନାଥ ମହାନ୍ତି ଶନିବାର ଦିନ ଓଡିଶା ଉଠା ଜଳସେଚନ ନିଗମ (ଓଏଲଆଇସି) ଅଧ୍ୟକ୍ଷ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ସେ ନବୀନ ନିବାସରେ ପହଞ୍ଚି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।…