Latest Odisha News

BREAKING NEWS

Browsing Tag

Bjd

‘ମୁଖ୍ୟମନ୍ତ୍ରୀ ଅସୁସ୍ଥ’, ତାଙ୍କୁ ଗୃହବନ୍ଦୀ ରଖାଯାଇଛି ବୋଲି କହିଲେ ଅପରାଜିତା

ଭୁବନେଶ୍ୱର: ପୁଣି ନା ନନେଇ ଟାର୍ଗେଟ୍ କଲେ ଅପରାଜିତା । ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା ଜିଲ୍ଲାର ମଳିପଡ଼ାର ଏକ ସଭାରେ ପୁଣି ଥରେ ବର୍ଷିଛନ୍ତି । କହିଛନ୍ତି, ରାଜ୍ୟରେ ନିର୍ବାଚିତ ନେତା, ମନ୍ତ୍ରୀ ସଭାକୁ ଯାଉ ନାହାନ୍ତି କି ଘୋଷଣା କରୁ ନାହାନ୍ତି ।…

୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।…

ଡିଏନ୍ ଗ୍ରୁପ୍ ଉପରେ ଆୟକର ଚଢ଼ଉକୁ ନେଇ ବିଜେପି ଡାର୍ଟି ପଲିଟିକ୍ସ କରୁଛି: ବିଜେଡି

ଭୁବନେଶ୍ୱର: ସ୍ପର୍ଶକାତର ମାମଲାରେ ବିଜେଡି ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ବିଜେପିର ପୁରୁଣା ଅଭ୍ୟାସ। ତେଣୁ ଏବେ ଡିଏନ୍ ଗ୍ରୁପ୍ଉ ପରେ ଆୟକର ଚଢ଼ଉକୁ ନେଇ ଓଡ଼ିଶା ବିଜେପି ନେତାମାନେ ପୁଣିଥରେ ଡାର୍ଟି ପଲିଟିକ୍ସ କରିବା ଆରମ୍ଭ କରି ଦେଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…

ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି

ଭୁବନେଶ୍ୱର: ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି ? କାହିଁକି କିଛି ଲୋକ ଏଭଳି ପଦକ୍ଷେପ ଉପରେ କ୍ରୋଧିତ ଏବଂ…

ବିରୋଧରେ କହି ବିପଦକୁ ଡାକୁଛନ୍ତି କି ସୌମ୍ୟ?

ଭୁବନେଶ୍ୱର: ବିଜେଡିର ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଗତି କୁଆଡେ? ସୌମ୍ୟ କଣ ଆଗକୁ ଅନ୍ୟ କିଛି ଯୋଜନା କରୁଛନ୍ତି କି? ବିଜେଡି ଠାରୁ ନିଜକୁ ଦୁରେଇ ନେଉଛନ୍ତି କି ସୌମ୍ୟ? ଖଣ୍ଡପଡାରୁ ଆଉ କଣ ବିଜେଡି ପ୍ରାର୍ଥୀ ହେବେନି କି ସୌମ୍ୟ ରଞ୍ଜନ ପଟ୍ଟନାୟକ? ସୌମ୍ୟଙ୍କୁ ନେଇ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ତୁଟୁନି ଘର କଳି । ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ କେଳେଙ୍କାରୀ ନେଇ ବିରୋଧୀ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରୁଥିବା ନେଇ ବିଜେଡି କାଉଣ୍ଟର କରିଛି । ଆଜି ପ୍ରେସମିଟ୍ କରି ବିଜେଡି କହିଛି, ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ…

ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ନବୀନଙ୍କ ସହ କେନ୍ଦ୍ର ସରକାରଙ୍କୁ ଟାଣିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି ପାଣ୍ଡିଆନଙ୍କୁ ନେଇ ମୁଖ୍ୟମନ୍ତ୍ରୀ…

କୋଟିପତି ଅଧିକାରୀ ଓ ଜିରୋ ଟଲେରାନ୍ସକୁ ନେଇ ଧର୍ମେନ୍ଦ୍ର-ସସ୍ମିତ ମୁହାଁମୁହିଁ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ କୋଟିପତି ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ୁଛନ୍ତି । ଯାହାକୁ ନେଇ ବିରୋଧୀ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରରେ ସଭା କରିବା ସହ ପ୍ରଶ୍ନ କରିଛନ୍ତି ଗତ ୬ ମାସରେ ୧୦୦ରୁ ଊର୍ଦ୍ଧ୍ୱ କୋଟି…

ପଞ୍ଚାୟତ ସ୍ତରରେ ଜାତୀୟ ପେନସନ ପ୍ରଦାନ କରାଯାଉ: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ଜାତୀୟ ପେନ୍‍ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି । ବୃଦ୍ଧାବସ୍ଥା ଏବଂ ଭିନ୍ନକ୍ଷମ ପେନସନ ସମେତ ଜାତୀୟ ପେନସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନସନ ଗଣ୍ଡାକ ପାଇଁ ଗ୍ରାମାଞ୍ଚଳରେ ଅବସ୍ଥିତ ବ୍ୟାଙ୍କକୁ ବହୁ…

ଗଞ୍ଜାମର ବିଜେଡି ନେତାଙ୍କୁ ଦଳରୁ ବାହାର କଲେ ନବୀନ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ପାଇଁ ସାନଖେମୁଣ୍ଡି ବ୍ଲକ ବିଜେଡି ସଭାପତିଙ୍କୁ ଦଳରୁ ବିଦା କରିଛନ୍ତି ନବୀନ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତଙ୍କୁ ଦଳରୁ ବାହାର କରି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିଜ ଜିଲ୍ଲାରେ…