Latest Odisha News

BREAKING NEWS

Browsing Tag

Bjd

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ତୁଟୁନି ଘର କଳି । ପ୍ରଧାନମନ୍ତ୍ରୀ ଆୱାସ ଯୋଜନାରେ କେଳେଙ୍କାରୀ ନେଇ ବିରୋଧୀ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରୁଥିବା ନେଇ ବିଜେଡି କାଉଣ୍ଟର କରିଛି । ଆଜି ପ୍ରେସମିଟ୍ କରି ବିଜେଡି କହିଛି, ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ…

ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ନବୀନଙ୍କ ସହ କେନ୍ଦ୍ର ସରକାରଙ୍କୁ ଟାଣିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି ପାଣ୍ଡିଆନଙ୍କୁ ନେଇ ମୁଖ୍ୟମନ୍ତ୍ରୀ…

କୋଟିପତି ଅଧିକାରୀ ଓ ଜିରୋ ଟଲେରାନ୍ସକୁ ନେଇ ଧର୍ମେନ୍ଦ୍ର-ସସ୍ମିତ ମୁହାଁମୁହିଁ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ କୋଟିପତି ଅଧିକାରୀ ଭିଜିଲାନ୍ସ ଜାଲରେ ପଡ଼ୁଛନ୍ତି । ଯାହାକୁ ନେଇ ବିରୋଧୀ ବିଜେପି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରରେ ସଭା କରିବା ସହ ପ୍ରଶ୍ନ କରିଛନ୍ତି ଗତ ୬ ମାସରେ ୧୦୦ରୁ ଊର୍ଦ୍ଧ୍ୱ କୋଟି…

ପଞ୍ଚାୟତ ସ୍ତରରେ ଜାତୀୟ ପେନସନ ପ୍ରଦାନ କରାଯାଉ: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ଜାତୀୟ ପେନ୍‍ସନ ପାଉଥିବା ୨୦ ଲକ୍ଷ ଲୋକ ଅଛନ୍ତି ଯେଉଁଥିରୁ ୫୦% ଅର୍ଥ ଓଡ଼ିଶା ସରକାର ବହନ କରୁଛନ୍ତି । ବୃଦ୍ଧାବସ୍ଥା ଏବଂ ଭିନ୍ନକ୍ଷମ ପେନସନ ସମେତ ଜାତୀୟ ପେନସନ ପାଉଥିବା ହିତାଧିକାରୀମାନେ ସେମାନଙ୍କ ପେନସନ ଗଣ୍ଡାକ ପାଇଁ ଗ୍ରାମାଞ୍ଚଳରେ ଅବସ୍ଥିତ ବ୍ୟାଙ୍କକୁ ବହୁ…

ଗଞ୍ଜାମର ବିଜେଡି ନେତାଙ୍କୁ ଦଳରୁ ବାହାର କଲେ ନବୀନ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ପାଇଁ ସାନଖେମୁଣ୍ଡି ବ୍ଲକ ବିଜେଡି ସଭାପତିଙ୍କୁ ଦଳରୁ ବିଦା କରିଛନ୍ତି ନବୀନ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତଙ୍କୁ ଦଳରୁ ବାହାର କରି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିଜ ଜିଲ୍ଲାରେ…

ଗ୍ୟାସ୍ ଦରକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ବିଜେଡି

ଭୁବନେଶ୍ୱର: ଗ୍ୟାସ୍ ସହ ଅନ୍ୟ ସାମଗ୍ରୀର ଦରବୃଦ୍ଧିକୁ ନେଇ ରାଜଧାନୀରେ ବିଜୁ ଜନତା ଦଳ ପ୍ରତିବାଦ କରିଛି । ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହ ଶତାଧିକ ନେତା ଓ କର୍ମୀ ଚୂଲିରେ ପ୍ରତିବାଦ ସ୍ଥଳରେ ରୋଷେଇ କରିଛନ୍ତି । ରାଜଭବନ ସମ୍ମୁଖରେ ଦରଦାମ ବୃଦ୍ଧିକୁ ନେଇ…

‘ସମ୍ବଲପୁର’ ଛାଡ଼ି ଦେବ କି ବିଜେଡି ?

ଭୁବନେଶ୍ୱର: ମନ୍ତ୍ରୀପଦରୁ ରୋହିତ ପୂଜାରୀଙ୍କୁ ବାଦ ଦିଆଯିବା ପରେ ଏହାକୁ ନେଇ ବହୁ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଏମିତି ଅପ୍ରତ୍ୟାଶିତ ଭାବେ ରୋହିତଙ୍କୁ ବାଦ ଦିଆଯିବା ରାଜନୈତିକ ମହଲକୁ ଚକିତ କରିଛି। ଏଭଳି ସ୍ଥିତିରେ ସମ୍ବଲପୁର ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ପଶ୍ଚିମ ଓଡିଶାର…

ମନ୍ତ୍ରୀ ପଦ କାଢ଼ିନେଲେ ଟିକେଟ ଦେବେ ତ ?

ଭୁବନେଶ୍ୱର: କାହିଁକି ମନ୍ତ୍ରୀମଣ୍ଡଳରୁ ବାଦ ପଡିଲେ ରୋହିତ ପୂଜାରୀ। ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ରୋହିତ ପୂଜାରୀଙ୍କ ପ୍ରଦର୍ଶନ ଖରାପ ଥିବାରୁ ତାଙ୍କୁ ବାଦ ଦିଆଯାଇଥିବା ଦର୍ଶାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ବିଭାଗର ବାର୍ଷିକ ପ୍ରଦର୍ଶନକୁ ନେଇ ସମୀକ୍ଷା କରାଯାଇଥିଲା। କିନ୍ତୁ…

ମନ୍ତ୍ରୀଙ୍କ ପରେ ହଟିଲେ ଉଚ୍ଚଶିକ୍ଷା ବିଭାଗର ସଚିବ, ବିଭାଗରେ ହୋଇଛି କି ବଡ଼ କେଳେଙ୍କାରୀ ?

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ପରେ ହଟିଲେ ସଚିବ । ଅପରାହ୍ଣରେ ମନ୍ତ୍ରୀ, ସନ୍ଧ୍ୟାରେ ଉଚ୍ଚଶିକ୍ଷା ସଚିବଙ୍କୁ ପଦରୁ ଅବ୍ୟାହତି ଦେଇଛନ୍ତି । ରୋହିତ ପୂଜାରୀଙ୍କ ଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ ପଦ କାଢ଼ି ନିଆଯିବାର କିଛି ଘଣ୍ଟା ମଧ୍ୟରେ ବିଭାଗୀୟ ସଚିବ ବିଷ୍ଣୁପଦ ସେଠୀଙ୍କୁ ସରକାର ବଦଳି…

‘ମୁଖ୍ୟମନ୍ତ୍ରୀଙ୍କ ଆଶା ଯାହା ଥିଲା ହୁଏତ ପୂରଣ କରି ପାରିନି’: ରୋହିତ ପୂଜାରୀ

ଭୁବନେଶ୍ୱର: ନବୀନଙ୍କ କ୍ୟାବିନେଟରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ବାଦ୍ ପଡ଼ିଛନ୍ତି ରୋହିତ ପୂଜାରୀ । ମନ୍ତ୍ରୀ ପଦ ଯିବା ପରେ ରେଢାଖୋଲ ବିଧାୟକ ରୋହିତ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ଆଶୀର୍ବାଦ ଦେଇଛନ୍ତି । ବିଗତ ଦିନରେ…