ନିର୍ବାଚନ ବେଳେ ବିଜେପିର ମନ୍ତବ୍ୟକୁ ମହିଳା ବିରୋଧୀ କହିଲା ବିଜେଡି
ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ଯେଉଁଭଳି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ବିଜେପି ସମାଲୋଚନା କରୁଛି ତାହା ସମାନ ଭାବରେ ବିଜେପି ନେତାମାନେ ପଦମପୁର ଉପନିର୍ବାଚନ ବେଳେ ଏବେର ବିଧାୟକ ତଥା ବିଜେଡିର ମହିଳା ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ବ୍ୟକ୍ତିଗତ ଆକ୍ଷେପ କରିବା ସହ…