ଆଜି ବିଜେପିର ୧୨ଘଣ୍ଟିଆ ବାରିପଦା ବନ୍ଦ
ବାରିପଦା: ଆଜି ବିଜେପିର ୧୨ଘଣ୍ଟିଆ ବାରିପଦା ବନ୍ଦ ଡ଼ାକରା। ବିଜେପି କର୍ମୀଙ୍କୁ ମାଡ଼ ସହ ୧୬ଦଫା ଦାବି ନେଇ ଏହି ବନ୍ଦ ଡ଼ାକରା ଦିଆଯାଇଛି। ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରିଛି ବିଜେପି। ସକାଳ ୬ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ଏହି ବନ୍ଦ ଡ଼ାକରା ଦିଆଯାଇଛି।…