Latest Odisha News

BREAKING NEWS

Browsing Tag

Bjp Leader

ପ୍ଲାଜମା ଦାନ କଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସୋମବାର ଦିନ ନିଜର ପ୍ଲାଜମା କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଦାନ କରିଛନ୍ତି । Donated Plasma today after blessings of @BJP4India National President Sh @JPNadda Ji. PM Sh…

ପରଲୋକରେ ବାଲେଶ୍ୱର ସଦର ବିଧାୟକ ମଦନମୋଦନ ଦତ୍ତ

ଭୁବନେଶ୍ୱର : ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହୃଦଘାତରେ ଆଜି ଦେହାନ୍ତ ହୋଇଛି । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା । ମଦନମୋହନଙ୍କ ପୁଅ ମାନସ…

ରାଜଧାନୀରେ ବିଜେପି ନେତାଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରେ ଜିଲ୍ଲା ବିଜେପି ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ କେହି ଦୁବୃର୍ତ୍ତ ଶୁକ୍ରବାର ଦିନ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ସଙ୍ଗେସଙ୍ଗେ ତାଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ  କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ,…

ପିପିଲି: ବିଜେପି ନେତାଙ୍କ ଘର ଉପରକୁ ବୋମାମାଡ଼ ଅଭିଯୋଗ

ପିପିଲି : ପିପିଲିରେ ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ଶୁକ୍ରବାର ରାତିରେ କେହି ଦୁବୃର୍ତ୍ତ ବୋମାମାଡ଼ କରିବା ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନାନୁଯାୟୀ ବଳଙ୍ଗା ଥାନା ଅନ୍ତର୍ଗତ କମାକନ୍ତିଆରେ ଥିବା ଆଶ୍ରିତଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ…