Latest Odisha News

BREAKING NEWS

Browsing Tag

BJP Mla

ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ବେଳେ ଟ୍ରାକକୁ ଖସିପଡିଲେ ବିଜେପି ବିଧାୟିକା

ଲକ୍ଷ୍ନୌ: ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ବେଳେ ଟ୍ରାକକୁ ଖସିପଡିଲେ ବିଜେପି ବିଧାୟିକା। ଉତ୍ତରପ୍ରଦେଶର ଇଟାୱାରେ ଘଟି ଯାଇଛି ଏଭଳି ଅଘଟଣ। ସୂଚନା ଅନୁଯାୟୀ, ବିଜେପି ବିଧାୟକା ସରିତା ଭଦୌରିଆ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଉତ୍ତୋଳନ କରି ଶୁଭାରମ୍ଭ କରୁଥିବା ବେଳେ ଅଚାନକ…

ଉପନିର୍ବାଚନରେ ରେଡ୍ ରାଜନୀତି, ବିଜେପି ବିଧାୟିକାଙ୍କ ନାଁରେ ମାମଲା

ବରଗଡ଼: ଉପନିର୍ବାଚନ ପ୍ରଚାରକୁ ନେଇ କମ୍ପୁଥିବା ପଦ୍ମପୁର ରାଜନୀତିରେ ଚଢ଼ାଉ ନୂଆ ଟ୍ୱିଷ୍ଟ ଆଣିଛି । ସୋମବାର ସକାଳେ ଆୟକର ଓ ସନ୍ଧ୍ୟାରେ ଜିଏସଟି ରେଡକୁ ନେଇ ରାଜନୈତିକ ବାକଯୁଦ୍ଧ ପରେ ଆରମ୍ଭ ହୋଇଛି ଏତଲା । ଜିଏସଟି ଅଧିକାରୀଙ୍କ ଚଢ଼ାଉ ବେଳେ ବାଧା ଦେବା ଏବଂ ଦୁର୍ବ୍ୟବହାର ଅଭିଯୋଗରେ…

ଡବ୍ଲ୍ୟୁଓଡିସି ବିଧାୟକ ପାଣ୍ଠି ୫କୋଟି ହେଉ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ରେ ଥିବା ୩୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରାଶିକୁ ବୃଦ୍ଧି କରାଯାଉ। ଏଥିପାଇଁ ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଚିଠିରେ ଉଲ୍ଲେଖ ଯେ, ଡବ୍ଲ୍ୟୁଓଡିସି…

ବିଧାନସଭା ଚାମ୍ବରରେ ବାଚସ୍ପତିଙ୍କୁ ଘେରିଲେ ବିଜେପି ଓ କଂଗ୍ରେସ ସଦସ୍ୟ

ଭୁବନେଶ୍ୱର: ବାଚସ୍ପତିଙ୍କୁ ଘେରାଉ କଲେ ବିଜେପି ଓ କଂଗ୍ରେସ ବିଧାୟକ । ବିଧାନସଭାରେ ଥିବା ଚାମ୍ବର ଭିତରେ ତାଙ୍କୁ ଘେରାଉ କରିଛନ୍ତି । ଖଣି ଦୁର୍ନୀତି ପ୍ରସଙ୍ଗରେ ଗୃହରେ ଆଲୋଚନା ପାଇଁ ସହମତି ପ୍ରକାଶ ନକରିବା ଯାଏ ଘେରାଉ କରିବେ ବୋଲି କହିଛନ୍ତି ବିରୋଧୀ । କଂଗ୍ରେସ ବିଧାୟକ ସନ୍ତୋଷ…

ଉନ୍ନାଓ ଦୁଷ୍କର୍ମ: ବିଜେପି ବିଧାୟକଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ: ଉନ୍ନାଓ ଦୁଷ୍କର୍ମ ପିଡିତାଙ୍କ ଗାଡି ଦୁର୍ଘଟଣାଗସ୍ତ ହେବା ଘଟଣାରେ ସିବିଆଇ ବୁଧବାର ଦିନ ବିଜେପି ନେତା କୁଳଦୀପ ସିଂହ ସେନଗର୍ଙ୍କ ସମେତ ୧୦ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛି । ଏହି ଦୁର୍ଘଟଣାରେ ସେମାନଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେଉଛି । ଉଲ୍ଲେଖଯୋଗ୍ୟ,…