ମମିତା ହତ୍ୟା ମମଲା: ବିଜେପି ପକ୍ଷରୁ ବିଭିନ୍ନ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି । ଏହି ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ ବିଜେପି ବିଭିନ୍ନ ଜିଲ୍ଲାରେ ସିରିଜ୍ ବନ୍ଦ ପାଳନ କରୁଛି । ଆଜି ବୌଦ୍ଧ, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ…