Latest Odisha News

BREAKING NEWS

Browsing Tag

BJP Odisha

ଦୃଢ଼ୀଭୂତ ହେଲା ଚର୍ଚ୍ଚା, ବିଜେପି ଛାଡ଼ିବେ ଗମାଙ୍ଗ ବାପପୁଅ !

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ରାଜ୍ୟ ବିଜେପିର ୨ ଦିନିଆ କାର୍ଯ୍ୟକାରିଣୀ । ହେଲେ କାର୍ଯ୍ୟକାରିଣୀକୁ ଆସି ନାହାଁନ୍ତି ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ । ଯାହାକୁ ନେଇ ବିଜେପି ଶିବିରରେ ଚର୍ଚ୍ଚା ହେଉଥିଲେ ବି ନେତା ମୁହଁ ଖୋଲୁ ନାହାନ୍ତି । ତେବେ ଗମାଙ୍ଗ ବାପପୁଅ…

କୁପୋଷଣ ମୁକାବିଲାରେ ସରକାର ବିଫଳ ୧୮ଦିନରେ ୧୩ ଜଣ ଶିଶୁଙ୍କ ମୃତ୍ୟୁ

ଭୁବନେଶ୍ୱର :  ରାଜ୍ୟ ସରକାର କୁପୋଷଣ ମୁକାବିଲାରେ ବିଫଳ ହୋଇଛନ୍ତି  । କୁପୋଷଣର ଶିକାର ହୋଇ ଶିଶୁ ମୃତ୍ୟୁ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଦୁର୍ନୀତିଖୋର ରାଜ୍ୟ ସରକାରଙ୍କ ଅପାରଗତାକୁ ସ୍ପଷ୍ଟ କରୁଛି ଏବଂ ପିଏମ ପୋଷଣ ଅଭିଯାନକୁ ରାଜ୍ୟରେ ବିଫଳ କରିବା ପାଇଁ ରାଜ୍ୟ ସରକାରଙ୍କ ହୀନ…

ସମଦୂରତ୍ୱ ନୁହେଁ ସମର୍ପଣର ରାଜନୀତି ଚାଲିଛି

ଭୁବନେଶ୍ୱର : ଏନଡିଏରେ ସାମିଲ୍ ପାଇଁ ବିଜେଡିକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ୱାନ ପରେ ରାଜ୍ୟରେ ରାଜନୀତି ଜୋର୍ ଧରିଛି  । ଏହି ପ୍ରସଙ୍ଗରେ ବିଜେଡି ବିଧାୟକ ଦେବୀ ମିଶ୍ର ଓ ବିଜେପି ବିଧାୟକ ତଥା ବିରୋଧି ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି  । ଓଡ଼ିଶାରେ ବିଜେପି –ବିଜେଡିର…

ବନ୍ୟାପରେ ରାଜ୍ୟବାସୀ ସରକାରଙ୍କ ଭରସାରେ ନୁହେଁ ଭଗବାନଙ୍କ ଭରସାରେ ଅଛନ୍ତି

ଭୁବନେଶ୍ୱର : ରାଜ୍ୟରେ ଆସିଥିବା ବଡଧରଣର ବନ୍ୟାରେ ଅନେକ ଧନ ଜୀବନ ନଷ୍ଟ ହୋଇଛି । ତେବେ ଏହି ବନ୍ୟାପାଇଁ ରାଜ୍ୟ ସରକାରଙ୍କୁ ସମ୍ପୂର୍ଣ ଦାୟୀ କରିଛି ବିଜେପି  । ଏଭଲି ବନ୍ୟା  ପ୍ରାକୃତିକ ନୁହେଁ ସମ୍ପୂର୍ଣ ଭାବେ ମନୁଷ୍ୟକୃତ ବୋଲି ଏକ ସାମ୍ବାଦିକ ସମ୍ମିଳନି କରି ବିଜେପିର ସାଧାରଣ ସମ୍ପାଦକ…

ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ

ଭୁବନେଶ୍ୱର: ସରକାରୀ ଦଳର ବଡପଣ୍ଡା ମାନେ ସାଜିଛନ୍ତି ବାଲି ମାଫିଆ । ବାଲି ଚୋରାଚାଲଣ ହେଉଥିବାର ଅଭିଯୋଗ ପରେବି ଚୁପ ହୋଇ ବସିଛନ୍ତି ଉଭୟ ପ୍ରଶାସନ ଓ ସରକାର । କୁଆଖାଇ ଏବଂ କୁଷଭଦ୍ର ନଦୀରୁ ବେଆଇନ ବାଲି ଚୋରା ଚାଲଣ ହେଉଥିବା ଅଭିଯୋଗ ଆଣିଛନ୍ତି ସାଂସଦ  ଅପରାଜିତ ଷଢ଼ଙ୍ଗୀ । ଭୁବନେଶ୍ୱର…

ବନ୍ୟା ପରିଚାଳନାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ବର: ରାଜ୍ଯ ସରକାର ବନ୍ୟା ଆସୁଥିବାର ସ୍ବୀକାର କରିଛନ୍ତି। ଏସଆରସିଙ୍କ ସୁଚନା ଅନୁସାରେ ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି  ।ତଳିଆ ଅଞ୍ଚଳରେ ଘାଇ ସୃଷ୍ଟିହୋଇ ୩୦୦ରୁ ଉର୍ଦ୍ଧ ଗାଁ ବାହ୍ଯଜଗତରୁ ବିଚ୍ଛିନ୍ନ ହୋଇଛି  । ଏହିଭଳି ସ୍ଥିତିରେ ବନ୍ଯା ଅଞ୍ଚଳର ଳୋକମାନଙ୍କ ଦୁଖଃ ସୁଖରେ ଛିଡା…

ଗଭୀର ଭାବଗତ ବନ୍ଧନ ସତ୍ତ୍ୱେ କୋଟିଆ ଭାଇ ଭଉଣୀମାନେ ବାଧ୍ୟ ହୋଇ ଆନ୍ଧ୍ର ମୁହାଁ: ବିଜେପି

ଭୁବନେଶ୍ୱର: ଆନ୍ଧ୍ର-ଓଡ଼ିଶା ସୀମାନ୍ତ କୋଟିଆରେ ଆନ୍ଧ୍ର ନିର୍ବାଚନ କରିଛି । ଅନ୍ୟପଟେ କୋଟିଆ ଏବଂ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଗାଁ ଗୁଡ଼ିକୁ ଗସ୍ତ କରି ଫେରିବା ପରେ ବିଜେପି ପ୍ରେସମିଟ୍ କରିଛି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କୋଟିଆ…

ଚାଷୀ ସମସ୍ୟାକୁ ନେଇ ସମ୍ବଲପୁରରେ ବିଜେପିର ରାଲି, ଆରଡିସି ଅଫିସ ଘେରାଉ

ଭୁବନେଶ୍ୱର : ରାଜ୍ୟରେ ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି । ରାଜ୍ୟ ସରକାରଙ୍କ ପାଇଁ ସମସ୍ୟାରେ ପଡୁଛନ୍ତି ଚାଷୀ । ମଣ୍ଡିରେ ଧାନ ପଡ଼ିରହିବା ମନୁଷ୍ୟକୃତ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ଟୋକନ ଓ ମଣ୍ଡି ବ୍ୟବସ୍ଥା ନେଇ ୩୭ଟି…

ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ । ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ରାତି ୮ଟାରେ ଭୁବନେଶ୍ୱରରେ ପହଞ୍ଚିବେ । ସେଠାରେ ତାଙ୍କୁ ଦଳୀୟ ନେତା ସମ୍ବର୍ଦ୍ଧିତ କରିବେ । ତିନି ଦିନିଆ ପ୍ରଥମ ଓଡ଼ିଶା ଗସ୍ତରେ ଆସୁଛନ୍ତି…

ବିଜେପି ଛାଡିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେଇଛନ୍ତି ଜଗନ୍ନାଥ ପ୍ରଧାନ । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ଦେଇଛନ୍ତି । ବ୍ୟକ୍ତିଗତ କାରଣରୁ ଦଳ ପାଇଁ ସମୟ ଦେଇ ପାରୁ ନ ଥିବା ସେ ଏହି ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି । ୨୦୧୯ ସାଧାରଣ ନିର୍ବାଚନରେ ସେ…