ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ୍ : କୋଭିଡ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ନାହାନ୍ତି ସରକାର
ଭୁବନେଶ୍ବର : ନିୟନ୍ତ୍ରଣରେ କୋଭିଡ ଦ୍ବିତୀୟ ଲହରୀ । ଆଗକୁ ଆସୁଛି ତୃତୀୟ ଲହରୀ । ଏଥିପାଇଁ ଲୋକଙ୍କ ମନରେ ଏକ ପ୍ରକାର ଚିନ୍ତା ବି ବଢ଼ିବାରେ ଲାଗିଲାଣି । କିନ୍ତୁ ତୃତୀୟ ଲହରୀକୁ ନେଇ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ରାଜ୍ୟ ବିଜେପି । ତୃତୀୟ ଲହରରେ ଶିଶୁ ମାନେ ବିଶେଷ ଭାବେ…