Latest Odisha News

BREAKING NEWS

Browsing Tag

Bjp Worker

ଅପରାଜିତାଙ୍କୁ ତୀବ୍ର ବିରୋଧ

ଭୁବନେଶ୍ୱର :  ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି କର୍ମୀଙ୍କ ବିରୋଧ । ବେଗୁନିଆର ମଣ୍ଡଳ ସଭାପତି ମାନଙ୍କ ସହ ୪୦ ପଞ୍ଚାୟତର ବିଜେପି କର୍ମୀ ଓ ସମର୍ଥକମାନେ ସାଂସଦଙ୍କୁ ଖୋଲାଖୋଲି ବିରୋଧ କରିଛନ୍ତି। ବିଜେପି ଦଳୀୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟଙ୍କୁ ଅଣଦେଖା କରି ସାଂସଦ…

‘ଏକାମ୍ର କାନନରୁ ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ’

ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ରକାନନ ଫାର୍ମ ଜମିକୁ ନେଇ ସାଧାରଣ ପ୍ରଶାସନ ବିଭାଗକୁ ହସ୍ତାନ୍ତର ବିରୋଧରେ ବିଜେପି ପକ୍ଷରୁ ଫାର୍ମ ସମ୍ମୁଖରେ ବିରୋଧ ପ୍ରଦର୍ଶନ । ଭୁବନେଶ୍ୱର ଏକାମ୍ର ଉଦ୍ୟାନ ପରିସରରୁ ଗୋଟିଏ ବି ଗଛ କଟାଯିବାକୁ ଦିଆଯିବନି। ଗଛ କଟାଗଲେ ନବୀନ ନିବାସ ଆଗରେ ସତ୍ୟାଗ୍ରହ ହେବ।…

ଗଞ୍ଜାମରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ମୃତ

ଭଞ୍ଜନଗର/ସୋରଡା : ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ବୁଧବାର ରାତିରେ ୨ ବିଜେପି କର୍ମୀଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳ ଗ୍ରାମରେ ସଦାନନ୍ଦ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ କେହି ଦୁବୃର୍ତ୍ତ ରାଜନୈତିକ…