Latest Odisha News

BREAKING NEWS

Browsing Tag

Bjp

ନୀଳଗିରିରୁ ସୁକାନ୍ତ ନା ପୁଣି ଫେରିବେ ପ୍ରତାପ?

ଭୁବନେଶ୍ୱର: ରାଜ୍ୟ ରାଜନୈତିକ ଦୃଷ୍ଟିକୋଣରୁ ଅନ୍ୟତମ ପ୍ରମୁଖ ବିଧାନସଭା କ୍ଷେତ୍ର ହେଉଛି ବାଲେଶ୍ୱର ଜିଲ୍ଲାର ନୀଳଗିରି ବିଧାନସଭା କ୍ଷେତ୍ର। ନୀଳଗିରି ବିଧାନସଭା ଆସନର ଇତିହାସକୁ ଦେଖିଲେ ଏହି ସିଟରେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଜିତିଛନ୍ତି। କଂଗ୍ରେସଠୁ ଆରମ୍ଭ କରି ଜନତା…

ଆନ୍ଧ୍ରରେ ଚନ୍ଦ୍ରବାବୁଙ୍କୁ ସାଇଡ କରି ବିଜେପି ସହ ମେଣ୍ଟ କରିବେ ଜଗନ!

ଭୁବନେଶ୍ୱର: ନିର୍ବାଚନ ଯେତିକି ପାଖେଇ ଆସୁଛି ଆନ୍ଧ୍ରପ୍ରଦେଶ ରାଜନୀତି ସେତିକି ସରଗରମ ହେଉଛି। ଟିଡିପି ମୁଖ୍ୟ ତଥା ଆନ୍ଧ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ ହେବା ପରେ ରାଜ୍ୟ ରାଜନୀତି ଆହୁରି ତୀଵ୍ର ହୋଇଛି। ସେପଟେ ବିଜେପି ସହ ସମ୍ପର୍କ ଦୃଢ କରିବାକୁ ଉଭୟ ଶାସକ…

ଏମପିରେ ପରିସ୍ରା ଯୋଗୁ ବିଜେପି ଟିକେଟ କାଟିଲା, ଏବେ ଶୁକ୍ଳା ହେବେ ସ୍ୱାଧୀନ ପ୍ରାର୍ଥୀ!

ଭୁବନେଶ୍ୱର: ଛିଡୁନି ମଧ୍ୟପ୍ରଦେଶରେ ବିଜେପିର ଟିକେଟ ଅଡୁଆ। ଆଗାମୀ ନିର୍ବାଚନ ପାଇଁ ଦଳ କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କୁ ଟିକେଟ ଦେଇ ନୂଆ ଏକ୍ସପେରିମେଂଟ କରିଥିବା ବେଳେ ବହୁ ସିଟରେ ବିରୋଧ ଓ ବିଦ୍ରୋହ ଦେଖିବାକୁ ମିଳିଛି। ଏମପିର ଏମିତି ଏକ ଚର୍ଚ୍ଚିତ ସିଟକୁ ନେଇ ଏବେ ଜୋରଦାର ଚର୍ଚ୍ଚା।…

ଛତିଶଗଡରେ ଗରିବ ଅସ୍ତ୍ରରେ ମୋଦିଙ୍କ ଆକ୍ରମଣ, ବସ୍ତର ବନ୍ଦ କରିଦେଲା କଂଗ୍ରେସ!

ଭୁବନେଶ୍ୱର: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ରାଜ୍ୟକୁ ମାରାଥନ ଗସ୍ତ କରୁଛନ୍ତି। ଏହି କ୍ରମରେ ମୋଦି ଛତିଶଗଡ଼ ଗସ୍ତ କରିଛନ୍ତି। ଛତିଶଗଡ଼ ଜଗଦଲପୁରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ବିହାରରେ…

ରାହୁଲ କହିଲେ ଏମପିରେ ହେବ ଗାନ୍ଧୀ ଗୋଡସେ ଲଢେଇ

ଭୁବନେଶ୍ୱର: ସରଗରମ ହେଉଛି ମଧ୍ୟପ୍ରଦେଶ ରାଜନୀତି। ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଭିନ୍ନ ଭିନ୍ନ ସର୍ଭେ ରିପୋର୍ଟ ବି ଆସୁଛି। ବିଜେପି ନିଜର ରଣନୀତି ବଦଳାଇବା ସହ କେନ୍ଦ୍ରମନ୍ତ୍ରୀ ଓ ସାଂସଦ ମାନଙ୍କୁ ନିର୍ବାଚନ ମଇଦାନକୁ ଓଲ୍ହାଉଛି। କିନ୍ତୁ ଟାଇମସ ନାଓ ନବଭାରତ ପକ୍ଷରୁ…

ବାଲେଶ୍ୱର ସଦରରେ ଏଥର ଜୀବନ ପ୍ରଦୀପ ଖେଳିବେ ଖେଳ !

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପୂର୍ବରୁ ରାଜ୍ୟରେ ଯେଉଁ କେତୋଟି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଚର୍ଚ୍ଚା ହେଉଛି ସେଥିମଧ୍ୟରୁ ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀ ଅନ୍ୟତମ। ୨୦୧୯ ନିର୍ବାଚନରେ ଏହି ଆସନ ବିଜେପି ଦଖଲକୁ ଯାଇଥିଲା। ଲଗାତର ଦୁଇଥର ବିଜେଡି ଟିକେଟରୁ ଜିତିଥିବା ଜୀବନ…

ଏମପିରେ ସିନ୍ଧିଆ ଲଢିବେ ବିଧାନସଭା ନିର୍ବାଚନ, ପ୍ରତିଶୋଧ ନେବାକୁ କଂଗ୍ରେସର ମାଷ୍ଟର ପ୍ଲାନ!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ବିଜେପି ଦୁଇଟି ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବା ସହ କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କୁ ବିଧାନସଭା ମୈଦାନକୁ ଓଲ୍ହାଇଛି। ଏପରିକି ଦଳ ପକ୍ଷରୁ ଖୁବ ଶୀଘ୍ର ତୃତୀୟ ତାଲିକା ଘୋଷଣା ହେବ। ସେଥିରେ ଆହୁରି ଚମକାଇଲା ଭଳି ସ୍ଥିତି ଦେଖିବାକୁ ମିଳିବ ବୋଲି…

ରାଜସ୍ଥାନରେ ବସୁନ୍ଧରା ଆଉଟ, ଦିୟା କୁମାରୀଙ୍କୁ ନେଇ ବିଜେପି ଖେଳିବ ବଡ଼ ଗେମ !

ଭୁବନେଶ୍ୱର: ବଦଳୁଛି ରାଜସ୍ଥାନ ରାଜନୀତିର ସମୀକରଣ। ରାଜସ୍ଥାନ ବିଜେପିର ପ୍ରମୁଖ ଚେହେରା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆଙ୍କୁ ଆଉ କେନ୍ଦ୍ରୀୟ ନେତୃତ୍ୱ ଗୁରୁତ୍ୱ ଦେଉ ନ ଥିବା ଦେଖିବାକୁ ମିଳିଛି। ଆଉ ଜଣେ ନୂଆ ନେତୃତ୍ୱକୁ ତାଙ୍କ ସ୍ଥାନ ପୂରଣ ପାଇଁ ଦଳ ଆଗକୁ…

ମୋଦିଙ୍କ ପୂର୍ବରୁ ରାହୁଲ ରାମ ମନ୍ଦିରରେ ପୂଜା ସାରିଦେବେ !

ଭୁବନେଶ୍ୱର: ଆସନ୍ତାବର୍ଷ ଜାନୁଆରୀ ମାସରେ ଅଯୋଧ୍ୟାରେ ରାମମନ୍ଦିର ପ୍ରତିଷ୍ଠା ହେବ। ନିର୍ବାଚନ ପୂର୍ବରୁ ରାମ ମନ୍ଦିର ପ୍ରତିଷ୍ଠା ମାଧ୍ୟମରେ ବିଜେପି ଦେଶବ୍ୟାପୀ ମାହୋଲ ତିଆରି କରିବାକୁ ଉଦ୍ୟମ କରୁଥିବା କୁହାଯାଉଛି। ଏପରିକି ସେଥିପାଇଁ ଦେଶର ବିଭିନ୍ନ ରାଜ୍ୟରୁ ଲୋକମାନଙ୍କୁ ଅଯୋଧ୍ୟା…

ଏଥର ସୋର ଦେଖିବ ନୂଆ ମୁହଁ !

ଭୁବନେଶ୍ୱର: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ବାଲେଶ୍ଵର ଜିଲ୍ଲାର ନିର୍ବାଚନମଣ୍ଡଳୀଗୁଡିକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି କ୍ରମରେ ସୋର ନିର୍ବାଚନ ମଣ୍ଡଳୀରେ ୨୦୨୪ ର ଚିତ୍ର କଣ ହେବ ତାକୁ ନେଇ ଭିନ୍ନ ଭିନ୍ନ ଆକଳନ ଆରମ୍ଭ ହୋଇଛି। ୨୦୧୯ ନିର୍ବାଚନରେ ବିଜେଡିର ପର୍ଶୁରାମ ଧଡ଼ା ୫୪…