Latest Odisha News
Browsing Tag

Bjp

ପ୍ରତିଶୋଧ ମୁଡରେ କଂଗ୍ରେସ, ବିଜେପିକୁ ସଫା କରିବାକୁ ‘ଅପରେସନ ପାମ’!

ଭୁବନେଶ୍ୱର: କର୍ଣ୍ଣାଟକରେ ଯେସାକୁ ତେସା ନ୍ୟାୟରେ କଂଗ୍ରେସ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। ସରକାରକୁ ଆସିବା ପରେ ପୂର୍ବ ବିଜେପି ସରକାର ଦ୍ୱାରା କରାଯାଇଥିବା ବହୁ କାର୍ଯ୍ୟ ଉପରେ ରୋକ ଲଗାଇବା ସହ କଂଗ୍ରେସ ସରକାର କଡା ପଦକ୍ଷେପ ନେଉଛି। ଅନ୍ୟପକ୍ଷରେ କର୍ଣ୍ଣାଟକରେ କଂଗ୍ରେସ…

ରାହୁଲଙ୍କ ମାୟାଜାଲରେ ବିଜେପି!

ଭୁବନେଶ୍ୱର: ଲଦାଖ ଗସ୍ତରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଶୈଳୀରେ କାର୍ଯ୍ୟ କରୁଛନ୍ତି। କନ୍ୟାକୁମାରୀରୁ କାଶ୍ମୀର ପର୍ଯ୍ୟନ୍ତ ଭାରତ ଯୋଡୋ ଯାତ୍ରା ମାଧ୍ୟମରେ ଏକ ବଡ଼ ବାତାବରଣ ସୃଷ୍ଟି କରିବାରେ ସଫଳ ହୋଇଥିବା ରାହୁଲ ତା ପରେ ସେଭଳି ଢାଞ୍ଚାରେ ହିଁ କାର୍ଯ୍ୟ…

‘ମଧ୍ୟପ୍ରଦେଶ ରାଜନୀତି’, ସିନ୍ଧିଆଙ୍କୁ ପାଖକୁ ନେଇ ବଡ଼ ଝଟକା ଦେଲା ବିଜେପି !

ଭୁବନେଶ୍ୱର: ଚଳିତ ବର୍ଷ ଶେଷରେ ହେବାକୁ ଥିବା ପାଞ୍ଚୋଟି ରାଜ୍ୟର ବିଧାନସଭା ନିର୍ବାଚନ ମଧ୍ୟରେ ମଧ୍ୟପ୍ରଦେଶ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି। ୨୦୧୮ ମସିହା ନିର୍ବାଚନରେ ସେଠାରେ କଂଗ୍ରେସ ଜିତି ସରକାର ଗଢ଼ିଥିଲେ ମଧ୍ୟ ନିଜ ଦଳର ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ବିଦ୍ରୋହ ଯୋଗୁ ସରକାର…

ଲଦାଖରେ ମ୍ୟାଚ ଦେଖିଲେ, ବାଇକ ଚଳାଇଲେ, ବିଜେପି ଉପରେ ବର୍ଷିଲେ ରାହୁଲ

ଭୁବନେଶ୍ୱର: ନିଜର ଲଦାଖ ଗସ୍ତ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ବିଜେପି ଓ ଆରଏସଏସକୁ ଟାର୍ଗେଟ କରିଛନ୍ତି। ଲେହ ଠାରେ ଯୁବ ବର୍ଗଙ୍କ ସହ ଆଲୋଚନା ବେଳେ ଭାରତ ସ୍ୱାଧୀନତାର ମୂଳଦୁଆ ସମ୍ବିଧାନ ବୋଲି ରାହୁଲ କହିଛନ୍ତି। ସାମ୍ବିଧାନିକ ଵ୍ୟଵସ୍ଥା ଅନୁଯାୟୀ ବିଭିନ୍ନ ଅନୁଷ୍ଠାନ…

ଛତିଶଗଡରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଜେପିରୁ ଲଢ଼ିବେ ବଘେଲ

ଭୁବନେଶ୍ୱର: ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଏକ ବଡ଼ ଗେମ ଖେଳିଛି। ଛତିଶଗଡ଼ରେ କଂଗ୍ରେସ ଶାସନରେ ଥିବାବେଳେ କ୍ଷମତା ବଜାୟ ରଖିବାକୁ ଦଳ ଉଦ୍ୟମକୁ ଜୋରଦାର କରିଛି। ଦଳ ଭିତରେ ଥିବା ଅନ୍ତଃକନ୍ଦଳକୁ ମ୍ୟାନେଜ କରିବା ପାଇଁ ଟି ଏସ ସିଂଦେଓଙ୍କୁ ଶେଷ ପର୍ଯ୍ୟାୟରେ…

ବିଜେପିକୁ ବଦଳାଇଦେଲା କର୍ଣ୍ଣାଟକ, ହାରୁଥିବା ସ୍ଥାନରେ ହେଲା ଆଗୁଆ ପ୍ରାର୍ଥୀ ଘୋଷଣା !

ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ହୋଇନି କିନ୍ତୁ ବିଜେପି ଯଥେଷ୍ଟ ପୂର୍ବରୁ ଛତିଶଗଡ଼ ଓ ମଧ୍ୟପ୍ରଦେଶ ପାଇଁ ପ୍ରାର୍ଥୀ ଘୋଷଣା କରିବାକୁ ନେଇ ରାଜନୈତିକ ଚର୍ଚ୍ଚା ତୀଵ୍ର ହେବାରେ ଲାଗିଛି। ନିର୍ବାଚନ ତାରିଖ ଘୋଷଣା ହେବା ପରେ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସି ପ୍ରାର୍ଥୀ ଚୟନରେ…

‘୨୫ ବିଧାୟକ ଦଳ ଛାଡିବେ, କର୍ଣ୍ଣାଟକରେ ଭାଙ୍ଗିଯିବ କଂଗ୍ରେସ ସରକାର’

ଭୁବନେଶ୍ୱର: ଆସନ୍ତା ଲୋକସଭା ନିର୍ବାଚନ ପୁର୍ବରୁ କର୍ଣ୍ଣାଟକର କଂଗ୍ରେସ ସରକାର ଭାଙ୍ଗିଯିବ। ଏଭଳି ଦାବି ରଖିଛନ୍ତି କର୍ଣ୍ଣାଟକର ବରିଷ୍ଠ ବିଜେପି ବିଧାୟକ ବାସନାଗୌଡା ପାଟିଲ ୟାତନାଲ। ଶାସକ ଦଳ କଂଗ୍ରେସର ୨୫ ରୁ ଅଧିକ ବିଧାୟକ ଦଳ ଛାଡିବାକୁ ପ୍ରସ୍ତୁତ ହୋଇ ରହିଥିବା ସେ କହିଛନ୍ତି।…

ମମତା ଦିଲ୍ଲୀ ଯିବେ, ଧାରଣା ଦେଇ ହକ ମାଗିବେ, ନ ମିଳିଲେ ପାନେ ଦେବେ!

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ଫଣ୍ଡ ରୋକାଯିବା ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ଆନ୍ଦୋଳନ କରିବ ତୃଣମୂଳ କଂଗ୍ରେସ। ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ ଏହି ଆନ୍ଦୋଳନର ନେତୃତ୍ୱ ନେବେ। ଅକ୍ଟୋବର ଦୁଇ ତାରିଖ ଗାନ୍ଧୀ ଜୟନ୍ତୀରେ ଟିଏମସି…

ମଧ୍ୟପ୍ରଦେଶରେ ବିଜେପିକୁ ୫୦ ପ୍ରତିଶତ କମିଶନ ଡର, ପ୍ରିୟଙ୍କାଙ୍କ ବଡ଼ ଗେମ !

ଭୁବନେଶ୍ୱର: ମଧ୍ୟପ୍ରଦେଶର ବିଜେପି ସରକାର ବିରୋଧରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଦୁର୍ନୀତି ଅଭିଯୋଗ ଆଣି ଦଳୀୟ ରୋଷର ଶିକାର ହୋଇଛନ୍ତି। ରାଜ୍ୟ ସରକାରଙ୍କ ବିରୋଧରେ ୫୦ ପ୍ରତିଶତ କମିସନ ଅଭିଯୋଗ ଆଣିବା ପରେ ମଧ୍ୟପ୍ରଦେଶରେ ବିଜେପି ପକ୍ଷରୁ ପ୍ରିୟଙ୍କାଙ୍କ ବିରୋଧରେ ଏତଲା…

ଶରଦ ‘ଇଣ୍ଡିଆ’ ର ନା ଏନଡିଏର, ବୁଝିପାରୁନାହାନ୍ତି ବିରୋଧୀ !

ଭୁବନେଶ୍ୱର: ଚଳିତ ମାସ ୩୧ ତାରିଖରେ ମୁମ୍ବାଇରେ ହେବାକୁ ଥିବା ବିରୋଧୀ ମେଣ୍ଟ ଇଣ୍ଡିଆର ତୃତୀୟ ବୈଠକକୁ ନେଇ ନାନା ଆକଳନ ମୁଣ୍ଡ ଟେକିଲାଣି। ବିରୋଧୀଙ୍କ ଏହି ବୈଠକ ବହୁ ଦୃଷ୍ଟିକୋଣରୁ ଗୁରୁତ୍ୱ ବହନ କରିଥିବାବେଳେ ବରିଷ୍ଠ ନେତା ଶରଦ ପାୱାର ଓ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ…