ତାରିଖ ଘୋଷଣା ହୋଇନି, ବିଜେପି ବିଧାୟକ ନିଜେ ନିଜର ନିର୍ବାଚନ କରାଇଦେଲେ
ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ନିର୍ବାଚନ ହେଉଛି। କଥାଟା ଟିକେ ଅଡ଼ୁଆ ଲାଗୁଥିଲେ ମଧ୍ୟ ସତ୍ୟ। ଏଭଳି କିଛି ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ।
ଚଳିତ ବର୍ଷ ଶେଷ ଭାଗରେ ଅର୍ଥାତ ଡିସେମ୍ବର ମାସରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ହେବ। ଏ ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ଏ ଯାଏ…