ଆସନ୍ତାକାଲି ଓଡ଼ିଶା ଆସିପାରନ୍ତି ଅମିତ ଶାହ ! ଗସ୍ତକୁ ନେଇ ଚାଲିଛି ରାଜନୈତିକ ଅଙ୍କକଷା
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିପାରନ୍ତି ଅମିଶ ଶାହ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଯଦିଓ ଏ ନେଇ ସରକାରୀ ସ୍ତରରେ ବିସ୍ତୃତ ଭାବେ କୁହାଯାଇ ନାହିଁ ତେବେ ଗଣମାଧ୍ୟମ ସୂତ୍ରରୁ ଜଣାପଡିଛି । ଏପରିକି ଅମିତ ଶାହ…