Latest Odisha News

BREAKING NEWS

Browsing Tag

Bjp

ବିରୋଧୀଙ୍କୁ ଧୋକା ଦେବେ ନୀତିଶ !

ଭୁବନେଶ୍ୱର: ବିରୋଧୀ ଏକତା ବୈଠକକୁ କାଉଣ୍ଟର କରିବ ଏନଡିଏ ବୈଠକ। ବିଜେପିକୁ ଶାସନରୁ ହଟାଇବା ପାଇଁ ବିରୋଧୀ ଦଳ ଗୁଡିକ ଏକ ହେଉଛନ୍ତି। ବିରୋଧୀଙ୍କ ପ୍ରଥମ ବୈଠକ ପାଟନାରେ ହୋଇସାରିଥିବା ବେଳେ ଦ୍ଵିତୀୟ ବୈଠକ ଆସନ୍ତା ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ହେବ। ସେଥିପାଇଁ ବିରୋଧୀ ଦଳ ଗୁଡିକ…

‘ଗୋଟିଏ ଦେଶ ଗୋଟିଏ ଦଳ’ ଫର୍ମୁଲା, ଭାରତରେ କେବଳ ବିଜେପି ରହିବ!

ଭୁବନେଶ୍ୱର: ଗୋଟିଏ ଦେଶ ଗୋଟିଏ ବ୍ୟବସ୍ଥାକୁ ନେଇ ବର୍ତ୍ତମାନ ଦେଶରେ ରାଜନୈତିକ ଉଷ୍ମତା ତୀଵ୍ର ହେବାରେ ଲାଗିଛି। ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ବିଜେପି ସରକାର ଦେଶରେ ଗୋଟିଏ ବ୍ୟବସ୍ଥା ଲାଗୁ ଉପରେ ଗୁରୁତ୍ବ ଦେଇଥିବା ଚର୍ଚ୍ଚା ହେଉଥିବା ବେଳେ ଏବେ ଏକକ ନାଗରିକ ସଂହିତାକୁ ନେଇ ରାଜନୀତି…

‘ବିଜେପି’ ସବୁଆଡେ ଶକ୍ତି ବଢ଼ାଉଛି, ଓଡ଼ିଶାରେ ଦୁର୍ବଳ କରୁଛି!

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ଗୌହାଟୀରେ ବିଜେପି ଜୋରଦାର ମନ୍ଥନ କରିଛି। ଓଡିଶାରେ ଶାସନକୁ ଆସିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ଦଳୀୟ ନେତାମାନେ କହୁଛନ୍ତି। କିନ୍ତୁ ଗତ କିଛି ଦିନର ଦଳୀୟ କାର୍ଯ୍ୟକ୍ରମ, ସଂଗଠନର ରୂପରେଖ ଓ କେନ୍ଦ୍ରୀୟ ନେତୃତ୍ବର ଓଡିଶା ବିଜେପି ପ୍ରତି…

ବିଜେପିକୁ ଟେନସନରୁ ମୁକ୍ତି ଦେବ କି ଟିଫିନ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ରାଜ୍ୟକୁ ଘନ ଘନ ଗସ୍ତ କରୁଛନ୍ତି। ଦଳୀୟ ନେତା କର୍ମୀ ଓ କାର୍ଯ୍ୟକର୍ତାଙ୍କୁ ଭେଟୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ମଧ୍ୟରେ ଆଉ ଏକ ପ୍ରସଙ୍ଗକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶ…

‘ମୁଖ୍ୟମନ୍ତ୍ରୀ ଅସୁସ୍ଥ’, ତାଙ୍କୁ ଗୃହବନ୍ଦୀ ରଖାଯାଇଛି ବୋଲି କହିଲେ ଅପରାଜିତା

ଭୁବନେଶ୍ୱର: ପୁଣି ନା ନନେଇ ଟାର୍ଗେଟ୍ କଲେ ଅପରାଜିତା । ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା ଜିଲ୍ଲାର ମଳିପଡ଼ାର ଏକ ସଭାରେ ପୁଣି ଥରେ ବର୍ଷିଛନ୍ତି । କହିଛନ୍ତି, ରାଜ୍ୟରେ ନିର୍ବାଚିତ ନେତା, ମନ୍ତ୍ରୀ ସଭାକୁ ଯାଉ ନାହାନ୍ତି କି ଘୋଷଣା କରୁ ନାହାନ୍ତି ।…

ମହାରାଷ୍ଟ୍ରରେ ବିଜେପିର ପ୍ରେସର ଗେମ, ସିନ୍ଦେ ନିଜେ ଛାଡି ପଳାଇବେ!

ଭୁବନେଶ୍ୱର: ମହାରାଷ୍ଟ୍ରରେ ହରଡ଼ଘଣାରେ ପଡିଛନ୍ତି ଏକନାଥ ସିନ୍ଦେ। ସିନ୍ଦେ ବିଜେପି ସରକାରରେ ଅଜିତ ପାୱାର ଗୋଷ୍ଠୀଙ୍କ ଏଣ୍ଟ୍ରି ପରେ ସିନ୍ଦେ ଗୋଷ୍ଠୀ ବିଧାୟକ ଓ ନେତାମାନଙ୍କ ଭିତରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ସେଥିପାଇଁ ବିଜେପି ନେତା ତଥା ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର…

ବିଜେପିକୁ ଘାରିଲା ଗାଦି ବଞ୍ଚାଇବା ଚିନ୍ତା! ମୋଦି କଲେଣି ମାରାଥାନ ପ୍ରଚାର

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ମୋଦି ପ୍ରଚାରକୁ ଜୋରଦାର କରିଛନ୍ତି। ଦେଶର ବିଭିନ୍ନ ପ୍ରମୁଖ ରାଜ୍ୟ ସହ ଲୋକସଭା ନିର୍ବାଚନ ଥିବାରୁ ଲଗାତର ତୃତୀୟ ଥର ପାଇଁ କ୍ଷମତାକୁ ଆସିବାକୁ ବିଜେପି ଉଦ୍ୟମକୁ ଜୋରଦାର କରିଛି। ସେଥିପାଇଁ ସାଙ୍ଗଠନିକ ପରିବର୍ତ୍ତନଠୁ ଆରମ୍ଭ କରି…

ଡିଏନ୍ ଗ୍ରୁପ୍ ଉପରେ ଆୟକର ଚଢ଼ଉକୁ ନେଇ ବିଜେପି ଡାର୍ଟି ପଲିଟିକ୍ସ କରୁଛି: ବିଜେଡି

ଭୁବନେଶ୍ୱର: ସ୍ପର୍ଶକାତର ମାମଲାରେ ବିଜେଡି ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ବିଜେପିର ପୁରୁଣା ଅଭ୍ୟାସ। ତେଣୁ ଏବେ ଡିଏନ୍ ଗ୍ରୁପ୍ଉ ପରେ ଆୟକର ଚଢ଼ଉକୁ ନେଇ ଓଡ଼ିଶା ବିଜେପି ନେତାମାନେ ପୁଣିଥରେ ଡାର୍ଟି ପଲିଟିକ୍ସ କରିବା ଆରମ୍ଭ କରି ଦେଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…

ଶରଣ ପଶିଲେ ଜଗନ!

ଭୁବନେଶ୍ୱର: ବିଜେପିର ଆଭିମୁଖ୍ୟକୁ ନେଇ ଚିନ୍ତାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ। କେନ୍ଦ୍ରର ବିଜେପି ସରକାରକୁ ସବୁବେଳେ ସହଯୋଗ ଯୋଗାଇ ଆସୁଥିବା ଜଗନଙ୍କୁ ବିଜେପିର କେନ୍ଦ୍ରୀୟ ନେତାମାନେ ଟାର୍ଗେଟ କରିବା ପରେ ଜଗନଙ୍କ ଚିନ୍ତା ବଢିଛି। ଏପରିକି ମୋଦୀଙ୍କ ନଅ ବର୍ଷ ଶାସନ…

ଫଡନାଭିଶଙ୍କ ‘ପାୱାର’ ଗେମ, ଫସିଗଲେ ସିନ୍ଦେ!

ଭୁବନେଶ୍ୱର: ମହାରାଷ୍ଟ୍ରରେ ରାଜନୀତି ଦିନକୁ ଦିନ ଗୋଳମାଳିଆ ହେଉଛି। ଏନସିପିର ଦୁଇ ଗୋଷ୍ଠୀ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶରଦ ପାୱାର ନା ଅଜିତ ପାୱାରଙ୍କ ମଧ୍ୟରେ କାହା ସପକ୍ଷରେ ଅଧିକ ବିଧାୟକ ଅଛନ୍ତି ତାକୁ ନେଇ ବଳ କସିଛନ୍ତି ଉଭୟ ନେତା। ସେପଟେ ଅଜିତ ପାୱାର ଗୋଷ୍ଠୀ ସରକାରରେ ସାମିଲ…