ଫଡନାଭିଶଙ୍କ ‘ପାୱାର’ ଗେମ, ଫସିଗଲେ ସିନ୍ଦେ!
ଭୁବନେଶ୍ୱର: ମହାରାଷ୍ଟ୍ରରେ ରାଜନୀତି ଦିନକୁ ଦିନ ଗୋଳମାଳିଆ ହେଉଛି। ଏନସିପିର ଦୁଇ ଗୋଷ୍ଠୀ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶରଦ ପାୱାର ନା ଅଜିତ ପାୱାରଙ୍କ ମଧ୍ୟରେ କାହା ସପକ୍ଷରେ ଅଧିକ ବିଧାୟକ ଅଛନ୍ତି ତାକୁ ନେଇ ବଳ କସିଛନ୍ତି ଉଭୟ ନେତା।
ସେପଟେ ଅଜିତ ପାୱାର ଗୋଷ୍ଠୀ ସରକାରରେ ସାମିଲ…