କର୍ଣ୍ଣାଟକରେ ସଫଳ ହେଲା ୪୦ ଏବେ ମଧ୍ୟପ୍ରଦେଶରେ ୪୦୦ ଫର୍ମୁଲା
ଭୁବନେଶ୍ୱର: ମଧ୍ୟପ୍ରଦେଶରେ କଂଗ୍ରେସର ବଡ଼ ପ୍ଲାନ। ପୂର୍ବରୁ ପାରମ୍ପରିକ ଢଙ୍ଗରେ ନିର୍ବାଚନ ଲଢ଼ୁଥିବା କଂଗ୍ରେସ ଏବେ ଷ୍ଟ୍ରାଟେଜିରେ ବହୁ ଆଗରେ ରହୁଥିବା ଦେଖିବାକୁ ମିଳୁଛି।
ଏପରିକି କର୍ଣ୍ଣାଟକରେ କଂଗ୍ରେସ ୧୩୫ ସିଟ ଜିତିଥିବା ବେଳେ ଏ ନେଇ ଦଳର ରଣାନୀତିକାର ଆଗରୁ ଆକଳନ କରିସାରିଥିବା…