Latest Odisha News
Browsing Tag

Bjp

ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ 

ଭୁବନେଶ୍ୱର: ବିଜେପିରେ ମିଶିଲେ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ । ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଦଳରେ  ସାମିଲ ହୋଇଛନ୍ତି। ମାଷ୍ଟରକ୍ୟାଂଟିନ ଛକରୁ ବିଜେପି ପାର୍ଟି ଅଫିସ ଯାଏଁ ଏକ…

କ’ଣ ରହିଛି ରାହୁଲଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାର ପ୍ଲାନ୍?

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ଜାନୁଆରୀ ୨୯ରେ ବିହାରରେ ପ୍ରବେଶ କରିବ। କିଶାନଗଞ୍ଜ ଦେଇ ପ୍ରବେଶ କରିଥିବା ଏହି ଯାତ୍ରା ଜାନୁଆରୀ ୩୦ ରେ ପୂର୍ଣ୍ଣିଆରେ ପହଞ୍ଚିବ ଯେଉଁଠାରେ ରାହୁଲ ଗାନ୍ଧୀ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିବେ। ତେବେ ଏହି ଯାତ୍ରା ପଛରେ ରାହୁଲ…

ବିଜେଡ଼ିକୁ ଝଟକା, ବିଜେପିରେ ମିଶିଲେ ପଶ୍ଚିମ ଓଡ଼ିଶାର ଏହି ଟାଣୁଆ ନେତା

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଯୁବନେତା ମଧୂସୁଦନ ଶର୍ମା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି। କେବଳ ଇସ୍ତଫା ଦେଇନାହାନ୍ତି ବରଂ ବିଜେପିରେ ନିଜ ଦଳବଳ ସହିତ ବିଜେପିରେ ଯୋଗ ଦେଇଛନ୍ତି। ସେପଟେ ବିଜେପିରେ ଯୋଗ ଦେଇଥିବା ଏହି ନେତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ସ୍ୱାଗତ କରିଛନ୍ତି।…

କଟକକୁ ନେଇ ବିଜେପିର ମୁଣ୍ଡବିନ୍ଧା, ଧାଡ଼ିରେ ମାଳମାଳ ନେତା

କଟକ: ସାଧାରଣ ନିର୍ବାଚନକୁ ଏବେ ୩ ମାସ ରହିଥିବା ବେଳେ ଏବେଠାରୁ ରାଜ୍ୟରେ ରାଜନୈତିକ ପାଣିପାଗ ଧିରେ ଧିରେ ଦାନା ଧରିବା ଆରମ୍ଭ କଲାଣି। ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ବିଜେଡ଼ି, ବିଜେପି ଓ କଂଗ୍ରେସ ଅଙ୍କ କଷିବା ଆରମ୍ଭ କରିଦେଲେଣି। ସେପଟେ ଗୋଟିଏ ଗୋଟିଏ ଆସନରେ ଏକାଧିକ ଆଶାୟୀ ତଥା…

ହାଜର ହେଉ ନାହାନ୍ତି କେଜରିୱାଲ, ପଞ୍ଚମ ଥର ସମନ ଜାରି କରିପାରେ ED

ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଜର ହେବା ପାଇଁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ବା ଇଡ଼ି ଚତୁର୍ଥ ସମନ ଜାରି କରିଥିଲା। ଏହା ସତ୍ତ୍ୱେ ସେ ହାଜର ହୋଇନାହାଁନ୍ତି। ଇଡି ଉପରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ ଅନୁସନ୍ଧାନକାରୀ…

ଜନକଲ୍ୟାଣ ଯୋଜନାରେ ଦଳୀୟ ଚିହ୍ନର ବ୍ୟବହାର ମାମଲା: ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଜନ କଲ୍ୟାଣ ଯୋଜନାରେ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ସେମାନଙ୍କ ଦଳୀୟ ଚିହ୍ନକୁ ବ୍ୟବହାର ନେଇ ଏକ ପିଟିସନ ଦିଲ୍ଲୀ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଭାରତୀୟ ଜନତା ପାର୍ଟି, ଓଡ଼ିଶା ଶାଖାର ସାଧାରଣ ସମ୍ପାଦକ ଜତିନ ମହାନ୍ତି ଦିଲ୍ଲୀ ହାଇକୋର୍ଟରେ ଏହି ମାମଲା ରୁଜୁ କରିଥିଲେ।…

ଏମପିରେ ବିଜେପିକୁ ଜିତାଇ ନ ଦେବା ପାଇଁ କଂଗ୍ରେସର ପ୍ଲାନ ଏବିସିଡି !

ଭୁବନେଶ୍ୱର: ରାତି ପାହିଲେ ଭୋଟ ଗଣତି। ଏମପିରେ ପ୍ରସ୍ତୁତି ଜୋରଦାର ଚାଲିଛି। ସେପଟେ ଉଭୟ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ଜିତିବା ଦାବି ସହ ସରକାର ଗଢିବାକୁ ପ୍ରସ୍ତୁତ ହେଉଛନ୍ତି। ଏ ଭିତରେ କଂଗ୍ରେସ ପକ୍ଷରୁ ନିର୍ବାଚନ ଦାୟିତ୍ୱରେ ଥିବା ନେତାଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ସରକାର…

ରାଜସ୍ଥାନରେ କଂଗ୍ରେସ, ବିଜେପିକୁ ଖେଳାଇବ ବିଏସପି !

ଭୁବନେଶ୍ୱର: ରାଜସ୍ଥାନ ବିଧାନସଭା ନିର୍ବାଚନ ଭୋଟଗଣତି ପୁର୍ବରୁ ଭିନ୍ନ ଭିନ୍ନ ଆକଳନ ହେଉଥିବା ବେଳେ ପ୍ରମୁଖ ରାଜନୈତିକ ଦଳ ରଣନୀତି ପ୍ରସ୍ତୁତ କରୁଛନ୍ତି। ଏହି କ୍ରମରେ କିଙ୍ଗ ମେକର ଭୂମିକାରେ ଅବତୀର୍ଣ୍ଣ ହେବକୁ ଛୋଟ ଛୋଟ ଦଳ ମଧ୍ୟ ନିଜର ପ୍ରସ୍ତୁତି କରୁଛନ୍ତି। ବହୁଜନ ସମାଜବାଦୀ…

କଂଗ୍ରେସ ଜିତିଲେ ପାଇବ ଦୁଇ ଲକ୍ଷ, ବିଜେପି ଜିତିଲେ ଅଢେଇ ଲକ୍ଷ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ମତଦାନ ଶେଷ ହୋଇଥିବା ବେଳେ ଆସନ୍ତା ତିନି ତାରିଖରେ ଭୋଟ ଗଣତି ହେବ। ଏକା ସାଙ୍ଗରେ ସମସ୍ତ ରାଜ୍ୟର ଭୋଟ ଗଣତି ହେବ। ଯାହାକୁ ନେଇ ବିଭିନ୍ନ ରାଜ୍ୟର ରାଜନୈତିକ ଦଳର ନେତାଙ୍କ ମଧ୍ୟରେ ଆକ୍ଷେପପ୍ରତିଆକ୍ଷେପର ପର୍ବ ତୀଵ୍ର ହେବାରେ ଲାଗିଛି। ଏହି କ୍ରମରେ…

ଏମପିରେ ଆଗୁଆ ପୋଷ୍ଟାଲ ଭୋଟ ଗଣି ଫସିଗଲା ପ୍ରଶାସନ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଆଗୁଆ ପୋଷ୍ଟାଲ ଵାଲଟ ଖୋଲିବା ପ୍ରସଙ୍ଗକୁ ନେଇ ବିବାଦ ଥମିବାର ନାଁ ଧରୁନି। ଏମପିର ଵାଲାଘାଟରେ ଘଟିଥିବା ଏହି ଘଟଣାକୁ ନେଇ ରାଜନୀତି ତୀଵ୍ର ହେବା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଉଛି। ଏହି ଘଟଣା ପାଇଁ ଏସଡିଏମ ଗୋପାଳ ସୋନିଙ୍କୁ ନିଲମ୍ବିତ କରାଯାଇଛି।…