ଝାରସୁଗୁଡ଼ା ଉପନିର୍ବାଚନ, ନଅରୁ ତିନି ଲଢ଼ିବେ!
ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢେଇ। ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ପ୍ରାର୍ଥୀଙ୍କ ସମ୍ପର୍କରେ ସ୍ପଷ୍ଟତା ଆସିଛି। ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ ଲଢେଇ ପାଇଁ ନିଜ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି।…