Latest Odisha News

BREAKING NEWS

Browsing Tag

Bjp

‘କର୍ଣ୍ଣାଟକ ଲଢେଇ’ କଂଗ୍ରେସର ଅଭିଜ୍ଞତା ବନାମ ବିଜେପିର ନୂଆ ମୁହଁ

ଭୁବନେଶ୍ୱର: କର୍ଣ୍ଣାଟକରେ ଏଥର ନୂଆ ବନାମ ପୁରୁଣା ଲଢେଇ। ବିଜେପି ୭୦ ରୁ ଅଧିକ ନୂଆ ଚେହେରାକୁ ନିର୍ବାଚନ ମଇଦାନକୁ ଓଲ୍ହାଇଛି। ଏପରିକି ପ୍ରାୟ ୨୦ ଜଣ ବିଧାୟକଙ୍କ ଟିକେଟ କାଟିଛି ଦଳ। ଦଳର ବହୁ ବରିଷ୍ଠ ନେତା, ପୂର୍ବତନ ମୁଖ୍ୟମନ୍ତ୍ରୀ, ବରିଷ୍ଠ ବିଧାୟକ ତଥା ବହୁ ହେଭିୱେଟଙ୍କୁ ଟିକେଟ…

ଅପରାଜିତାଙ୍କୁ ଶ୍ରୀମୟୀଙ୍କ ସମାଲୋଚନା, ‘ସାଢେ ୪ କୋଟି ଓଡ଼ିଆଙ୍କ ଅପମାନକୁ ସମର୍ଥନ କରୁଛନ୍ତି ସାଂସଦ’

ଭୁବନେଶ୍ୱର: ସମ୍ବଲପୁର ହିଂସାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦର ବନ୍ଦ ଡାକରାକୁ ବିଜେପି ସାଂସଦ ଅପରାଜିତାଙ୍କ ସମର୍ଥନ ପରେ ପ୍ରତିକ୍ରିୟାଶୀଳ ହୋଇଛି ବିଜେଡି । ବିଜୁ ଜନତା ଦଳର ମୁଖପାତ୍ର ଶ୍ରୀମୟୀ ମିଶ୍ର, ଅପରାଜିତାଙ୍କୁ କାଉଣ୍ଟର କରିଛନ୍ତି । ଶ୍ରୀମୟୀ କହିଛନ୍ତି, ଓଡ଼ିଶାର ୪.୫ କୋଟି ଲୋକ…

ସମ୍ବଲପୁର ପରିସ୍ଥିତି ପାଇଁ ବିଜେଡିକୁ ଦାୟୀ କରି ବିଜେପିର ଟାର୍ଗେଟ, ପ୍ରଶାସନ ଉପରେ ବର୍ଷିଲେ ମନମୋହନ

ଝାରସୁଗୁଡା : ସମ୍ବଲପୁରରେ ଦେଖାଦେଇଥିବା ଅଶାନ୍ତ ସ୍ଥିତିକୁ ନେଇ ସରକାରଙ୍କୁ ବୁଧବାର ଟାର୍ଗେଟ କରିଛି ରାଜ୍ୟ ବିଜେପି । ଝାରସୁଗୁଡାରେ ସାମ୍ବାଦିକ ସମ୍ମିଳନୀ କରି ବିଜେପିର ରାଜ୍ୟସ୍ତରୀୟ ଟିମ ସରକାର ଓ ପ୍ରଶାସନର ଦାୟିତ୍ବହୀନତା, ଅପାରଗତା ପାଇଁ ଏଭଳି ଘଟଣା ଘଟିଥିବା କହି ବର୍ଷିଥିବାବେଳେ…

ରାହୁଲ ଗାନ୍ଧୀ ହରାଇଲେ ଆଉ ଅନୁରାଗ ?

ଭୁବନେଶ୍ୱର: ବିବାଦୀୟ ଟିପ୍ପଣୀ ପାଇଁ ଦଣ୍ଡାଦେଶ ସହ ନିଜ ଲୋକସଭା ସଦସ୍ୟ ପଦ ହରାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଯାହାକୁ ନେଇ ଦେଶବ୍ୟାପୀ ଚର୍ଚ୍ଚା ଲାଗିରହିଛି। ଠିକ ଏଭଳି ସମୟରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ବିଜେପି ସାଂସଦ ପରଭେସ ବର୍ମାଙ୍କ ଦ୍ବାରା ଦିଆଯାଇଥିବା ଗୋଲି…

‘କର୍ଣ୍ଣାଟକ ନିର୍ବାଚନ’ କାହାର ହେବେ ଲିଙ୍ଗାୟତ?

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନରେ ଲିଙ୍ଗାୟତ ସମ୍ପ୍ରଦାୟ ନିର୍ଣ୍ଣାୟକ ଭୁମିକା ଗ୍ରହଣ କରନ୍ତି। ଏହି ସମ୍ପ୍ରଦାୟର ଅଧିକ ପ୍ରତିଶତ ଭୋଟ ବିଜେପିକୁ ଯିବାର ଦେଖାଯାଏ। କିନ୍ତୁ ଏଥର ନିର୍ବାଚନରେ ଚିତ୍ର ବଦଳୁଛି। କର୍ଣ୍ଣାଟକର ଜଣାଶୁଣା ଲିଙ୍ଗାୟତ ଚେହେରା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ…

କର୍ଣ୍ଣାଟକ କ୍ଷୀର ରାଜନୀତିରେ ଗୁଜୁରାଟ ଏଣ୍ଟ୍ରି

ଭୁବନେଶ୍ୱର: କର୍ଣ୍ଣାଟକରେ ଜୋର ଧରିଛି କ୍ଷୀର ରାଜନୀତି। କର୍ଣ୍ଣାଟକରେ ପ୍ରସ୍ତୁତ ହେଉଥିବା ନିଜସ୍ୱ କ୍ଷୀର ନନ୍ଦିନୀ ଓ ଗୁଜୁରାଟର ଅମୁଲକୁ ନେଇ କର୍ଣ୍ଣାଟକ ରାଜନୀତି ତୀବ୍ର ହୋଇଛି। ଅମୁଲକୁ କର୍ଣ୍ଣାଟକରେ ପ୍ରବେଶ କରାଇ ନନ୍ଦିନୀକୁ ମାଟିରେ ମିଶାଇବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ…

ମହାରାଷ୍ଟ୍ର ରାଜନୀତି ସରଗରମ ! ଏନସିପି ନେତା ଅଜିତ ପାୱାର ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର

ମହାରାଷ୍ଟ୍ର : ଏନସିପି ନେତା ଅଜିତ ପାୱାର ବିଜେପିରେ ଯୋଗ ଦେବା ନେଇ ମଙ୍ଗଳବାର ଚର୍ଚ୍ଚା ଜୋର ଧରିବା ପରେ ସରଗରମ ହୋଇଛି ମହାରାଷ୍ଟ୍ର ରାଜନୀତି । କୁହାଯାଉଛି ଏନସିପି ବିଧାୟକ ଅଜିତ ପାୱାର ତାଙ୍କ ଦଳର ପ୍ରାୟ ୩୦-୪୦ ବିଧାୟକଙ୍କ ସହ ବିଜେପି-ସିନ୍ଦେ ସରକାରରେ ସାମିଲ ହେବେ। ଏହି…

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ମାମଲା, ମୋକଦ୍ଦମାକୁ ଖାରଜ କଲେ ହାଇକୋର୍ଟ

କଟକ : ବାଲେଶ୍ୱର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି । ମିଥ୍ୟା ସତ୍ୟପାଠ ଅଭିଯୋଗ ନେଇ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ପାଇଁ, ଆବେଦନକାରୀ ଯଦୁନାଥ…

କାହିଁକି ବିଧି ଭାଙ୍ଗୁଛନ୍ତି ସରକାର?

ଭୁବନେଶ୍ୱର: ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ଲୋକପ୍ରତିନିଧି ଭାବେ ଜଣେ ନିର୍ବାଚିତ ହେବା ପରେ ତାଙ୍କୁ କେବଳ ଦଳ ଭିତରେ ସୀମିତ ରଖାଯାଇ ପାରିବ ନାହିଁ। ଯିଏ ଯେଉଁଠି ସରକାରରେ ଥିଲେ ମଧ୍ୟ ବିପକ୍ଷ ଦଳ ହେଉ କିମ୍ବା ଯେକୌଣସି ନିର୍ବାଚିତ ପ୍ରତିନିଧିଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିୟମ…

କେନ୍ଦ୍ର ଟାର୍ଗେଟରେ ବିଜେଡି !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ରାଜନୈତିକ ତାତି ସେତିକି ଅଧିକ ଅନୁଭୂତ ହେଉଛି। ଏହି କ୍ରମରେ ବର୍ତ୍ତମାନ କେନ୍ଦ୍ରମନ୍ତ୍ରୀମାନଙ୍କର ରାଜ୍ୟକୁ ଟାର୍ଗେଟ ଦେଖିବାକୁ ମିଳିଛି। ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସୁଥିବା କେନ୍ଦ୍ରମନ୍ତ୍ରୀମାନେ ରାଜ୍ୟର…