‘କର୍ଣ୍ଣାଟକରେ ରାହୁଲ’ ଯେଉଁ କୋଲାର ପାଇଁ ଭୋଗୁଛନ୍ତି, ସେଇ କୋଲାରରେ କରିବେ ପ୍ରଚାର
ଭୁବନେଶ୍ୱର: କର୍ଣ୍ଣାଟକରେ ଆର ପାରର ଲଢେଇ। ବିଜେପି କଂଗ୍ରେସ ମୁହାଁମୁହିଁ। ଉଭୟ ଦଳ ପାଇଁ କର୍ଣ୍ଣାଟକ ନିର୍ବାଚନ କେବଳ କର୍ଣ୍ଣାଟକ ନୁହେଁ ସାରା ଦେଶରେ ବେଶ ଗୁରୁତ୍ୱ ବହନ କରୁଛି।
ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗ ପରେ ସବୁ ବିରୋଧୀ ଏକ ହୋଇଛନ୍ତି। ତେଣୁ କର୍ଣ୍ଣାଟକରେ…