Latest Odisha News

BREAKING NEWS

Browsing Tag

Bjp

କର୍ଣ୍ଣାଟକ ନିର୍ବାଚନ, ନିଦ ହଜାଇଦେଲେଣି ରାହୁଲ !

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ କର୍ଣ୍ଣାଟକ ନିର୍ବାଚନ ବହୁ ଦିଗରୁ ଗୁରୁତ୍ୱ ବହନ କରୁଛି। ଗୋଟିଏ ପଟେ କର୍ଣ୍ଣାଟକ ନିର୍ବାଚନ ଫଳାଫଳ ଆଗାମୀ ନିର୍ବାଚନ ପାଇଁ ଗୋଟେ ବଡ଼ ବାର୍ତା ହେବ। ସେପଟେ ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ସଦସ୍ୟ ପଦ ରଦ୍ଦ ପରେ ବିଜେପି ବିରୋଧରେ…

ଝାରସୁଗୁଡା ଲଢେଇ, ବହୁ ଆଗରେ ବିଜେଡି !

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନ ରେସରେ ବହୁ ଆଗରେ ବିଜେଡି। ରାଜ୍ୟରେ ସବୁଠୁ ଶକ୍ତିଶାଳୀ ଦଳ ବିଜେଡି ଆଗୁଆ ପ୍ରାର୍ଥୀ ଘୋଷଣା କରିବା ସହ ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକଙ୍କୁ ମଧ୍ୟ ନିଯୁକ୍ତି ଦେଇଛି। ଦଳର ୩ ଜଣ ବରିଷ୍ଠ ନେତାଙ୍କୁ ଝାରସୁଗୁଡା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଭାବେ…

ବିଜେପିର କଂଗ୍ରେସ ଫାଇଲ୍ : ତୃତୀୟ ଏପିସୋଡରେ ୨୦୧୨ର କୋଇଲା ବ୍ଲକ୍‌ ଆବଣ୍ଟନ ଦୁର୍ନୀତି

ନୂଆଦିଲ୍ଲୀ : ‘କଂଗ୍ରେସ ଫାଇଲ୍ସ’ ସିରିଜ୍‌ର ଏପିସୋଡ୍‌-୨ ରିଲିଜ୍‌ ହେବାର ଠିକ୍ ଗୋଟିଏ ଦିନ ପରେ ବିଜେପି ଏହାର ଏପିସୋଡ୍‌-୩ ରିଲିଜ୍‌ କରିଛି । ‘କଂଗ୍ରେସ ଫାଇଲ୍ସ’ ଏପିସୋଡ୍‌-୩ରେ ୨୦୧୨ର ବହୁ ଚର୍ଚ୍ଚିତ କୋଇଲା ବ୍ଲକ୍‌ ଆବଣ୍ଟନ ଦୁର୍ନୀତି ଉପରେ ଆଲୋକପାତ କରିଛି। ମଙ୍ଗଳବାର ରିଲିଜ…

ବିଜେପିକୁ ରାହୁଲଙ୍କ ପୁଣି ଟାର୍ଗେଟ୍ ! ପଚାରିଲେ; ଅଦାନୀଙ୍କ ସେଲ୍ କମ୍ପାନିରେ ୨୦ ହଜାର କୋଟି କାହାର ?

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପୁଣିଥରେ ବିଜେପିକୁ ଟାର୍ଗେଟ କରିଛନ୍ତି । ଆଉ ସେହି ସମାନ ପ୍ରଶ୍ନ ପୁଣିଥରେ ଦୋହରାଇଛନ୍ତି । ମାନେ, ଅଦାନୀଙ୍କ ସେଲ୍ କମ୍ପାନିରେ ୨୦ ହଜାର କୋଟି କାହାର? କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ନେଇ ଏଆଇସିସି କାର୍ଯ୍ୟାଳୟରେ ସିଇସି…

‘କୋଟିଆ’ କାହାକୁ କେତେ ଲାଭ ଦେବ ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ କୋଟିଆକୁ ନେଇ ଏକ ବଡ଼ ରାଜନୈତିକ ଲଢେଇ ଆରମ୍ଭ ହୋଇଛି। ଉତ୍କଳ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆନ୍ଧ୍ର ଗୋ ବ୍ୟାକ ନାରା ଦେବା ପରେ ରାଜନୀତି ତୀବ୍ର ହୋଇଛି।କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଗସ୍ତ…

ଯେବେ ବିଜେପି ନିଜକୁ ଦୁର୍ବଳ ଅନୁଭବ କରେ, ହିଂସାର ସାହାରା ନିଏ : ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ : ରାମ ନବମୀରେ ହୋଇଥିବା ହିଂସା ପ୍ରସଙ୍ଗରେ ଜାତୀୟ ରାଜନୀତି ବେଶ ଉଷ୍ମ ରହିଛି । ଆଉ ଏତିକି ବେଳେ ବିଜେପିକୁ ଆକ୍ଷେପ କରି ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ। ବିଜେପି ଉପରେ ଗୁରୁତର ଅଭିଯୋଗ ଆଣି ଖଡଗେ କହିଛନ୍ତି ଯେ, ଯେତେବେଳେ ବିଜେପି ନିଜକୁ…

ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଏପ୍ରିଲ ପହିଲା ଦିନ ସାରା ଓଡ଼ିଶା ଉତ୍ସାହ ଓ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳନ କରୁଥିବା ବେଳେ ଏଭଳି ଏକ ପବିତ୍ର ଦିନରେ  ମୁଖ୍ୟମନ୍ତ୍ରୀଙ୍କ ମେଟ୍ରୋ ରେଳ ପ୍ରକଳ୍ପ ଘୋଷଣାକୁ ଏପ୍ରିଲ ଫୁଲ୍ ବୋଲି…

ଜାତୀୟ ରାଜପଥ ସମସ୍ୟା ନେଇ ସାଂସଦ ଅପରାଜିତାଙ୍କୁ ଘେରିଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ଉତ୍କଳ ଦିବସରେ ଭୁବନେଶ୍ୱରରେ ମେଟ୍ରୋ ପ୍ରକଳ୍ପ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପରେ କେନ୍ଦ୍ରକୁ ଶ୍ରେୟ ଦେଇ ଟ୍ୱିଟ୍ କରିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଅପରାଜିତାଙ୍କ ଶ୍ରେୟ ଟ୍ୱିଟର ଦିନକ ପରେ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ଅପରାଜିତାଙ୍କୁ ଟ୍ୱିଟ୍ କରି…

ବିଜେପିର କଂଗ୍ରେସ ଫାଇଲ୍: ପ୍ରଥମ ଏପିସୋଡରେ ୪.୮୨ ଲକ୍ଷ କୋଟି ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ: କଂଗ୍ରେସ ଓ ବିଜେପି ମଧ୍ୟରେ ସୋସିଆଲ୍ ମିଡିଆରେ ଯୁଦ୍ଧ ଆରମ୍ଭ ହୋଇଛି । ଆଦାନୀ ପ୍ରସଙ୍ଗ ଓ ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ବିଜେପି ବିରୋଧରେ ଗଣତନ୍ତ୍ର ଲୁପ୍ତ ପାଉଥିବା କହି କଂଗ୍ରେସ କ୍ୟାମ୍ପେନ୍ ଆରମ୍ଭ କରିଛି ।…

ଝାରସୁଗୁଡ଼ାରୁ ବିଜେପି, କଂଗ୍ରେସରୁ କିଏ?

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିବା ପରେ ବିଜେପି ଓ କଂଗ୍ରେସର ପ୍ରାର୍ଥୀ କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଜେଡି ପ୍ରାର୍ଥୀ ଘୋଷଣା ପରେ ତତ୍ପର ହୋଇଉଠିଛି କଂଗ୍ରେସ। ପ୍ରାର୍ଥୀ ଚୟନ ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଝାରସୁଗୁଡ଼ା…