Latest Odisha News

BREAKING NEWS

Browsing Tag

Bjp

ରାଜନୀତିରେ ମହିଳା ଅସ୍ତ୍ର !

ଭୁବନେଶ୍ୱର: ବିଜେଡି ଫୋକସରେ ସବୁବେଳେ ମହିଳା ରହି ଆସିଛନ୍ତି। ସ୍ୱୟଂ ସହାୟକ ଗୋଷ୍ଠୀ ଗଠନ କରି ମହିଳାଙ୍କୁ ସ୍ୱାବଲମ୍ବୀ କରିବା କଥା ହେଉ କିମ୍ବା ରାଜନୀତି କ୍ଷେତ୍ରରେ ମହିଳାଙ୍କୁ ଅଧିକ ସଂରକ୍ଷଣ କଥା ସବୁଥିରେ ବିଜେଡି ମହିଳାଙ୍କୁ ଗୁରୁତ୍ୱ ଦେଉଥିବା ଚର୍ଚ୍ଚା ହୁଏ। ଏବେ ବିରୋଧୀ ଦଳ ନେତା…

ଜୟନାରାୟଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବିଜେପି: ବିଜେଡି

ଭୁବନେଶ୍ୱର: ବିଜେପି ବିଧାୟକ ତଥା ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ଆଜି ଗଣମାଧ୍ୟମ ସହ କଥା ହେବାବେଳେ କହିଛନ୍ତି ଯେ ତାଙ୍କ ପୂର୍ବରୁ ନେତାମାନେ ଶାସକ ଦଳ ଦ୍ୱାରା ପରିଚାଳିତ (ମାନେଜ୍‍ଡ) ହୋଇଥିଲେ କିନ୍ତୁ ସେ ସେଭଳି ହୋଇପାରିବେ ନାହିଁ; ତେଣୁ ଶାସକ ଦଳ ତାଙ୍କ ପଛରେ ପଡିଛନ୍ତି । ଏଭଳି…

ଜୟନାରାୟଣଙ୍କୁ ବିରୋଧ କରି ପ୍ରତିବାଦ, ବିକ୍ଷୋଭକାରୀଙ୍କୁ ଝିଅ ଖୁଆଇଲେ ମିଠା

ସମ୍ବଲପୁର: ଗଣତନ୍ତ୍ରରେ ବିରୋଧ ଏକ ସ୍ୱାଭାବିକ ପ୍ରକ୍ରିୟା । ରାଜ୍ୟରେ ଅନେକ ସମୟରେ ବିରୋଧ ରାଜନୀତି ହୁଏ । ଅନେକ ସମୟରେ ବିରୋଧ ବି ହିଂସାର ରୂପ ନିଏ । ହେଲେ ବିରୋଧ ରାଜନୀତିରେ ଆଜି ସମସ୍ତଙ୍କ ମନ ଜିଣିଛନ୍ତି ବିରୋଧୀ ଦଳ ନେତା ତଥା ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଝିଅ ଶୁଭଶ୍ରୀ…

ଫାଇଦା ଦେବ କି ଆଇନଶୃଙ୍ଖଳା ପ୍ରସଙ୍ଗ ?

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟା ପ୍ରସଙ୍ଗକୁ ନେଇ ଆକ୍ରମନାତ୍ମକ ହୋଇଛି ବିଜେପି। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ୧୪୭ ବିଧାନସଭା କ୍ଷେତ୍ରରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ଏବଂ ଆନ୍ଦୋଳନ କରାଯିବାକୁ ନିଷ୍ପତ୍ତି…

ଚାଉଳ ରାଜନୀତିର ହେବ କି ଅନ୍ତ ?

ଭୁବନେଶ୍ୱର: ଦୀର୍ଘ ବର୍ଷ ଧରି ରାଜ୍ୟ ରାଜନୀତିରେ ଚାଉଳ ଏକ ବିଶେଷ ରାଜନୈତିକ ପ୍ରସଙ୍ଗ ହୋଇ ରହି ଆସିଛି। ଲୋକଙ୍କୁ ଦୁଇ ଟଙ୍କିଆ ଚାଉଳ ଦେବା କିମ୍ବା ଚାଉଳ ଦେବାର ଶ୍ରେୟ ନେବା ପ୍ରସଙ୍ଗ ହେଉ ଏହାକୁ ନେଇ ବିଜେଡି ବିଜେପି ମଧ୍ୟରେ ଲଢେଇ ସବୁବେଳେ ହୁଏ। ଏପରିକି ନିର୍ବାଚନ ଆସିଲେ ଚାଉଳକୁ ନେଇ…

ନାରାରେ ନାରୀ, ଆନ୍ତରିକତା ଅଛି ତ ?

ଭୁବନେଶ୍ୱର: ରାଜନୈତିକ ରୂପ ନେଉଛି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ପୋଲିସ ଉପରେ ଆକ୍ରମଣ ପ୍ରସଙ୍ଗ। ଶାସକ ବିଜେଡି ଏ ପ୍ରସଙ୍ଗ ନେଇ ବିଜେପିକୁ ଟାର୍ଗେଟ କରିବା ସହ ରାଜରାସ୍ତାକୁ ଓଲ୍ହାଇଛି। ବିଜେଡି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଜେପି ନେତାଙ୍କ ଅସଲ ରୂପ ପଦାରେ…

ଉପାସନାଙ୍କ ‘ବିଜୟ’ ଗଣିତ, କେତେ ହେବ ସଫଳ ?

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନର ରୂପରେଖ କଣ ହେବ। ଯେଉଁମାନେ ପ୍ରମୁଖ ଦଳର ଆଗ ଧାଡ଼ିର ନେତା ସେମାନେ କଣ ସେହି ଦଳରେ ରହି ନିର୍ବାଚନ ଲଢ଼ିବେ ? ନା ଚିତ୍ର କିଛି ଅଲଗା ହେବ। ଏଭଳି କିଛି କଳ୍ପନା କଳ୍ପନା ଏବେ ମୁଣ୍ଡ ଟେକିଛି। ରାଜ୍ୟରେ ବିଆରଏସର ଏଣ୍ଟ୍ରି ଓ ଏଥିରେ ବିଜୟ ମହାପାତ୍ରଙ୍କ…

୨୦୨୪ ନିର୍ବାଚନରେ ବିଜେଡି, ବିଜେପିକୁ ଭାରି ପଡ଼ିବେ କି ଏସବୁ ନେତା ?

ଭୁବନେଶ୍ୱର: ସମ୍ବଲପୁରରେ ବିରୋଧୀ ଦଳ ନେତା ଓ ପୋଲିସ ହାତାହାତିକୁ ନେଇ ରାଜନୀତି ତେଜୁଛି । ଶାସକ ବିଜେଡି, ବିରୋଧୀ ଦଳ ନେତା ଜୟ ନାରାୟଣଙ୍କ ଇସ୍ତଫା ଦାବି କରିଥିବା ବେଳେ ବିଜେପି କହିଛି, ସରକାର ନିଜ ମନ୍ତ୍ରୀ ଓ ବିଧାୟକଙ୍କୁ ପରଖନ୍ତୁ । ତେବେ ବିଜେପି ହେଉ ଅବା ବିଜେଡି ନେତା । ଅନେକଙ୍କ…

ଜୟନାରାୟଣଙ୍କ ଅତୀତ କଥା ମନେ ପକାଇ ବିଜେପିକୁ ତୀର ମାରିଲେ ପ୍ରଣବ

ଭୁବନେଶ୍ୱର: ଗଣତନ୍ତ୍ରରେ ବିରୋଧ କରିବାର ଅଧିକାର ରହିଛି । କିନ୍ତୁ ବିରୋଧର ଅର୍ଥ ନୁହେଁ କାହାକୁ ବ୍ୟକ୍ତିଗତ କିମ୍ବା ଶାରିରୀକ ଆଘାତ ପହଞ୍ଚାଇବା । କିନ୍ତୁ ବିଜେପି ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ବାରମ୍ବାର ଆକ୍ରମଣ କରୁଛନ୍ତି କେବେ ନିଜ ଦଳର ନେତାଙ୍କୁ ତ ଆଉ କେବେ…

ଜୟ ନାରାୟଣଙ୍କ ବହିଷ୍କାର ଦାବିରେ ରାସ୍ତାକୁ ଓହ୍ଲାଇଲା ବିଜେଡି

ଭୁବନେଶ୍ୱର: ମହିଳା ପୋଲିସ ଅଧିକାରୀଙ୍କୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଧକ୍କା ମାରିବା ଘଟଣା ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି ବିଜେଡି । ଗତକାଲି ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ବିରୋଧୀ ଦଳ ପଦରୁ ଜୟନାରାୟଣଙ୍କୁ ହଟାଇବା ପାଇଁ ଦାବି କରିବା ପରେ ବିଜୁ ମହିଳା…