Latest Odisha News

BREAKING NEWS

Browsing Tag

Bjp

ବିଜେପିର ୨୦୨୪ ବ୍ଲୁ-ପ୍ରିଣ୍ଟ, କି ମନ୍ତ୍ର ଦେବେ ନଡ୍ଡା ?

ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଓଡ଼ିଶାର ୨୧ଲୋକସଭା ଆସନରୁ ୮ଟି ହାତେଇ ଥିଲା । ୨୪ରେ ସେହି ସଂଖ୍ୟା ବଢ଼ାଇବାକୁ ଗୋଟି ଚାଳନା ଆରମ୍ଭ କରିଛି ବିଜେପି । ୩ ମାସ ବ୍ୟବଧ୍ୟାନରେ ଜେପି ନଡ୍ଡା ଦ୍ୱିତୀୟ ଥର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତାକାଲି ଜେପି ନଡ୍ଡା କନ୍ଧମାଳ ଓ…

ବୁମେରାଂ ହେଲା ରାହୁଲଙ୍କ ‘ପ୍ରେମ ଦୋକାନ’; ମୁହଁତୋଡ ଜବାବ ଦେଲା ବିଜେପି

ନୂଆଦିଲ୍ଲୀ: ଘୃଣା ବଜାରରେ ରାହୁଲଙ୍କ ପ୍ରେମ ଦୋକାନ ବାର୍ତ୍ତା ବୁମେରାଂ ହେଲା । ପ୍ରେମର ସଉଦା ହୁଏନି । ପ୍ରେମ ବିକା ବା କିଣା ଯାଏନି..ଏମିତି କହି ରାହୁଲଙ୍କୁ   କଡା ସମାଲୋଚନା କରିଛି ବିଜେପି । ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ନଳୀନ କୋହଲି ଏବଂ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ…

ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା, କନ୍ଧମାଳ ଓ ପୁରୀ ଉପରେ ଫୋକସ୍

ଭୁବନେଶ୍ୱର: ଚଳିତବର୍ଷ ଦ୍ୱିତୀୟ ଥର ପାଇଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୮ ତାରିଖରେ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏନେଇ ରାଜ୍ୟ…

ଚୀନ ପ୍ରସଙ୍ଗରେ ରାହୁଲଙ୍କୁ ବିଜେପିର କଡା ଜବାବ-ଇଏ ନେହରୁଙ୍କ ଭାରତ ନୁହେଁ..

ଜୟପୁର: ଭାରତ-ଚୀନ ସଂପର୍କକୁ ନେଇ ରାହୁଲ ଗାନ୍ଧୀ ଗତକାଲି ଦେଇଥିବା ମନ୍ତବ୍ୟକୁ କଟୁ ସମାଲୋଚନା କରିଛି ବିଜେପି । ଏପରି ମନ୍ତବ୍ୟ ଦେଇ ରାହୁଲ ଗାନ୍ଧି ସେନାଙ୍କ ମନୋବଳ କମାଇ ଦେଇଛନ୍ତି ବୋଲି କହିଛି ବିଜେପି । ଏଥିସହିତ ରାହୁଲଙ୍କ ଅଣ ଜେଜେବାପା ଜବାହରଲାଲ ନେହରୁଙ୍କୁ ବି କଟାକ୍ଷ…

ପଦ୍ମପୁର  ପରାଜୟର ହେବ ତର୍ଜମା: ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ । ପଦ୍ମପୁର ଉପନିର୍ବାଚନ ପରେ ତାଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ । ପଦ୍ମପୁର ଉପନିର୍ବାଚନରେ ଦଳର ଶୋଚନୀୟ ପରାଜୟ ହୋଇଛି । ତାହାର ତର୍ଜମା କରିବାକୁ କେନ୍ଦ୍ରୀୟ ନେତାଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି । ପରାଜୟର…

ସଂସଦରେ ଅର୍ଚ୍ଚନା ମାମଲା ଉଠାଇ ସିବିଆଇ ତଦନ୍ତ ଦାବି କଲା ବିଜେପି

ନୂଆଦିଲ୍ଲୀ: ୨ ମାସରୁ ଅଧିକ ସମୟ ଧରି ସାରା ରାଜ୍ୟକୁ ଦୋହଲାଇ ଦେଇଥିବା ଅର୍ଚ୍ଚନା ନାଗ ମାମଲା ସଂସଦରେ ଉଠିଛି । ଲୋକସଭାର ଅପରାହ୍ଣ ଅଧିବେଶନରେ ବିଜେପି ସାଂସଦ ସୁରେଶ ପୂଜାରୀ ଅର୍ଚ୍ଚନା ନାଗ ମାମଲା ଗୃହରେ ଉଠାଇ ସିବିଆଇ ତଦନ୍ତ ଦାବି କରିଛନ୍ତି । ବରଗଡ଼ ବିଜେପି ସାଂସଦ ସୁରେଶ ପୂଜାରୀ…

‘ଭାରତ ଯୋଡ’ରେ ରଘୁରାମ ରାଜନଙ୍କୁ ଦେଖି କ୍ଷୁବ୍ଧ ହେଲା ବିଜେପି

ନୂଆଦିଲ୍ଲୀ: ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ କାର୍ଯ୍ୟକ୍ରମରେ ରଘୁରାମ ରାଜନଙ୍କୁ ଦେଖି କ୍ଷୁବ୍ଧ ହୋଇଛି ବିଜେପି । ଏ ନେଇ ରଘୁରାମ ରାଜନଙ୍କୁ ସମାଲୋଚନା କରି ସେ ଅନ୍ୟ କଥାରେ ପରିଚାଳିତ ହେଉଥିବା ଜଣେ ବ୍ୟକ୍ତି ବୋଲି କହିଛି ବିଜେପି। ସେତିକି ନୁହେଁ, ଆରବିଆଇର ପୂର୍ବତନ ଗଭର୍ଣ୍ଣର…

କଳାଧନ ରୋକିବାର ଅଛି ତ ବନ୍ଦ ହେଉ ୨ ହଜାରର ନୋଟ୍, ସଂସଦରେ କହିଲେ ବିଜେପି ସାଂସଦ

ନୂଆଦିଲ୍ଲୀ: ଦେଶରେ କଳାଧନ ଓ ଟେରର ଫଣ୍ଡି ବନ୍ଦ କରିବାକୁ ୨୦୧୬ ନଭେମ୍ବର ରାତି ୮ଟାରେ ପ୍ରଧାନମନ୍ତ୍ରୀ ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ । ଏଥିସହ ଅଚଳ ହୋଇ ଯାଇଥିଲା ୫ ଶହ ଓ ୧ ହଜାରର ନୋଟ୍ । ଇତି ମଧ୍ୟରେ ନୋଟବନ୍ଦୀକୁ ୬ ବର୍ଷ ବିତିଛି । ୬ ବର୍ଷ ହେଲା ବିରୋଧୀ କହି ଆସୁଥିବା ଭାଷାକୁ…

ଗୁଜରାଟରେ ଦ୍ୱିତୀୟ ଇନିଂସ ଆରମ୍ଭ କରିବେ ଭୁପେନ୍ଦ୍ର ପଟେଲ

ଗୁଜରାଟ : ସିଂହାସନ କାଏମ ରଖିଲେ ଭୁପେନ୍ଦ୍ର ପଟେଲ । ଦ୍ୱିତୀୟ ଇନିଂସ ଆରମ୍ଭ କରିବେ ଭୁପେନ୍ଦ୍ର । ପୁଣି ଥରେ ଗୁଜରାଟର ମୁଖ୍ୟମନ୍ତ୍ରୀ ହେବେ ଭୁପେନ୍ଦ୍ର ପଟେଲ । ଚଳିତ ବିଧାନସଭା ନିର୍ବାଚନରେ ନବନିର୍ବାଚିତ ବିଧାୟକମାନଙ୍କ ବୈଠକରେ ତାଙ୍କ ନାଁ ଚୂଡାନ୍ତ ହୋଇଛି । ନୂଆ ବିଧାୟକ ଦଳ ନେତା…