Latest Odisha News

BREAKING NEWS

Browsing Tag

Bjp

ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ନେତା ରାଜେନ୍ଦ୍ର ଦାସ

ଧାମନଗର: ଧାମନଗର ଉପନିର୍ବାଚନ  ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ ରାଜେନ୍ଦ୍ର ଦାସ । ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ବୋଲି  ରାଜେନ୍ଦ୍ର ଦାସ ଗଣମାଧ୍ୟମ ଆଗରେ ସ୍ପଷ୍ଟ କରିଛନ୍ତି।  ଆଉ କିଛି ସମୟ ପରେ ନାମାଙ୍କନ ପତ୍ର ଭରିବେ ବିଜେଡି ନେତା ରାଜେନ୍ଦ୍ର ଦାସ ।…

ନବୀନଙ୍କ ମହିଳା କାର୍ଡକୁ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀଙ୍କ କାଉଣ୍ଟର !

ଭୁବନେଶ୍ୱର: ଧାମନଗରରେ ପ୍ରଚାର ଜମିବ । ବିଜେଡିକୁ ଗୋଡ଼େ ଗୋଡ଼େ ଜଗିବ ବିଜେପି । ନାମାଙ୍କନ ସରିନି କି ପ୍ରଚାର ଆରମ୍ଭ ହୋଇନି । କିନ୍ତୁ ଧାମନଗର ଉପନିର୍ବାଚନକୁ ନେଇ ଆରମ୍ଭ ହେଲାଣି କାଉଣ୍ଟର ରାଜନୀତି । ବୁଧବାର ବିଜେଡି ମହିଳା କାର୍ଡ ଖେଳି ଅବନ୍ତୀ ଦାସଙ୍କୁ ଉପନିର୍ବାଚନ ପାଇଁ ପ୍ରାର୍ଥୀ…

ଅର୍ଚ୍ଚନାଙ୍କୁ ନେଇ ରାଜନୀତି, କଣ କହିବେ ଭାଷା ପାଉନାହାଁନ୍ତି ନେତା

ଭୁବନେଶ୍ୱର: ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ପରେ ପୋଲିସର ଉପରେ ପ୍ରଶ୍ନ ଉଠାଇଛି ବିଜେପି । ଅର୍ଚ୍ଚନାଙ୍କ ରାକେଟ ପଛରେ ବଡ଼ ବଡ଼ ନେତା, ମନ୍ତ୍ରୀ ଅଛନ୍ତି । ସରକାରୀ ଦଳର ପ୍ରଛଦ ପ୍ରୋତ୍ସାହନରେ ଅର୍ଚ୍ଚନା ରାକେଟ ଚଳାଉଥିବା ଅଭିଯୋଗ କରିଛି ବିଜେପି । ଅର୍ଚ୍ଚନାଙ୍କ ସହ ସମ୍ପୃକ୍ତ ନେତା,…

ବିଜେପିରୁ ସୂର୍ଯ୍ୟବଂଶୀଙ୍କ ନାମାଙ୍କନ ଦାଖଲ, ପ୍ରାର୍ଥୀ ଚୟନକୁ ନେଇ ଦୋଛକିରେ ବିଜେଡି ଓ କଂଗ୍ରେସ

ଭଦ୍ରକ: ଧାମନଗର ପାଇଁ ଛାତି ଧଡ଼ ଧଡ଼ । ମଙ୍ଗଳବାର ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଶାଳ ଶୋଭାଯାତ୍ରାରେ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସୂର୍ଯ୍ୟବଂଶୀଙ୍କ ନାମାଙ୍କନ ଶୋଭାଯାତ୍ରାରେ ବିଜେପି ରାଜ୍ୟ ସଭାପତି ସମୀର ଦାସଙ୍କ ସହ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସାମିଲ୍…

ଉପନିର୍ବାଚନ ପାଇଁ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ବାପା ବିଷ୍ଣୁଙ୍କ ଭଳି ଧାମନଗର ନିର୍ବାଚନ ମଣ୍ଡଳୀରେ ପୁଅ ସୂର୍ଯ୍ୟବଂଶୀଙ୍କ ଭଲ ଲୋକ ସମ୍ପର୍କ ଥିବା କୁହାଯାଉଛି ।…

କ’ଣ କହୁଛି ଧାମନଗର ବିଧାନସଭା ନିର୍ବାଚନ ଇତିହାସ ? କାହା ପଲ୍ଲା କେତେ ଭାରି ?

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି । ବିଜେପି ପୁଣି ଥରେ ଆସନ ଅକ୍ତିଆର କରିବ ବୋଲି ଦାବି କରିଥିବା ବେଳେ ବିଜେଡି କହିଛି ଏକତରଫା ବିଜୟ ହେବ । ହେଲେ ୨ ହଜାର ମସିହାରୁ ଆଜି ଯାଏ ୨୨ ବର୍ଷ ଭିତରେ ଧାମନଗରବାସୀ କୌଣସି ଗୋଟିଏ ଦଳ କି ପ୍ରାର୍ଥୀ ଉପରେ ଭରସା କରି…

ଧାମନଗର ସିଟ ଆମର ଥିଲା ଆମର ରହିବ: ବିରୋଧୀ ଦଳ ନେତା

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ଭାରତୀୟ ନିର୍ବାଚନ କମିଶନ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ୧୫ରେ…

ଡିସିପି ଅଫିସ ଘେରାଉ କଲା ବିଜେପି 

ଭୁବନେଶ୍ୱର :  ପୁରୀର ଗୋପ ଜିଲ୍ଲା ପରିଷଦ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଡିସିପି ଅଫିସ ଘେରାଉ କରିଛି ବିଜେପି  । ପୁରୀ ଜିଲ୍ଲା ବିଜେପିର ଅନେକ କର୍ମୀ ଓ ନେତାମାନେ ଡିସିପି ଅଫିସ ସମ୍ମୁଖରେ ବିକ୍ଷୋଭ କରିଥିଲେ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ନାଁ ଉଠୁଥିବାବେଳେ ତାଙ୍କୁ…

ବିଜେଡି ଛାଡ଼ିଲେ ତେଜେଶ୍ୱର ପରିଡ଼ା, ବିଜେପିରେ ମିଶିବେ !

ଭୁବନେଶ୍ୱର: ଓଡ଼ିଶା ଖଦି ଓ ଗ୍ରାମ୍ୟଦ୍ୟୋଗ ବୋର୍ଡର ପୂର୍ବତନ ସଭାପତି ବିଜେଡିରୁ ଇସ୍ତଫା ଦେଇଛନ୍ତି । ଇମେଲ୍ ଯୋଗେ ଦଳର ସଭାପତିଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦ୍ୟରୁ ଇସ୍ତଫା ଦେଇଛନ୍ତି ତେଜେଶ୍ୱର । ଆଜି ଅପରାହ୍ଣରେ ତେଜେଶ୍ୱର ବିଜେପିରେ ମିଶିବେ ବୋଲି ଜଣାପଡ଼ିଛି ।…

୨୪ ପୂର୍ବରୁ ରାଜଧାନୀରେ ବିଜେପି ଓ ବିଜେଡିର ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର: ରାଜଧାନୀରେ ବିଜେଡି ଓ ବିଜେପିର ଶକ୍ତି ପ୍ରଦର୍ଶନ । ୨୦୨୪ ନିର୍ବାଚନକୁ ପାଖାପାଖି ଦେଢ଼ବର୍ଷ ବାକି ଥିବା ବେଳେ ଭୁବନେଶ୍ୱରରେ ଶାସକ ବିଜେଡି ଓ ବିଜେପି ଶକ୍ତି ପ୍ରଦର୍ଶନ କରିଛନ୍ତି । ଜନତା ମଇଦାନରେ ବିଜେପିର ଶକ୍ତିକେନ୍ଦ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗ ଦେଇ ରାଜ୍ୟ…